-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି କନ୍ଧମାଳ ଜିଲ୍ଲା ସଦସ୍ୟତା ଗ୍ରହଣ ଅଭିଯାନ ଆୟଜନ

30-Aug-2024



ଟିକାବାଲି(ରମେଶ ପଣ୍ଡା): କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଫିରିଙ୍ଗିଆ ବ୍ଲକ, ଫିରିଙ୍ଗିଆ ମଣ୍ଡଳ ତରଫରୁ ଗୋଛାପଡ଼ା କର୍ମଶାଳ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଗଣରେ ଗୁରୁବାର ଦିନ ଦିବା ୧୧ଘଣ୍ଟିକା ସମୟରେ  ସଦସ୍ୟତା ଅଭିଯାନ ବାବଦକୁ ଆଲୋଚନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଭାରତୀୟ ଜନତା ପାର୍ଟି ଫିରିଙ୍ଗିଆ ମଣ୍ଡଳର ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ତିତ ରହିଥିଲେ । ଫିରିଙ୍ଗିଆ ମଣ୍ଡଳ ସଭାପତି  ଗଣେଶ୍ୱର ସାହୁ ଙ୍କ ନେତୃତ୍ୱରେ କାର୍ଯ୍ୟ ଆରମ୍ଭ ହୋଇ ସୁଚାର ରୁପେ ଶାନ୍ତିଶୃଙ୍ଖଳାରେ ସମାପନ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ

ଫିରିଙ୍ଗିଆ ମଣ୍ଡଳ ଉପସଭାପତି-ବନମାଳି ଦିଗାଲ, ଫିରିଙ୍ଗିଆ ମଣ୍ଡଳ ଉପସଭାନେତ୍ରୀ -ମୌସୁମି ପ୍ରଧାନ, ଫିରିଙ୍ଗିଆ ମଣ୍ଡଳ ଉପସଭାପତି-ଗୋପିନାଥ କହଁର, ଫିରିଙ୍ଗିଆ ମଣ୍ଡଳ ଉପସଭାପତି-ଦିର୍ଯୁ କହଁର, ଫିରିଙ୍ଗିଆ ମଣ୍ଡଳ ସାଧାରଣ ସମ୍ପାଦକ -ଶରତ କୁମାର ନାୟକ, ଫିରିଙ୍ଗିଆ ମଣ୍ଡଳ ସାଧାରଣ ସମ୍ପାଦକ -ପୁନ୍ଦେ କହଁର, ଫିରିଙ୍ଗିଆ ମଣ୍ଡଳ ସମ୍ପାଦିକା- ନିଳାବତି ଦିଗାଲ, ଫିରିଙ୍ଗିଆ ମଣ୍ଡଳ ସମ୍ପାଦକ – ମୋନଜ କୁମାର କହଁର, ଫିରିଙ୍ଗିଆ ମଣ୍ଡଳ ଓ.ବି.ସି ମୋର୍ଚ୍ଚା ସଭାପତି-ଶୁରବନ୍ତ ମହାକୁଡ଼, ଫିରିଙ୍ଗିଆ ମଣ୍ଡଳ ମାଇନେରର୍ଟି ମୋର୍ଚ୍ଚା ସଭାପତି-ରୁଷି ଦିଗାଲ, କନ୍ଧମାଳ ଜିଲ୍ଲା ଏସ.ସି ମୋର୍ଚ୍ଚା ମିଡ଼ିଆ ସେଲ- ସମ୍ପତି ଦିଗାଲ,ଫିରିଙ୍ଗିଆର ବିଜେପି ବରିଷ୍ଠ ନେତା କଂସଦେବ ସାହୁ, ଫିରିଙ୍ଗିଆର ଯୁବ ନେତା ସଞ୍ଜୟ କୁମାର ଦିଗାଲ ଓ ପ୍ରଦିପ କୁମାର ସାହୁ ଏବଂ ସମସ୍ତ ଶକ୍ତି କେନ୍ଦ୍ର ପ୍ରମୁଖ ,ବୁଥ୍ ପ୍ରମୁଖଙ୍କ ଉପସ୍ଥିତିରେ କିଛି ବରିଷ୍ଠ ବିଜେଡ଼ି

କାର୍ଯ୍ୟକର୍ତ୍ତା ସ୍ୱଇଚ୍ଛାରେ ନିଜ ଦଳ ପରିବର୍ତ୍ତନ କରି ଭାରତୀୟ ଜନତା ପାର୍ଟିରେ କାମ କରିବା ପାଇଁ ଦୃଡ଼ ସଂକଳ୍ପ ନେଇ ଯୋଗଦାନ କରିଥିଲେ ।  ଉକ୍ତ ବ୍ୟକ୍ତି ମାନଙ୍କୁ ବିଜେପି ତରଫରୁ ମଧ୍ୟ ବହୁତ ଆଡ଼ମ୍ୱର ଓ ସମ୍ମାନ ସହିତ ସ୍ୱାଗତ କରିଯାଇଥିଲା ଏବଂ ଉକ୍ତ ସଭାରେ ରମେସରନ୍ଦ୍ର ମାହାନ୍ତି ଅଭିଭାଷଣ ମତ ରଖି ସଭାପତିଙ୍କୁ  ଧନ୍ୟବାଦ ଅର୍ପଣ କରି ସୋଭା ସ୍ଵାଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026
  ରାଜ୍ୟ  
ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   28-Jul-2026
  ରାଜ୍ୟ  
ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   28-Jul-2026
  ଜିଲ୍ଲା  
ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   28-Jul-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026

You Might Also Like