-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମହିଳା ଚାଷୀ ମାନଙ୍କୁ ପନିପରିବା ଚାଷ ଉପରେ ତାଲିମ ପ୍ରଦାନ

30-Aug-2024



ବୌଦ୍ଧ /ବଘିଆପଡା:  ବୌଦ୍ଧ ସଦର ବ୍ଲକ ବଘିଆପଡା ପାଳଝାର ସ୍ଥିତ ରାଷ୍ଟ୍ରୀୟ ଉଦ୍ୟାନ ଗବେଷଣା ଏବଂ ଉନ୍ନୟନ ପ୍ରତିଷ୍ଠାନ ସମ୍ବିଳନୀ କକ୍ଷରେ ନାବାର୍ଡ ସହାୟତାରେ ୧୫ଦିନ ପାଇଁ ୩୦ଜଣ ସ୍ୱୟଂ ସହାୟିକା ମହିଳା ପରିବା ଚାଷୀ ମାନଙ୍କୁ ନେଇ ପରିବା ଚାଷ ରୁ ବିହନ ପ୍ରସ୍ତୁତି ଓ ବିକ୍ରିବଟା କରି ଅର୍ଥନୌତିକ ଅଭିବୃଦ୍ଧି ସହିତ ସ୍ୱାବଲମ୍ବୀ ହେବା ପାଇଁ ତାଲିମ ଶିବିର ଶୁଭ ଉଦଘାଟନ ହୋଇଯାଇଛି l ସାଲୁଙ୍କି କୃଷକ ଉତ୍ପାଦକ କମ୍ପାନୀ ଆମଠାପଡା ଆୟୋଜନ କରିଥିବାବେଳେ  ପିସପୁଲ ସୋସାଇଟି ସହାୟତା କରିଥିଲେ l ଏହି ଅବସରରେ

ଏକ ଉଦଘାଟନୀ ସଭା ଆୟୋଜନ ହୋଇଥିଲା l ସାଲୁଙ୍କି କମ୍ପାନୀ ନିର୍ଦ୍ଦେଶକ ଶୁକଦେବ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ସାଲୁଙ୍କି କମ୍ପାନୀ ମୁଖ୍ୟ କାର୍ଯ୍ୟ ନିର୍ବାହୀ କୃତ୍ତିବାସ ପଲିଆ ମଞ୍ଚ ପରିଚାଳନା କରିଥିଲେ l ପିସପୁଲ ସୋସାଇଟି ସମ୍ପାଦିକା ମଞ୍ଜୁଲତା ଦାସ ଅତିଥି ମାନଙ୍କୁ ସ୍ୱାଗତ ଓ ପରିଚୟ ପ୍ରଦାନ କରିଥିଲେ l ମୁଖ୍ୟ ଅତିଥିଭାବେ ରାଷ୍ଟ୍ରୀୟ ଉଦ୍ୟାନ କୃଷି ଗବେଷଣା କେନ୍ଦ୍ର ନିର୍ଦ୍ଧେଶକ ତୁଷାର ଆମ୍ବ୍ରେ, ମୁଖବକ୍ତା ଭାବେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ଯୋଗେନ୍ଦ୍ର ନାରାୟଣ ମହାପାତ୍ର, ସ୍ୱତନ୍ତ୍ର ଅତିଥି ଭାବେ ଡି ଡି ଏମ ନାବାର୍ଡ ସତ୍ୟ ସ୍ୱସୃପ ବିଦାନ୍ତ ଯୋଗଦେଇ ଉଦ୍ୟାନ କୃଷି ଉପରେ ଉଦବୋଧନ ଦେଇଥିଲେ ଓ ସଂମ୍ମାନିତ ଅତିଥିଭାବେ ବଘିଆପଡା ସରପଞ୍ଚ ଅନୁଜା ଦୀପ ମଞ୍ଚାସିନ ଥିଲେ l ତାଲିମ ଦାତ୍ତା ଭାବେ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ  ଡ଼ା ସମାପିକା ଦଳେଇ,ଉଦ୍ୟାନ କୃଷି ଗବେଷଣା କେନ୍ଦ୍ରର ଯାନ୍ତ୍ରିକ ଅଧିକାରୀ ରଂଜିତ କୁମାର ଦାଶ,  ତାଲିମ ପ୍ରଦାନ ଦେଇଥିଲେ l ସାଲୁଙ୍କି କମ୍ପାନୀର ନିର୍ଦ୍ଦେଶକ ଅଜିତ କୁମାର ପଟ୍ଟନାୟକ, ଗୀତାଞ୍ଜଳି ରଣବିଡା, ହିମାଦ୍ରି ପ୍ରଧାନ, ଶୋଭାଗିନୀ ଭୋଇ, ସଦସ୍ୟ କେଦାର ନାଥ ରଣବିଡା ଉପସ୍ଥିତ ରହି ସହଯୋଗ କରିଥିଲେ l ଶେଷରେ ପିସପୁଲ ସୋସାଇଟି ସମ୍ପାଦିକା ମଞ୍ଜୁଲତା ଦାସ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like