-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ଜାତୀୟ କ୍ରୀଡା ଦିବସ ପାଳନ

31-Aug-2024



ବରଗଡ଼/ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ମହିଳା ସ୍ନାତକ ମହାବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା  ରାଣୀ ନାଥଙ୍କ ସଭାପତିତ୍ଵରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁଶ୍ରୀ ସଂଗୀତା ଗୌନ୍ତିଆ ପରିଚାଳନା କରିବା ସହ ପ୍ରସିଦ୍ଧ ହକି ତାରକା ମେ. ଧ୍ୟାନଚାନ୍ଦଙ୍କ ସ୍ମୃତି ଚାରଣ କରି କ୍ରୀଡା ହିଁ ଶରୀରକୁ ନିରୋଗ ରଖିବାର ଏକ ଉତ୍ତମ ମାଧ୍ୟମ ବୋଲି ଦର୍ଶାଇ ଥିଲେ । ଉପରୋକ୍ତ ସଭାରେ ଶ୍ରୀମତୀ କୁନ୍ତଳା ସାହୁ, ଡ. ଚନ୍ଦ୍ରିକା ଭୋଇ, ଶ୍ରୀମତୀ ଲୋପାମୁଦ୍ରା ନାୟକ, ଶ୍ରୀମତୀ ସରିତାରାଣୀ ପ୍ରଧାନ ଉପସ୍ଥିତ ଥିଲେ । ଦ୍ଵିତୀୟ ଦିବସର ପ୍ରାରମ୍ଭରେ ଅଧ୍ୟକ୍ଷା, ଅଧ୍ୟାପକ, ଅଧ୍ୟାପିକା, ସମସ୍ତ କର୍ମଚାରୀ ଏବଂ ଛାତ୍ରୀବୃନ୍ଦ କ୍ରୀଡା ଉଦ୍ଦେଶ୍ୟରେ ଥିବା ଶପଥ ପାଠ କରିଥିଲେ । କ୍ରୀଡା ବିଭାଗର ପ୍ରମୁଖ ଡ. ଚନ୍ଦ୍ରିକା ଭୋଇଙ୍କ ତତ୍ଵାବଧାନରେ ବିଭିନ୍ନ ପ୍ରତିଯୋଗୀତାମାନ ଆୟୋଜିତ ହୋଇଥିଲା । ଶ୍ରୀ ସୀମିତ କୁମାର ମହାନ୍ତି, ଶ୍ରୀ ଫକିରମୋହନ ଭୋଇ, ଶ୍ରୀ ରବି ଅମରୀ ମହାବିଦ୍ୟାଳୟର ସମସ୍ତ କର୍ମଚାରୀଙ୍କ ସହଯୋଗରେ କ୍ରୀଡା ପ୍ରତିଯୋଗୀତାକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like