-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବାଲାଙ୍ଗୀରରେ ଅନୁସୂଚିତ ଜାତି ଓ ଜନଜାତି କମିଟି ଗଠିତ

01-Sep-2024



ବଲାଙ୍ଗୀର, (ପ୍ରେରଣା ଖବର) ଓଡିଶା ଅନୁସୂଚିତ ଜାତି ଓ ଜନଜାତି କର୍ମଚାରୀ କଲ୍ୟାଣ ସମନ୍ୱୟ ପରିଷଦର ଏକ ଗୁରୁତ୍ୱପୂର୍ଣ ବୈଠକ ସ୍ଥାନୀୟ ସାମ୍ବାଦିକ ଭବନରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହସ୍ତଶିଳ୍ପ ଅଧିକାରୀ ଅଜିତ ପ୍ରସାଦ ଭୋଇ, ଶ୍ରମ ଅଧିକାରୀ ସୁକାନ୍ତ କୁମାର ସେଠ୍, ଗୋଷ୍ଠୀ ଶିକ୍ଷା ଅଧିକାରୀ ଲୋକନାଥ ସୁନା, ପ୍ରଫେସର ଅକ୍ଷୟ କୁମାର ସେଠ୍, ପ୍ରଫେସର ସଦାଶିବ ମଲ୍ଲିକ, ଅତିରିକ୍ତ ଶିକ୍ଷା ଅଧିକାରୀ ବୃନ୍ଦାବନ ନାଗ ପ୍ରମୁଖ ମଂଚାସୀନ ଥିଲେ l ଅନୁସୂଚିତ ବର୍ଗ ଉପରେ ବୃଦ୍ଧି ପାଉଥିବା ଅତ୍ୟାଚାର ଓ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଗଲା l ଦ୍ଵିତୀୟ ପର୍ଯାୟରେ ରେ ରାଜ୍ୟ ସ୍ତରୀୟ କମିଟିର ସଭ୍ୟ ଅଜିତ ପ୍ରସାଦ ଭୋଇଙ୍କ ତତ୍ୱାବଧାନରେ ଏକ ଜିଲ୍ଲା ସ୍ତରୀୟ କମିଟି ଗଠନ କରାଗଲା l ସର୍ବସମ୍ମତି କ୍ରମେ ମୀନକେତନ ମାଝି ସଭାପତି, କମଳଲୋଚନ ବିଶ୍ୱାଳ କାର୍ଯ୍ୟକାରୀ ସଭାପତି, ରବୀନ୍ଦ୍ର ସୁନା ସାଧାରଣ ସମ୍ପାଦକ, ନୀଳକଣ୍ଠ ସୁନା ସହ ସମ୍ପାଦକ, କୌତୁକ ପନ୍ଦର ସାଙ୍ଗଠନିକ ସମ୍ପାଦକ, ସୁଶ୍ରୀ ଫୁଲନ୍ତୀ ଗୁରିଆ ନିୟୋଜନ ସମ୍ପାଦକ, ସୁରେନ୍ଦ୍ର ସେଠ୍ ସାଂସ୍କୃତିକ ସମ୍ପାଦକ, ବୃନ୍ଦାବନ ନାଗ ଆର୍ଥିକ ସମ୍ପାଦକ, ସଦାନନ୍ଦ ଭୋଇ ଅତିରିକ୍ତ ସମନ୍ୱୟ ସମ୍ପାଦକ ଓ ନିହାର ରଞ୍ଜନ ବାଗ  କମିଟିର ଅଡିଟର ଭାବରେ ମନୋନୀତ ହେଲେ l ଉକ୍ତ ବୈଠକରେ ସରକାରଙ୍କ ବିଭିନ୍ନ ବିଭାଗର କର୍ମଚାରୀ ବହୁ ସଂଖ୍ୟାରେ ବଲାଙ୍ଗୀର ଜିଲ୍ଲାର କୋଣ ଅନୁକୋଣରୁ ଯୋଗ ଦେଇଥିଲେ l ନେପାଲ ବାଗ ସଂଯୋଜନା କରିଥିବା ବେଳେ ସୂର୍ଯ୍ୟମଣି ସୁନା ଧନ୍ୟବାଦ ଦେଇଥିଲେ. ବିଶ୍ଵାମିତ୍ର ନାଗ, ସହଦେଵ ଧରୁଆ, ମହେନ୍ଦ୍ର ନାଗ, ଛବିନ୍ଦ୍ର ବେହେରା, ପର୍ଶୁରାମ ସୁନା , ଅକ୍ରୁର ସୁନା, କଳିଙ୍ଗ ସୁନା ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like