-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଠିକାଦାରପଡା ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

30-Aug-2024



ବଲାଙ୍ଗୀର: ସ୍ଥାନୀୟ ଠିକାଦାରପଡା ଦୁର୍ଗା ମଣ୍ଡପ ପରିସରରେ ଚଳିତ ବର୍ଷ ୪୯ ତମ ସାର୍ବାଜନୀନ ଦୁର୍ଗାପୂଜା ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ହୋଇଯାଇଛି । ବୈଠକରେ ଚଳିତ ବର୍ଷ ମହାସମାରୋହରେ ପାଳନ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଥିଲା । ବରିଷ୍ଠ ଆଇନଜିବୀ ପ୍ରବୀଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ବର୍ଷ ପୂଜା ପାଇଁ କମିଟି କର୍ତ୍ତା ଚୟନ କରାଯାଇଥିଲା । ସଭାପତି ଭାବେ ପ୍ରବୀଣ ମିଶ୍ର, ଉପ-ସଭାପତି ବିଜୟ କୁମାର ସାହୁ, ସଂପାଦକ ଅନିଲ ପାଣିଗ୍ରାହୀ, ସହ-ସଂପାଦକ ସମିର ମିଶ୍ର, କୋଷାଧ୍ୟକ୍ଷ କଲିଚରଣ ବିଶ୍ୱାଲ, ଆବାହକ ଭାବେ ସୁରେନ୍ଦ୍ର ବାଗ ମନୋନିତ ହୋଇଥିଲେ । ଏହି ବୈଠକରେ  ଶ୍ରୀ ବାଗ ପ୍ରଥମେ ସ୍ୱାଗତ ଜଣାଇ ସଭା ପରିଚାଳନା କରିଥିବା ବେଳେ ଉପଦେଷ୍ଟା କମିଟି ରେ ଧୃବ ଜୁଏଡ, ସୂର୍ଯ୍ୟ ନାରାୟଣ ମିଶ୍ର, ମଧୁ ବିଶ୍ୱାଲ, ରଂଜିତ ବେହେରା, ମଧୁ ବନଛୋର, ବସୁଦେବ ମହାନନ୍ଦ, ନରେନ୍ଦ୍ର ଜାଲ, ଶେଷଦେବ ଜୁଏଡ, ପ୍ରତ୍ୟୁଷ ଖୁଆସ, ରାଜିବ ସ୍ୱାଇଁ, ଲକ୍ଷୀନ୍ଦ୍ର ସାହୁ, ଦେବା ବରିହା, ଗୋପାଲ ନାଏକ ପ୍ରମୁଖ ରହିଛନ୍ତି । ପୂଜାରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସମସ୍ତ ସଭ୍ୟ ମତ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like