-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟ ର ଜାତୀୟସେବା ଯୋଜନା ତରଫରୁ ସ୍ୱତନ୍ତ୍ର ଶିବିର ଉଦଘାଟିତ

30-Aug-2024



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ମହାବିଦ୍ୟାଳୟ ର ଜାତୀୟସେବା ଯୋଜନା ତରଫରୁ ସ୍ୱତନ୍ତ୍ର ଶିବିର ଉଦଘାଟିତ ହୋଇଯାଇଛି l କଲେଜ ଅଧ୍ୟକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ ଙ୍କ ସଭାପତିତ୍ବ ରେ ଆଜିର ଏହି ଉଦ୍ଘାଟନୀ ଉତ୍ସବ ରେ ମୁଖ୍ୟଅତିଥି ଭାବରେ ଜାତୀୟ ସେବା ଯୋଜନା ର ପୂର୍ବତନ ଜିଲ୍ଲା ଅଧିକାରୀ ଶ୍ରୀ କାଁହୁଚରଣ ଦର୍ଜୀ ଯୋଗଦାନ କରି ଵୃକ୍ଷରୋପଣ ର ଉପକାରିତା ସମ୍ପର୍କରେ ଆଲୋଚନା କରିଥିଲେ l ସେହିପରି ମୁଖ୍ୟବକ୍ତା ଭାବେ ଇଂରାଜୀ ବିଭାଗ ବରିଷ୍ଠ ପ୍ରାଧ୍ୟାପକ ବିବେକାନନ୍ଦ ମିଶ୍ର ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ l ପ୍ରାଧ୍ୟାପକ ସନ୍ତୋଷ କୁମାର ଦାସ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିବା ବେଳେ କାର୍ଯ୍ୟକ୍ରମ ଅଧିକାରୀ ତଥା ଓଡ଼ିଆ ବିଭାଗ ମୁଖ୍ୟ ଶ୍ରୀ ଜଗମୋହନ ଦର୍ଜୀ ସଂଯୋଜନା କରିଥିଲେ l ଆସନ୍ତା ୭ ଦିନ ଧରି ହେବାକୁ ଥିବା ଏହି ଶିବିର ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯିବା ସହ ମା ନାମରେ ଗଛଟିଏ ଲଗାଇବା ପାଇଁ ନିଷ୍ପତି ହୋଇଛି l ସ୍ଵାଗତିକା ମିଶ୍ର ସଂଗୀତ ଗାନ କରିଥିବା ବେଳେ  ଅମିତ ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ l ଶେଷରେ ମୁସ୍କlନ ମେହେର, ସେବତୀ ନାୟକ, ସୁଶ୍ରୀତା ସେଠ୍, ଧରିତ୍ରୀ ପଧାନ, ଚୁମକିରାଣୀ ଭୋଇ ଓ ପ୍ରିୟଙ୍କା ଭୋଇ ଦ୍ୱାରା କ୍ଷୁଦ୍ର ନାଟକ ପରିବେଷଣ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like