-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଦିବସ ପାଳିତ, ସମ୍ବର୍ଦ୍ଧିତ ହେଲେ ଶୁଭ୍ରମ କେଶରୀ ପ୍ରଧାନ 

02-Sep-2024



ବଲାଙ୍ଗିର, ସ୍ଥାନୀୟ କଦମପଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ବିଶ୍ୱ ହିନ୍ଦୁ ପରିଷଦର ୬୦ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ହିନ୍ଦୁ ସମାଜର ସୁରକ୍ଷା ତଥା ଧର୍ମର ସମ୍ମାନ ଏବଂ ସଂସ୍କୃତିକୁ ବଜାୟ ରଖିବାର ଲକ୍ଷ୍ୟ ନେଇ ଦୀର୍ଘ ସାତଦିନ ଧରି ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା । ଉକ୍ତ ସଭାରେ ମୂଖ୍ୟଅତିଥି ଭାବେ ପୁରୀ ଗୋବରର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟଙ୍କ ଦ୍ୱାରା ନିର୍ମିତ ଆଦିତ୍ୟ ବାହିନୀର କ୍ଷେତ୍ରୀୟ ସଂପାଦକ ବିପିନ ବିହାରୀ ପଣ୍ଡା, ମୂଖ୍ୟବକ୍ତା ଭାବେ ବଜରଙ୍ଗ ଦଳ ପଶ୍ଚିମ ଓଡିଶା ପ୍ରାନ୍ତ ସହସଂଯୋଜକ ସୌମ୍ୟରଂଜନ ମିଶ୍ର ତଥା ବିଶ୍ୱ ହିନ୍ଦୁ ପରିଷଦର ପ୍ରାନ୍ତ ପ୍ରଚାର ପ୍ରସାର ପ୍ରମୁଖ ପବିତ୍ର କୁମାର ଦାଶ, ବଲାଙ୍ଗିର ଜିଲ୍ଲା ସଭାପତି ଗୋବିନ୍ଦ ଚନ୍ଦ୍ର ମିଶ୍ର ଅତିଥି ଭାବେ ଯୋଗଦେଇ ମଂଚାସୀନ ଥିଲେ । ଏହି ଅବସରରେ ସ୍ଥନୀୟ ସୁଦପଡାର ସମାଜସେବୀ ଶୁଭ୍ରମ କେଶରୀ ପ୍ରଧାନଙ୍କୁ ହିନ୍ଦୁ ଧର୍ମ ଓ ସଂସ୍କୃତି ରକ୍ଷା ଏବଂ ହିନ୍ଦୁ ସମାଜକୁ ସଂଗଠିତ କରିବାର ଦୃଢ ପ୍ରୟାସ ପାଇଁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବଲାଙ୍ଗିର ଜିଲା ସଂପାଦକ ଜିତେନ୍ଦ୍ର ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ କବିତା ଆସର ର ଆୟୋଜନ କରାଯାଇଥିଲା । ଏଥିରେ ଅନେକ କବି ଓ କବିୟତ୍ରୀ ତାଙ୍କ ସ୍ୱରଚିତ କବିତା ପାଠ କରିଥିଲେ ।  


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like