-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ ପିଏମ୍ ଜନମନ ଅନ୍ତର୍ଗତ ଜନସଚେତନତା କାର୍ଯ୍ୟକ୍ରମ

31-Aug-2024



ରାୟଗଡl(ସୁପ୍ରିୟା ଷଡଙ୍ଗୀ): ଆଜି ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନାରେ ରାୟଗଡ଼ ଜିଲ୍ଲା ବିଷମକଟକ ତହସିଲ୍ ଅନ୍ତର୍ଗତ ଖଜୁରୀ ଠାରେ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟ ଡଙ୍ଗରିଆ କନ୍ଧ ହିତାଧିକାରୀଙ୍କୁ ଜାତିଗତ ପ୍ରମାଣପତ୍ର, ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର, ବାର୍ଷିକ ଆୟ ପ୍ରମାଣପତ୍ର ଏବଂ ଜଙ୍ଗଲ ଜମି ପଟ୍ଟା ର ସୁବିଧା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଶିବିରରେ ଜାତିଗତ ପ୍ରମାଣ ପତ୍ର ପାଇଁ ୫୫ଟି ଆବେଦନ,

ଜବ କାର୍ଡ ନିମନ୍ତେ ୩୨ଟି, ପ୍ରଧାନମନ୍ତ୍ରୀ କିଷାନ କାର୍ଡ ନିମନ୍ତେ ୧୪୪ଟି  ଆବେଦନ ପତ୍ର ଦାଖଲ କରିଥିଲେ l ୩ଜଣଙ୍କ ରକ୍ତ ଶିକୁଳି ପରୀକ୍ଷା, ୧ଜଣଙ୍କ ଆଧାର କାର୍ଡ ସଂଶୋଧନ, ୩ଜଣଙ୍କ ଜଙ୍ଗଲ ଜମି ପଟ୍ଟା ନିମନ୍ତେ ଦରଖାସ୍ତ ଗ୍ରହଣ କରାଯାଇଥିଲା। ଜଣେ ଦିବ୍ୟଙ୍ଗଙ୍କୁ ପ୍ରମାଣପତ୍ର, ୧୪ଜଣଙ୍କ ଜନ୍ମ ପ୍ରମାଣପତ୍ର, ୩ଜଣଙ୍କ ଖାଉଟି କାର୍ଡ, ୦୮ଜଣଙ୍କ ବିଦ୍ୟୁତ ସଂଯୋଗ,

୨ସ୍ୱୟଂସହାୟକ ଗୋଷ୍ଠୀଙ୍କୁ ପଞ୍ଜୀକରଣ, ୧୦ ଛାତ୍ରଛାତ୍ରୀଙ୍କ ପୁନଃବିଦ୍ୟାଳୟ ପ୍ରେରଣ, ଛେଳି କୁକୁଡ଼ା ଚାଷ ନିମନ୍ତେ ୦୭ଟି ସ୍ୱୟଂସହାୟକ ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିପରି ସପ୍ତମ ଦିନରେ ସିନାସାରି ଗ୍ରାମ ପଞ୍ଚାୟତ ସଦର ମହକୁମା ଠାରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଲାଞ୍ଜିଆ ସୌରା ଉନ୍ନୟନ ସଂସ୍ଥା, ପୁଟ୍ଟାସିଂର ସ୍ୱତନ୍ତ୍ର ଅଧିକାରୀ ଶ୍ରୀମତୀ ଅସୀମା ରାଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ  ଜଲତାର ସରପଞ୍ଚ ମାର୍କ ଦଳବେହେରା ଓ ସମିତି ସଦସ୍ୟ ଜଗଦିଶ ସବର ସମେତ ସ୍ଥାନୀୟ ଅଞ୍ଚଳର ପ୍ରାୟ ୨୦୦ଉର୍ଦ୍ଧ୍ବ ବିଶେଷ ଭାବରେ ଅନୁନ୍ନତ ଜନଜାତି ବର୍ଗର ଲୋକମାନେ ଯୋଗ ଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ ହୋଇଛନ୍ତି । ଗୁଣପୁର ବ୍ଲକର ୭ଟି ପଞ୍ଚାୟତର ୧୩୬ଟି ଗ୍ରାମ ରେ ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରର ସପ୍ତମ ଦିନରେ  ଆଜି ବିଭିନ୍ନ ବିଭାଗ ଯଥା ରାଜସ୍ବ ବିଭାଗ ପକ୍ଷରୁ ଜାତି ପ୍ରମାଣ ପତ୍ର ପାଇଁ ୦୧ଟି ଆବେଦନ ପତ୍ର ସଂଗୃହିତ ହୋଇଥିବା ବେଳେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୬ଜଣଙ୍କର ରକ୍ତ ଶିକୁଳି ରୋଗ ପରୀକ୍ଷା ଏବଂ ୧୦ ଗୋଟି ଜନ୍ମ ପ୍ରମାଣ ପତ୍ର ବଣ୍ଟନ କରାଯାଇବା ସହ, ୧ ଜଣଙ୍କ ରାଶନ କାର୍ଡ ଆବେଦନ ସଂଗ୍ରହ କରାଗଲା ଓ ୧ଗୋଟି ଜନ୍ମ ପ୍ରମାଣ ପତ୍ର ବଣ୍ଟନ କରାଯାଇଛି  ସେହିପରି ୪ ଜଣଙ୍କ ଆଧାର ପଞ୍ଜିକରଣ କରାଯାଇଥିବା ବେଳେ ଟିବି ପରୀକ୍ଷାରେ ଗୋଟିଏ ଆକ୍ଟିଭ୍ କେସ୍ ନ ଥିବା ଜଣାପଡ଼ିଛି , ଟିପିଏସଓଡିଏଲ୍ ପକ୍ଷରୁ ଏସଡିଓ ଶ୍ରୀ ପି . ପାଢ଼ି ଉପସ୍ଥିତ ଥିବା ସହା, ଡାକ୍ତର ନିହାର ରଞ୍ଜନ ପଟ୍ଟନାୟକ ଏବଂ ତାଙ୍କ ଟିମ୍ ଏମଏଚଏୁ ଜଗନ୍ନାଥପୁର ଉପସ୍ଥିତ ଥିଲେ, ପାନୀୟଜଳ

ଓ ପରିମଳ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଗୃହ ନିର୍ମାଣ, ଓଡ଼ିଶା ଜୀବିକା ମିଶନ, ମିଶନ ଶକ୍ତି, ଆଇଟିଡ଼ିଏ- ଓଟିଏଲ୍ ପି, ଗୁଣପୁର ପକ୍ଷରୁ ଅଧିକାରୀ ମାନେ ଯୋଗଦେଇ ପିଭିଟିଜିଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଆଲୋଚନା କରିଛନ୍ତି । ଆଜିର କାର୍ଯ୍ୟକ୍ରମକୁ ଲାଞ୍ଜିଆ ସଉରା ଉନ୍ନୟନ ସଂସ୍ଥାର ମଙ୍ଗଳ ସଂପ୍ରସାରଣ ଅଧିକାରୀ ପରିଚାଳନା କରିଥିବା ବେଳେ ଏହି ସଂସ୍ଥାର ଅନ୍ୟ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like