-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସଂସ୍କୃତ ପାଇଁ ସମର୍ପିତ ବ୍ୟକ୍ତିତ୍ବ ଥିଲେ ପ୍ରଫେସର୍ ପ୍ରହଲ୍ଲାଦ ପ୍ରଧାନ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନ ସ୍ମୃତି ସମ୍ମାନ ୨୦୨୪ ପ୍ରଦାନ

31-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କମଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶନିବାର ସଂସ୍କୃତ ଦିବସ ଓ ବେଦ ପ୍ରଚାର ସପ୍ତାହ ର ଉଦଯାପନୀ ସମାରୋହ ଅନୁଷ୍ଟିତ ହୋଇଯାଇଛି ।
ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସକାଳ ୧୦ଘ ସମୟରେ ଗୁରୁକୁଳ ନବ ପ୍ରଭାତ ବୈଦିକ ବିଦ୍ୟାପୀଠ ତରଫରୁ ବୈଦିକ ଯଜ୍ଞ ସହିତ ବେଦ ମନ୍ତ୍ର ପାଠ କରାଯାଇଥିଲା ।ପରେ ପରେ

ସଂସ୍କୃତ ଅଧ୍ୟାପକ ଶ୍ୟାମ ସୁନ୍ଦର ସାହୁଙ୍କ ସଂଯୋଜନା ଓ ଅଧ୍ୟାପିକା ପାର୍ବତୀ ଭୋଇଙ୍କ ସ୍ଵାଗତ ଅଭିଭାଷଣରେ  ଅନୁଷ୍ଠିତ ସଂସ୍କୃତ ଦିବସ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀ ସଦାଶିବ କେନ୍ଦ୍ରୀୟ ସଂସ୍କୃତ ବିଶ୍ଵ ବିଦ୍ୟାଳୟ ର ଶିକ୍ଷା ଶାସ୍ତ୍ରୀ ବିଭାଗ ପ୍ରଫେସର ରମାକାନ୍ତ ମିଶ୍ର ଯୋଗ ଦେଇ ସଂସ୍କୃତ ସାହିତ୍ୟ କୁ ବରଗଡ଼ ଅନ୍ତପାଲି ମାଟିର ପୁତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ଵ ବିଦ୍ୟାଳୟର ପ୍ରଥମ କୁଳପତି ପ୍ରଫେସର ପ୍ରହଲ୍ଲାଦ ପ୍ରଧାନ ଙ୍କ ଅବଦାନ ଅତୁଳନୀୟ ବୋଲି ଉଲ୍ଲେଖ କରିଥିଲେ ।ସମ୍ମାନିତ ଅତିଥି  ଗୁରୁକୁଳ ନବ ପ୍ରଭାତ ବୈଦିକ ବିଦ୍ୟାପୀଠ ର ଅଧ୍ୟକ୍ଷ ଆଚାର୍ଯ୍ୟ ବୃହସ୍ପତି ଶାସ୍ତ୍ରୀ , ସଂସ୍କୃତ ଭାଷାର ମହନୀୟତା ଉପସ୍ଥାପନ କରିଥିବା ବେଳେ ବିଶିଷ୍ଟ  ଅତିଥି ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ଡ଼ ବିଭୀଷଣ ବାରିକ ଯୋଗ ଦେଇ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ସଂସ୍କୃତ ଭାଷା ଓ ପରିବେଶ ପ୍ରତି ସ୍ବତନ୍ତ୍ର ରୁଚି ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି ଅବସରରେ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ନାତି ଅତନୁ ପ୍ରଧାନଙ୍କ ଉପସ୍ଥିତିରେ   ସଂସ୍କୃତ ଭାଷାର ସୁରକ୍ଷା କ୍ଷେତ୍ର ରେ ଉଲ୍ଲେଖନୀୟ ଅବଦାନ ରହିଥିବା ରାଜ୍ୟ ର ସ୍ୱନାମ ଧନ୍ୟ  ଏହି ତିନି ଜଣ ସଂସ୍କୃତ ବିଦ୍ବାନ ଙ୍କୁ ୨୦୨୪ ବର୍ଷ ପାଇଁ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନ ସ୍ମୃତି ସମ୍ମାନ ପ୍ରଦାନ କରାଯାଇ ଏହି ଦିବସ କୁ ସ୍ବର୍ଗତ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ନାମରେ ଉତ୍ସର୍ଗ କରାଯାଇଥିଲା । ମହାବିଦ୍ୟାଳୟର ଛାତ୍ରୀ ମାନେ ସ୍ଵାଗତ ଓ ଉଦଯାପନୀ ସଙ୍ଗୀତ ଗାନ କରିଥିଲେ

। କାର୍ଯ୍ୟକ୍ରମ ପରିଚାଳନାରେ ଅଧ୍ୟାପକ ରବିନାରାୟଣ ସାହୁ,ଅରବିନ୍ଦ ଦାଶ, ହରେକୃଷ୍ଣ ଦେବତା ,ଅଧ୍ୟାପିକା ଟୁନି ବେହେରା, ଡ ଦିପିକା କୁମାରୀ,ମୋନାଲିସା ପ୍ରଧାନ,ଅନୁପମା ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ । ଅଧ୍ୟକ୍ଷ ପ୍ରେମାନନ୍ଦ ପଟେଲ ଆସନ୍ତା ବର୍ଷ ଠାରୁ ସଂସ୍କୃତ ରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର ଛାତ୍ରୀଙ୍କୁ ପ୍ରଫେସର ପ୍ରହଲ୍ଲାଦ ପ୍ରଧାନ ମେଧା ବୃତ୍ତି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।  ବିଭିନ୍ନ ମହାବିଦ୍ୟାଳୟରୁ ଆସିଥିବା କୃତି ପ୍ରତି ଯୋଗୀ ମାନଙ୍କୁ ପ୍ରମାଣ ପତ୍ର ବଣ୍ଟନ କରାଯାଇଥିବା ବେଳେ ପଣ୍ଡିତ ଗୋପବନ୍ଧୁ ପୁରୋହିତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like