-+91-9937148622 |

prerana_bgr@rediffmail.com |

  Thursday 30th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||      ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ    (28-Jul-2026)       ||      ୟନେକ୍ସ ସନରାଇଜ ସର୍ବ ଭାରତୀୟ ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତା♦️ ମୁଖ୍ୟ ଡ୍ର ରେ ପହଂଚିଲେ ବାପୁନ ରାଉତ ଓ ଜୟକୃଷ୍ଣ ଗର୍ଡିଆ ବାଳିକା ଡବଲ୍ସ ରେ ସ୍ୱାତୀ ଓ ନିମିସା   (28-Jul-2026)       ||      ଖବର ଆଜିର* ତାରିଖ:୨୮/୦୭/୨୬, ମଙ୍ଗଳବାର   (28-Jul-2026)       ||      ଜନନେତା ସୁଶାନ୍ତ ସିଂହଙ୍କୁ ଶେଷ ବିଦାୟ, ଜନ ସମୁଦ୍ର ପାଲଟିଲା ସୋହେଲା.ଜନସାଧାରଣଙ୍କ ଆଖିରେ ଲୁହ, ୭ କି.ମି. ବ୍ୟାପୀ ଶୋକ ଶୋଭାଯାତ୍ରା. ସାମିଲ ହେଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (28-Jul-2026)       ||      ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||     

HOME   ରାଜ୍ୟ

ଗାଁ ଗାଁ ରେ ପାଇଖାନା ଦୁର୍ନୀତି କୁ ନେଇ ବରଗଡ଼ ଜିଲ୍ଲାପାଳ ଦ୍ଵାରସ୍ଥ ହେଲେ ଆଶିଷ ଜ୍ୟୋତିଷ

31-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲାରେ ପାଇଖାନା ଦୁର୍ନୀତି । ସ୍ବାସ୍ଥ୍ୟ ହିଁ ସଂପଦ। ପରିମଳ ବ୍ୟବସ୍ଥା ଠିକ୍ ରହିଲେ ସ୍ବାସ୍ଥ୍ୟର ସୁଧାର ଆସିଥାଏ। ଏଥିପାଇଁ ତ ସରକାର ଘରେ ଘରେ ପାଇଖାନା ନିର୍ମାଣ ନିମିତ୍ତ ଅନୁଦାନ ପ୍ରଦାନ କରି ବ୍ୟବହାର ନିମନ୍ତେ ସଚେତନତା ସୃଷ୍ଟି କରି ଆସୁଥିବାର ଜଣାଯାଏ। ବହୁଦିନ ପର୍ଯ୍ୟନ୍ତ ପାଇଖାନା ବ୍ୟବହାର ଓ ଏହାଦ୍ୱାରା ମଳକୁ ଖତ/କମ୍ପୋଷ୍ଟରେ ପରିଣତ କରି ସ୍ବାସ୍ଥ୍ୟ ସହିତ ଆର୍ଥିକ ବିକାଶ ଭାବନା ନେଇ ସରକାରଙ୍କ ରାଜ୍ୟ ଜଳ ଓ ପରିମଳ ମିଶନ ପତ୍ର ସଂଖ୍ଯା ୩୪୮୪   ତା.୧୮.୦୪.୨୦୧୮ରିଖରେ ଜିଲ୍ଲାପାଳ, ବିଡିଓ ମାନଙ୍କୁ ୧୨ ହଜାର ଟଙ୍କାରେ ଦୁଇ ଟାଙ୍କି ବିଶିଷ୍ଟ ପାଇଖାନା ନିର୍ମାଣ ନିମନ୍ତେ ଆଦେଶ ଦେଇଥିଲେ। କିନ୍ତୁ ଅଧିକାଂଶ ଗ୍ରାମ ତଥା ବ୍ଳକରେ ଏକ ଟାଙ୍କି ବିଶିଷ୍ଟ ପାଇଖାନା ନିର୍ମାଣ କରାଯିବା ସହ ଦୁଇ ଟାଙ୍କି ବିଶିଷ୍ଟ ପାଇଖାନାର ବିଲ୍ କରାଯାଇ ଥିବାର ଜଣାଯାଏ। ଏହା କେବଳ କୋଟି କୋଟି ଟଙ୍କାର ଦୁର୍ନୀତି ନୁହେଁ,ବରଂ ଗ୍ରାମାଞ୍ଚଳର ପରିମଳ ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରି ଲୋକଙ୍କୁ ରୁଗ୍ଣ କରି ଦୁର୍ବଳ କରାଯିବାର ଯୋଜନା କୁହା ଯାଇପାରେ। ପାଇକମାଲ  କିଛି ଗ୍ରାମ ଯଥା ସମ୍ବଲପୁରୀ,ସରେଇକେଲା,ଖଣ୍ଡସିବାଞ୍ଜି ଆଦି ଗ୍ରାମ ଓ ଭେଡେନ ବ୍ଳକର କିଛି ଗ୍ରାମ ଯଥା ଥୁଆପାଲି,ଭୋଇପାଲି,ଡୁଙ୍ଗୁରିପାଲି,ମହୁଲପାଲି,ଦାଲବ ରେ ଦୁଇ ଟାଙ୍କି ବିଶିଷ୍ଟ ପାଇଖାନା ନିର୍ମାଣ ହୋଇ ଥିବାର ଜଣାଯାଏ। ଗାଇସିଲେଟ ବ୍ଳକ, ଝାରବନ୍ଧ ବ୍ଳକ, ସୋହେଲା ବ୍ଳକ, ଅତାବିରା ବ୍ଳକ, ପଦ୍ମପୁର ବ୍ଳକ, ବରଗଡ ବ୍ଳକ, ବରପାଲି ବ୍ଳକରେ ସଂପୂର୍ଣ୍ଣ ଭାବରେ ଏକ ଟାଙ୍କି ବିଶିଷ୍ଟ ପାଇଖାନା ନିର୍ମାଣ କରାଯାଇ ଦୁଇ ଟାଙ୍କି ବିଶିଷ୍ଟ ପାଇଖାନାର ବିଲ୍ କରାଯାଇ ଥିବାର ଜଣାଯାଏ। କିଛି ସରକାରୀ ଅଧିକାରୀ ଗ୍ରାମାଞ୍ଚଳର ଲୋକମାନଙ୍କର ସ୍ବାସ୍ଥ୍ୟ ସହିତ ଖେଳିଥିବାର ଜଣାଯାଏ। ସରକାର ଏହି ବିଷୟକୁ ଗମ୍ଭୀରତାର ସହ ବିଚାରକୁ ନେଇ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ପ୍ଲାକାର୍ଡ ମାଧ୍ୟମରେ ବ୍ୟାଗରେ ଥିବା ସ୍ୱାସ୍ଥ୍ୟ ହଁ ସମ୍ପଦ
ଗାଁ ଗାଁ ରେ ପାଇଖାନା ଦୁର୍ନୀତି ଆମର ଦାବି,ଏହା ତଦନ୍ତ ସାପେକ୍ଷ ବୋଲି ନାରା ଦେଇଛନ୍ତି ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକର ଅନ୍ତର୍ଗତ କଟାବାହାଲ ପଞ୍ଚାୟତ ଅଧିନରେ ଥିବା ଯୁବାଖୋଲ ଗ୍ରାମର ଆଇନ ଛାତ୍ର ତଥା ସମାଜସେବୀ ଆଶିଷ ଜ୍ୟୋତିଷ ବରଗଡ଼ ଜିଲ୍ଲାପାଳଙ୍କୁ ଭେଟି ଦାବି ପତ୍ର ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026
  ଜିଲ୍ଲା  
ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   29-Jul-2026
  ଜିଲ୍ଲା  
*କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   29-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   29-Jul-2026
  ଜିଲ୍ଲା  
*ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   29-Jul-2026
  ଜିଲ୍ଲା  
କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   29-Jul-2026
  ଜିଲ୍ଲା  
*ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   29-Jul-2026
  ଜିଲ୍ଲା  
ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   28-Jul-2026
  ଜିଲ୍ଲା  
"ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   28-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ-୨୦୨୬ ପାଳନର ପୂର୍ବ ପ୍ରସ୍ତୁତି ବୈଠକ   28-Jul-2026

You Might Also Like