-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ସମାରୋହ ଆୟୋଜିତ

02-Sep-2024



ବଲାଙ୍ଗୀର (ପ୍ରେରଣା ଖବର): ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶରେ ସଂସ୍କୃତଭାରତୀର ଅନୁରୋଧକ୍ରମେ ବଲାଙ୍ଗୀର ଟାଉନ ବାଳିକା ଉଚ୍ଚବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ, ସଂସ୍କୃତ ଶିକ୍ଷକ ସମ୍ମିଳନୀ ଏବଂ ଆଲୋଚନାଚକ୍ର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଅଧ୍ୟକ୍ଷ ଭାବେ ବଲାଙ୍ଗୀର ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା ସଂସ୍କୃତ ଭାଷାରେ ନିହିତ ଜ୍ଞାନ ଭଣ୍ଡାରର ସଂରକ୍ଷଣ, ବିକାଶ ଓ ପ୍ରଚାରପ୍ରସାର ନିମନ୍ତେ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଭୂମିକା ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ,ଏଥି ପାଇଁ 

ସମସ୍ତଙ୍କର ଅଧିକ ପରିଶ୍ରମର ଆବଶ୍ୟକତା ରହିଛି ବୋଲି କହିଥିଲେ। ମୁଖ୍ୟବକ୍ତା ଯୁଧିଷ୍ଠିର ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଛତାମଖନାର ସଂସ୍କୃତ ଅଧ୍ୟାପକ ଦୈତ୍ୟାରି ପୁଜାରୀ ସଂସ୍କୃତ ଭାଷାର ସଂବର୍ଧନ ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଗୁରୁଦାୟିତ୍ଵ ନିର୍ବାହ କରିବାକୁ ପରାମର୍ଶ ଦେଇଥିଲେ। ସଂସ୍କୃତ ଭାରତୀର ପ୍ରାନ୍ତ ସମ୍ପାଦକ ଏବଂ ସରକାରୀ ମହିଳା ମହାବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ଅଜିତ କୁମାର ପଣ୍ଡା ବିଭିନ୍ନ ପ୍ରକାରର ସମସ୍ୟାର ସମାଧାନ ସଂଗଠିତ ହେଲେ ହୋଇପାରିବ ବୋଲି ମତପ୍ରକାଶ କରିଥିଲେ। ଆଦର୍ଶ ଚରିତ୍ର ନିର୍ମାଣ ସଂସ୍କୃତ ଅଧ୍ୟୟନ ଦ୍ଵାରା ସମ୍ଭବ ବୋଲି ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର କହିଥିଲେ। ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ ସଂସ୍କୃତ ଅଧ୍ୟୟନ ର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ। ସଂସ୍କୃତ ଭାରତୀ ବଲାଙ୍ଗୀର ଜିଲ୍ଲାର ସଂଯୋଜକ ତଥା ଓଏଭି, ପଥରଚେପlର 

ସଂସ୍କୃତ ଶିକ୍ଷକ ଶେଷଦେବ ମିଶ୍ର ସଭା ପରିଚାଳନା କରିଥିବା ବେଳେ  ଉଦ୍ଦେଶ୍ୟ କଥନ ମାଧିଆପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଡଃ ପୂର୍ଣଚନ୍ଦ୍ର ତ୍ରିପାଠୀ, ମଙ୍ଗଳା ଚରଣ ଦେବଦତ୍ତ ଦ୍ବିବେଦୀ, ଧ୍ଯୈୟମନ୍ତ୍ର ଉଚ୍ଚାରଣ ପ୍ରସନ୍ନ ଗଡତ୍ଯା, ଅତିଥି ପରିଚୟ ବିନୋଦ କୁମାର ମିଶ୍ର, ଧନ୍ୟବାଦ ଅର୍ପଣ ଦିବ୍ୟ ଲୋଚନ ଥନାପତି, ଶାନ୍ତି ପାଠ ତୋଷ କୁମାର ସାହୁ କରିଥିବା ବେଳେ ଝୁନୀତା ଭୋଇ,ରୀନା ମିଶ୍ର, ଆଭା ଆର୍ଯ୍ୟା, ସୁଦର୍ଶନ ଦାଶ, ରୋହିତ କଠାର, ଶୁଭଶ୍ରୀ ସାହୁ ଆଦି ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ସଂସ୍କୃତ ଶିକ୍ଷା ଏବଂ ଶିକ୍ଷାଦାନ ବିଷୟରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଶତାଧିକ ଶିକ୍ଷକଶିକ୍ଷୟିତ୍ରୀ ଭାଗନେଇ ନିଜ ବିଚାର ପ୍ରକଟ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like