-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ବୌଦ୍ଧଜିଲାରେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଆଭାସୀ ବୈଠକ

31-Aug-2024



ବୌଦ୍ଧ :  ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ବୌଦ୍ଧ ଜିଲାରେ ସୁଭଦ୍ରା ଯୋଜନାର ସଫଳ ରୂପାୟନ ପାଇଁ ଏକ ଆଭାସୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିପାଇଁ ମାଇକ୍ରୋ ପ୍ଲାନ ପ୍ରସ୍ତୁତ ହୋଇସାରିଥିବାବେଳେ ସୁଭଦ୍ରା ଯୋଜନାର ଫର୍ମ ବଣ୍ଟନ ଆରମ୍ଭ ହୋଇଯାଇଛି । ଜିଲାରେ ଜଣେ ମଧ୍ୟ ଯୋଗ୍ୟ ହିତାଧିକାରୀ ଯେପରି ଏହି ଯୋଜନାରୁ ବାଦ ନପଡିବେ ସେଥିପାଇଁ ବୈଠକରେ ଜିଲାପାଳ ଶ୍ରୀପଣ୍ଡା ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରସ୍ତୁତ ମାଇକ୍ରୋ ପ୍ଲାନ ଅନୁଯାୟି ସମସ୍ତେ କାର୍ଯ୍ୟ କରିବେ, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର ଓ ଥାନାଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ବୈଠକ କରାଯାଇ ଯୋଜନାକୁ ସଫଳ ଭାବରେ କାର୍ଯ୍ୟକାରୀ କରାଇବାକୁ ପରାମର୍ଶ ଦିଆଯାଇଥିଲା । ଯୋଜନାରେ ହିତାଧକାରୀମାନଙ୍କ ନିକଟରେ ଫର୍ମ ଉପଲବ୍ଧ କରାଇବା ପାଇଁ ଅଙ୍ଗନବାଡି କେନ୍ଦ୍ର ଠାରୁ ଆରମ୍ଭ କରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ସବୁଠାରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଲିଡ ବ୍ୟାଙ୍କ ମ୍ୟାନେଜର ସମସ୍ତ ବ୍ୟାଙ୍କ ଅଧିକାରୀଙ୍କ ସହିତ ବୈଠକ କରି ସୁଭଦ୍ରା ଡେବିଟ କାର୍ଡ ମାଗଣାରେ ପ୍ରଦାନ କରାଇବାକୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଅଙ୍ଗନବାଡି କର୍ମୀମାନେ ଘରକୁ ଘର ବୁଲି ଫର୍ମ ବିତରଣ କରିବା ସହିତ ସାଧାରଣ ସେବା କେନ୍ଦ୍ର ଜରିଆରେ ହିତାଧିକାରୀମାନେ ଆବେଦନ କରିପାରିବେ । କୌଣସି ହିତାଧିକାରୀ ଆବେଦନ ପ୍ରକ୍ରିୟାରେ ଯେପରି ସମସ୍ୟାର ସମ୍ମୁଖିନ ହେବେନାହିଁ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଥିଲା । ଏହି ଯୋଜନାର ସଫଳତା ଓ ସାମୁହିକ ସଚେତନତା ପାଇଁ  ଦୁତ ଭାବରେ ସମସ୍ତ ସରକାରୀ କର୍ମଚାରୀ କାର୍ଯ୍ୟ କରିବାକୁ ଜିଲାପାଳ ଆହ୍ୱାନ ଜଣାଇଥିଲେ । ଆଭାସୀ ବୈଠକରେ ନାଡାଲ ଅଧିକାରୀ ଭାବରେ ଅତିରିକ୍ତ ଜିଲାପାଳ ଓ ସହକାରୀ ନୋଡାଲ ଅଧିକାରୀ ଭାବରେ ଉପଜିଲାପାଳ କାର୍ଯ୍ୟ କରିବେ । ବୈଠକରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର,ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଆଭାସୀ ମାଧ୍ୟମରେ ଯୋଡି ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like