-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

ଭ୍ରାମ୍ୟମାଣ ପାଠାଗାର

01-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ପୁସ୍ତକ କାମଧେନୁ ସଦୃଶ ସମସ୍ତ ଇଛା ପୂରଣ ଦିଗରେ ସହାୟକ ହୋଇଥାଏ। ଯିଏ ପୁସ୍ତକ ସହ ବନ୍ଧୁତା ସ୍ଥାପନ କରେ ସିଏ ସବୁ ଲକ୍ଷ୍ୟ ହାସଲରେ ସଫଳତା ପାଇଥାଏ। ତେଣୁ ଛାତ୍ରଛାତ୍ରୀମାନେ ନିଜ ଜୀବନର ଲକ୍ଷ୍ୟକୁ ପୂରଣ କରିବା ପାଇଁ ପୁସ୍ତକ ପଢା ପ୍ରତି ଗୁରୁତ୍ଵ ଦେବା ଉଚିତ ବୋଲି ଶିଶୁଶ୍ରୀ'ର ୧୬୯ତମ ଭ୍ରାମ୍ୟମାଣ ପାଠାଗାର କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି। ବରଗଡ଼ ଜିଲ୍ଳା ଅନ୍ତର୍ଗତ ସରସରା ଗାଁ ସ୍ଥିତ ସତ୍ୟସାଇ ମନ୍ଦିର ପରିସର ମଧ୍ୟରେ ସଭାପତି ମନୋରଂଜନ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିକ୍ଷାବିତ ସନ୍ତୋଷ ପ୍ରଧାନ ପୁସ୍ତକକୁ କାମଧେନୁ ସହିତ ତୁଳନା କରି ପୁସ୍ତକ ସମସ୍ତ ଇଛା ପୂରଣ ଦିଗରେ ସହାୟକ ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟ ବକ୍ତା ଭାବେ ଯୋଗଦେଇ ସରସରା ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳକୃଷ୍ଣ ମିଶ୍ର ଜୀବନର ଲକ୍ଷ୍ୟକୁ ପୂରଣ କରିବା ଲାଗି ପୁସ୍ତକ ସହ ସମ୍ପର୍କ ଗଢିବାକୁ ଛାତ୍ର ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଯୋଗଦେଇ ପ୍ରକୃତି ବନ୍ଧୁ ତଥା ସମାଜସେବୀ ସୁଶାନ୍ତ ପଣ୍ଡା ପୁସ୍ତକ ପଠନ ତଥା ବୃକ୍ଷ ରୋପଣ ପ୍ରତି ଧ୍ୟାନ ଦେବାକୁ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉପଦେଶ ଛଳରେ କହିଥିଲେ। ପଠିତ ପୁସ୍ତକ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରି ସୌମ୍ୟାଶ୍ରୀ ପଣ୍ଡା, ଦେବୀ ପ୍ରସାଦ ପ୍ରଧାନ ଓ ଗୋପେଶ ପ୍ରଧାନ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। 'ଶିଶୁଶ୍ରୀ'ର  ଆବାହକ ଡକ୍ଟର ରବିନାରାୟଣ ସାହୁ କାର୍ଯ୍ୟକ୍ରମର ଉଦେଶ୍ୟ ଜ୍ଞାପନ କରି ମହାପୁରୁଷଙ୍କ ଜୀବନୀ ପୁସ୍ତକ ଜୀବନର ଗତିପଥ ବଦଳାଇ ଦେବା କଥା ଉଦାହରଣ ଛଳରେ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like