-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||     

HOME   ଜିଲ୍ଲା

ରାଜବୋଡାସମ୍ବର ବ୍ଲକ୍ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ

01-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ରାଜ ବୋଡାସମ୍ବର ବ୍ଲକ ଅନ୍ତର୍ଗତ କେ ଆର୍ ପି ହାଇସ୍କୁଲ ବାଜେନମୁଣ୍ଡା ପରିସର ମଧ୍ୟରେ ରାଜବୋଡାସମ୍ବର ବ୍ଲକ ଓଷ୍ଟାର ସାମ୍ବିଧାନିକ ସମ୍ମିଳନୀ ବ୍ଲକ ସଭାପତି ପ୍ରମୋଦ ନାଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ବରଗଡ଼ ଜିଲ୍ଲା ଓଷ୍ଟା ସଭାପତି ନନ୍ଦଲାଲ ନାଏକ, ଉପ ସଭାପତି ଶ୍ରୀ ଚୂଳସୁନ୍ଦର ମେହେର,ସମ୍ପାଦକ ସଞ୍ଜୟ ସିଂହ, ରାଜ୍ୟ ପରିଷଦ ସଦସ୍ୟ ଭବାନୀ ଶଙ୍କର ଭୋଇ,

ରାଜ୍ୟ ଉପଦେଷ୍ଟା ଶ୍ରୀ ସତ୍ୟନାରାୟଣ ତ୍ରିପାଠୀ, ଶ୍ରୀ ପ୍ରୀତି ରଞ୍ଜନ ପ୍ରଧାନ, ଶ୍ରୀ ଗୋକୁଳାନନ୍ଦ    ଡ଼ନସନା , ବ୍ଲକ ସଂପାଦକ ଶ୍ରୀ ପ୍ରସନ୍ନ ମେହେର, ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଜାପତି ବାରିକ ଉପସ୍ଥିତ ଥିଲେ। ସଭାକାର୍ଯ୍ୟ ଆରମ୍ଭରୁ ଶ୍ରୀ ଗଣେଶ ଓ ମା ସରସ୍ଵତୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ଓ ସ୍କୁଲର ଛାତ୍ରୀ ମାନଙ୍କ ଦ୍ବାରା ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା। ଶ୍ରୀ ରବି ଶଙ୍କର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଭାପତି ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ  ଏବଂ ସଂପାଦକ ସଂପାଦକୀୟ ବିବରଣୀ ପ୍ରଦାନ କରିଥିଲେ। ଏହି ସଭାରେ ଶିକ୍ଷକ ମାନଙ୍କ ସମସ୍ୟା ସମ୍ୱନ୍ଧରେ ଆଲୋଚନା କରାଯାଇଥିଲା ଏବଂ ଗଣତାନ୍ତ୍ରିକ ପଦ୍ଧତି ରେ ନୂତନ କମିଟି ଗଠନ କରାଯାଇ ଥିଲା। ନୂତନ କମିଟିରେ ସଭାପତି ଶ୍ରୀ ପ୍ରମୋଦ ନାଥ,ଉପ ସଭାପତି

ମୋତିଲାଲ ସାହୁ, ଶ୍ରୀମତୀ ସକୃତା ସୁନା, ସଂପାଦକ  ରବିଶଙ୍କର ପ୍ରଧାନ, ସହ ସଂପାଦକ କେଶବ ପ୍ରଧାନ, ଶ୍ରୀମତୀ ପଦ୍ମିନୀ ବାଗ , ଜିଲ୍ଲା ପରିଷଦ ସଦସ୍ୟ ଚନ୍ଦ୍ରମଣି ସାହୁ, ଅଶୋକ ବେହେରା, ରାମଚନ୍ଦ୍ର ପ୍ରଧାନ ଓ ଜୟସିଂ ସାହୁ  ରାଜ୍ୟ ପରିଷଦ ସଦସ୍ୟ ମାର୍ତଣ୍ଡଦେବ ସାହୁ, ରାମକୃଷ୍ଣ ବାରିକ ନିର୍ବାଚିତ ହୋଇଥିଲେ। ପ୍ରୀତିରଞ୍ଜନ ପ୍ରଧାନ ଶପଥ ପାଠ କରାଇଥିଲେ ଏବଂ ପରିଶେଷରେ ନବୀନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ କେ ଆର୍ ପି ହାଇସ୍କୁଲର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026

You Might Also Like