-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡେଙ୍ଗୁ ସଚେତନତା ରଥ ଗଡିଲା

02-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରୁ ଡେଙ୍ଗୁ ସଚେତନତା ରଥ ଗଡିବା ଆରମ୍ଭ ହୋଇଯାଇଛି। ଏପରିପ୍ରେକ୍ଷୀରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେର ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ୧୪ ଗୋଟି ସବସେଣ୍ଟର ଅଧିନସ୍ଥ ସମୁଦାୟ ୧୧୯ ଖଣ୍ଡ ଗ୍ରାମକୁ ଏହି ଡେଙ୍ଗୁ ସଚେତନତା ରଥ ଯିବା ସାଙ୍ଗକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ମାଇକ ଯୋଗେ ଓ ପ୍ରଚାରପତ୍ର ବଣ୍ଟନ କରାଯାଇ ଜନସଚେତନତା ଏହାର ମୂଳଲକ୍ଷ୍ୟ ବୋଲି ଗୋଷ୍ଠୀ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା.ମେହେର ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।ବ୍ଲକ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ଶ୍ରୀଯୁକ୍ତ ସୁଦାମ ଚରଣ ପାଣିଗ୍ରାହୀ କିଭଳି ଭାବେ ମଶା ଡିମ୍ବ ଦେଇ ତାର ବଂଶ ବିସ୍ତାର କରି ଚାଲିଛି ତାହାରି ଉପରେ ଆଲୋକପାତ କରିଥିଲେ। ତତସଙ୍ଗେସଙ୍ଗେ ପାଣି ଜମୁଥିବା ସ୍ଥାନ ଗୁଡ଼ିକ ମଧ୍ୟରେ ପାଣିଟାଙ୍କି, ପୁରୁଣା ଅବ୍ୟବହୃତ ଟାୟାର,କୁଲର୍, ପରିତ୍ୟକ୍ତ ବ୍ୟବହୃତ ପାତ୍ର,ପୁରୁଣା ହାଣ୍ଡି କୁଡୁଆ, ପରିତ୍ୟକ୍ତ ପଇଡ ଖୋଳପା,ଘର ଓ ଆଖପାଖରେ ଥିବା ଖାଲୁଆ ସ୍ଥାନ,କଟା ହୋଇ ପଡିଥିବା ବାଉଁଶ ମୂଳ, ଖଣ୍ତ ଖଣ୍ତ ଫୁଲ ଗମଲା ଇତ୍ୟାଦି ରେ ମଶା କିପରି ତାର  କାୟା ବିସ୍ତାର କରେ ତାହାରି ଉପରେ ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରାଞ୍ଜଳ ଭାବେ ଉପସ୍ଥିତ ଜନସାଧାରଣ ତଥା ସମସ୍ତ ଆଶା ଦିଦି ମାନଙ୍କୁ ବୁଝାଇଥିଲେ।ଏ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାସ,ବ୍ଲକ ନୋଡାଲ ଲେଫ୍ରୋସି ସୁପରଭାଇଜର ଅମିତ କୁମାର ସାହୁ,ଭିଏସ କ୍ଲାର୍କ କୁମର ସାହୁ, ବରିଷ୍ଠ ଯକ୍ଷ୍ମା ପରିଦର୍ଶକ  ଦେବାଶିଷ ଦେବତା,ଏକାଉଣ୍ଟେଣ୍ଡ ବାଲ ଗୋପାଳ ପଣ୍ଡା,ଚକ୍ଷୁ ପରୀକ୍ଷକ ସୁରେଶ ଚନ୍ଦ୍ର ଦାସ,କ୍ଷେତ୍ରବାସୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like