-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଅପରାଧ

ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ର ଚତୁର୍ଥ ପ୍ରତିଷ୍ଠା ଦିବସ ପାଳିତ

02-Sep-2024



ବଲାଙ୍ଗୀର:- ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର ଚତୁର୍ଥ ପ୍ରତିଷ୍ଠା ଦିବସ ନୂତନ ଶିକ୍ଷ୍ୟା ସୌଧ ଠାରେ ଥିବା ସମ୍ମିଳନୀ କକ୍ଷ ରେ ପାଳିତ ହୋଇ ଯାଇଛି।ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଫେସର ଉମା ବଲ୍ଲଭ ମହାପାତ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ଵ ବିଦ୍ୟାଳୟ ର କୁଳପତି ପ୍ରଫେସର ଡ.ସବିତା ଆଚାର୍ଯ୍ୟ,ଅନ୍ୟତମ ସମ୍ମାନିତ ଅତିଥି ପଦ୍ମଶ୍ରୀ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ମେହେର,ବିଶ୍ଵ ବିଦ୍ୟାଳୟ ର ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ଡ. ରାଜ କିଶୋର ପାତ୍ର ଯୋଗଦେଇଥିଲେ।ସଭା ଆରମ୍ଭରେ ପ୍ରଦୀପ ପ୍ରଜ୍ବଳନ ଏବଂ ବେଦମନ୍ତ୍ର ପାଠ କରାଯାଇଥିଲା।ବିଶ୍ଵବିଦ୍ୟାଳୟ ର କୁଳସଚିବ ଶ୍ରୀ ଯୁଧିଷ୍ଟିର ନାୟକ ଯୋଗ ଦେଇ ବାର୍ଷିକ ବିବରଣୀ ପାଠ କରିଥିଲେ।ପରେ ପରେ ଡ.ପ୍ରତାପ କୁମାର ଦାଶ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ପ୍ରଫେସର ଡ.ସବିତା ଆଚାର୍ଯ୍ୟ ତାଙ୍କ ବକ୍ତବ୍ୟ ରେ ଛାତ୍ର ଛାତ୍ରୀ ମାନେ କିଭଳି ସମସାମୟିକ ବ୍ୟବସ୍ଥା ପରିବେଶର ଆହ୍ଵାନ କୁ କିପରି ସଫଳ ଭାବେ ମୁକାବିଲା କରି ଆଗକୁ ବଢ଼ିବେ ଏବଂ ଏକ ସଫଳ ଜୀବନ ଯାପନ କରିବେ ସେ ବିଷୟରେ ଆଲୋକପାତ କରିଥିଲେ।ଅନ୍ୟତମ ସମ୍ମାନିତ ଅତିଥି ପଦ୍ମଶ୍ରୀ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ମେହେର ତାଙ୍କ ଜୀବନବ୍ୟାପୀ କଳା ସାଧନାର ଅଭିଜ୍ଞତା ସମ୍ପର୍କରେ ଆଲୋକପାତ କରିବା ସହ ସାଧନା ଓ ଜ୍ଞାନ ଆହରଣ ଦ୍ଵାରା କିଭଳି ଉନ୍ନତିର ଚରମ ସୋପାନ କୁ ଅତିକ୍ରମ କରିହୁଏ ସେ ସମ୍ପର୍କରେ ଅବଗତ କରାଇ ଥିଲେ।ସଭାର ସଭାପତି ବିଶ୍ଵବିଦ୍ୟାଳୟର କୁଳପତି ମହୋଦୟ ତାଙ୍କ ଅଭିଭାଷଣ ରେ ବିଶ୍ଵବିଦ୍ୟାଳୟର ହୋଇଥିବା ଅଗ୍ରଗତି ଓ ଅନୁଷ୍ଠାନର ସୈକ୍ଷିକ ଓ ସାଂସ୍କୃତିକ ବାତାବରଣ କିପରି ହୋଇପାରିବ ସେ ସମ୍ପର୍କରେ ଛାତ୍ର ଛାତ୍ରୀ ତଥା ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କୁ ଦିଗଦର୍ଶନ ଦେଇଥିଲେ।ଛାତ୍ର ଛାତ୍ରୀ ମାନଙ୍କୁ ଶୃଙ୍ଖଳିତ ତଥା ଅଧ୍ୟବସାୟୀ ରହିବା ପାଇଁ ପରାମର୍ଶ ଦେଇଥିଲେ।ଅଧିକନ୍ତୁ ସେ ତାଙ୍କ ସମ୍ଭାଷଣ ରେ ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଶିକ୍ଷ୍ୟା ଓ ଗବେଷଣା କୁ ପ୍ରାଧାନ୍ୟ ଦେବା ସପକ୍ଷରେ ତାଙ୍କ ସୁଚିନ୍ତିତ ମତ ପ୍ରଦାନ କରିଥିଲେ।ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡ଼. ରାଜ କିଶୋର ପାତ୍ର ଛାତ୍ର ଛାତ୍ରୀ ଙ୍କ ଜୀବନରେ ଶୃଙ୍ଖଳା ଏବଂ ନିରନ୍ତର ଅଧ୍ୟବସାୟ ର ସୁଫଳ ବିଷୟରେ ସୁଚିନ୍ତିତ ମତ ରଖିଥିଲେ।ଇତ୍ୟ ବସରରେ ବିଶ୍ଵବିଦ୍ୟାଳୟର କୁଳପତି ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟ ର ବାର୍ଷିକ ପତ୍ରିକା ପ୍ରଜ୍ଞାଜ୍ୟୋତି ଉନ୍ମୋଚନ କରିବା ସହିତ ପଦ୍ମଶ୍ରୀ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ମେହେର ଙ୍କୁ ସମ୍ବର୍ଦ୍ଧିତ କରିଥିଲେ।ଏହି ଆନୁଷ୍ଠାନିକ ସଭାରେ ବିଶ୍ଵବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବୃନ୍ଦ,ବିଶ୍ଵବିଦ୍ୟାଳୟ ଅଧିନସ୍ଥ ବିଭିନ୍ନ ମହାବିଦ୍ୟାଳୟ ର ନିମନ୍ତ୍ରିତ ଅଧ୍ୟକ୍ଷ ସମୂହ,ବିଶ୍ଵବିଦ୍ୟାଳୟର ସିଣ୍ଡିକେଟର୍ ସଦସ୍ୟ, ଛାତ୍ର ଛାତ୍ରୀ,ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ସଭାକୁ ସଫଲ୍ୟ ମଣ୍ଡିତ କରିଥିଲେ।ସ୍ନାତକୋତ୍ତର ଛାତ୍ର ସୋମ ଓ ଛାତ୍ରୀ ଅଙ୍କିତା ମଞ୍ଚ ପରିଚାଳନା କରିଥିଲେ।ଏତଦ୍ ବ୍ୟତୀତ ଅପରାହ୍ନ ରେ ଅନୁଷ୍ଠାନ ର ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ର ଛାତ୍ରୀ ମାନଙ୍କ ମିଳିତ ଉଦ୍ୟମ ରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like