-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ଜିଲ୍ଲା

ସହାୟତାର ହାତ ବଢାଇଲ। ଫିଡ୍

31-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ର ଦାତବ୍ୟ ଅନୁଷ୍ଠାନ ଫିଡ୍ ତରଫରୁ  ସୋହେଲା ବ୍ଲକର ବିର୍ଜାମ ଗ୍ରାମର ଶୁଭମ୍ ରାଜହଂସ ଙ୍କୁ ତାଙ୍କର ଏମ.ବି.ବି.ଏସ ରେ ନାମ ଲେଖାଇବା ନିମନ୍ତେ ଦଶ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆ ଯାଇଛି। ମେଧାବୀ ଛାତ୍ର ଶୁଭମ୍ ରାଜହଂସ ନବୋଦୟ ବିଦ୍ୟାଳୟରେ ଦ୍ବାଦଶ ଶ୍ରେଣୀ ରେ ଉତ୍ତୀର୍ଣ୍ଣ ହୋଇ ମାଗଣାରେ ପୁନେ ଠାରେ ଥିବା ଏକ ଦାତବ୍ୟ ମେଡିକାଲ କୋଚିଂ ସେଣ୍ଟର "ଦକ୍ଷିଣା" ରେ ଯୋଗଦାନ କରି ସର୍ବ ଭାରତୀୟ ସ୍ତରୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ରେ ୫୯୭ ନମ୍ବର ରଖି କୋରାପୁଟ ମେଡିକାଲ କଲେଜରେ ନାମ ଲେଖାଇବା ପାଇଁ ଚୟନ ହୋଇଛନ୍ତି। 
 ଆଡ଼ମିଶନ ପାଇଁ ୪୦୦୦୦/ ଟଙ୍କା ଦରକାର ହେଉ ଥିଲା, ମାତ୍ର ତାଙ୍କର ପରିବାର ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ନ ଥିବାରୁ ତାଙ୍କ ବାପା ଶ୍ରୀ ଭାବଗ୍ରାହୀ ରାଜହଂସ ଆର୍ଥିକ ସହାୟତା ନିମନ୍ତେ ଫିଡ୍ ଟ୍ରଷ୍ଟ ର ଦ୍ବାରସ୍ଥ ହୋଇଥିଲେ।  ଫିଡ୍ ଟ୍ରଷ୍ଟ ର ଚେୟାରମେନ୍ ଶ୍ରୀ ଫଣିନ୍ଦ୍ର କୁମାର ତାଣ୍ଡିଙ୍କ ନେତୃତ୍ୱରେ  ଏକ ଟିମ୍ ବିର୍ଜାମ ରେ ପହଞ୍ଚି ଶୁଭମଙ୍କ ପରିବାରର ହାଲ ଚାଲ୍ ପଚାରି ବୁଝି ଥିଲେ ଏବଂ ସେଇଠି ତାଙ୍କୁ ଦଶ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଥିଲେ। ଏହି ସମୟରେ ଶୁଭମ୍ ଏବଂ ତାଙ୍କର ପିତାମାତା ସହିତ ଫିଡ୍ ର ଚେୟାରମେନ  ଫଣିନ୍ଦ୍ର କୁମାର ତାଣ୍ଡି ଓ ଅନ୍ୟାନ୍ୟ ସଦସ୍ୟ ଶ୍ରୀ  ପ୍ରଦୀପ ନାଗ, ସୁବାସ ତାଣ୍ଡି ,  ଗୋପାଳ ନାଗ, ସଞ୍ଜୁ ନାରାୟଣ, ଲକ୍ଷ୍ମଣ ଛୁରିଆ,  ଯମୁନା ସୁନା ଉପସ୍ଥିତଥିଲେ। ଫିଡ୍ ର ଏହି ଉଦ୍ୟମକୁ ସମସ୍ତ ମହଲରେ ପ୍ରଶଂସା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like