-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ରଙ୍ଗୋଲି,ଝୋଟି, ସଙ୍ଗୀତ ପ୍ରତିଯୋଗିତା ଅନୁଷ୍ଠିତ

01-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ରବିବାର ବରଗଡ଼ ଜିଲ୍ଲା ପଦ୍ମପୁର ସ୍ଥିତ ମାରୱାଡି ଧର୍ମଶାଳା ଠାରେ ୨୬ ତମ ବୋଡାସମ୍ବର ନୁଆଁଖାଈ ଭେଟ ଘାଟ ଉପଲକ୍ଷେ ରଙ୍ଗୋଲି, ଝୋଟି ଓ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି l ସଭାପତି ଶ୍ରୀ ଅନିଲ କୁମାର ବେହରା ମାଁ ସମଲେଶ୍ୱେରୀଙ୍କ ଫଟୋ ଚିତ୍ରରେ  ଦୀପ ପ୍ରଜ୍ବଳନ କଲାପରେ ପ୍ରତିଯୋଗିତା

ଆରମ୍ଭ ହୋଇଥିଲା ।  ସହ ସମ୍ପାଦକ ପ୍ରତାପ ନାଥ, ଏବିସିଡି ବରିଷ୍ଠ ସଦସ୍ୟ ଲିଙ୍ଗରାଜ ସାହୁ ,ସହଦେବ ମେହେର, ରବୀନ୍ଦ୍ର ମୋହନ ଦାଶ, ତୁଷାର ପଧାନ,ଶାନ୍ତସଂଗ୍ରାମ ଭୋଇ,ଅମୀୟ ପୁରୋହିତ,ସରୋଜ ଯୋଶୀ, ସୁମନ୍ତ ସାହୁ   ଟୁନା ବାରିକ,ଅଞ୍ଜଳି ପରିଡା,ଭାଗ୍ୟଶ୍ରୀ ପାଣିଗ୍ରାହୀ, ଉପସ୍ଥିତ ରହି ସହଯୋଗ  କରିଥିଲେ । ଏହି ଗାରିମାମୟ ମୁହୂର୍ତ୍ତଟି  ମାଁ ସମଲେଶ୍ୱରୀଙ୍କ ଜୟଧ୍ୱନି ସହ ସମଗ୍ର ପରିବେଶ ଶ୍ରୀ ଦାଶଙ୍କ ଦୀପମଜ୍ୟୋତି ମନ୍ତ୍ର ସମଗ୍ର ପରିବେଶକୁ ମୁଖରିତ କରିଥିଲା । ରଙ୍ଗୋଲି,ଝୋଟିରେ  ବିଚାରକ ଭାବେ  ଦୁର୍ଗାଶିଷ ପଟ୍ଟନାୟକ,ବିଶିଷ୍ଟ ଅଭିନେତା ଜଗନ୍ନାଥ ସେଠ ଓ  ଆର୍ଟ ଶିକ୍ଷକ ଚିତ୍ତରଞ୍ଜନ ସାହୁ ଏବଂ ସଂଗୀତ ବିଚାରକ ଭାବରେ

ଅରୁଣା ସାହୁ,ନାଟ୍ୟକାର ଓ ସଂଗୀତଜ୍ଞ ମନୋରଞ୍ଜନ ସାହୁ, ବିଶିଷ୍ଟ ସଂଗୀତ ବିଶାରଦ ଅନ୍ତର୍ଯ୍ୟାମୀ ମେହେର ଯୋଗ ଦେଇ ବିଚାର କାର୍ଯ୍ୟ ସୁଚାରୁ ରୂପେ ତୁଲାଇଥିଲେ l  ରଙ୍ଗୋଲି ଓ ଝୋଟି  କାର୍ଯ୍ୟକ୍ରମକୁ ସହ ସମ୍ପାଦକ ପ୍ରତାପ ନାଥ ଓ ସହଦେବ ମେହେର ସଂଯୋଜନା କରିଥିଲେ । ସଂଗୀତ ପରିଚାଳନା ରେ ଲିଙ୍ଗରାଜ ସାହୁ, ସମ୍ପାଦକ ରଘୁନାଥ ପୁରୀ ପରିଚାଲନା  କରିଥିବା ବେଳେ, ଶେଷରେ ସହଦେବ ମେହେରଙ୍କ ଦ୍ୱାରା ଫଳାଫଳ ଘୋଷଣା କରାଗଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like