-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣୀ: ୩୦ଦିନ ପରେ ବି ଫଳ ଶୂନ

02-Sep-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ପ୍ରହସନ ପାଲଟିଛି ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି। ଅଭିଯୋଗ ପରେ ବି ସମସ୍ୟାର ହେଉନି ସମାଧାନ । ସୂଚନାମୁତାବକ ଗତ ଅଗଷ୍ଟ ମାସ ୫ ତାରିଖ ରେ ହରଭଙ୍ଗା ବ୍ଲକରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିରରେ ଚାରିଛକ ବିନାୟକ ଯୁବକ ସଂଘ ପକ୍ଷରୁ ୫୭ନମ୍ବର ଜାତୀୟ ରାଜପଥ ରେ ଷ୍ଟ୍ରିଟ ଲାଇଟ,ଡ୍ରେନେଜ ଓ ରାସ୍ତାର ଅବ୍ୟବସ୍ଥାକୁ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା ।

ଅଭିଯୋଗ ର ୧୫ଦିନ ମଧ୍ୟରେ ସମାଧାନ ହେବା ବୋଲି ଶିବିର ରେ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଥିଲା । କିନ୍ତୁ ଅଭିଯୋଗ ର ୧୫ ଦିନ ବିତି ଆଜକୁ ୩୦ ଦିନ ବିତି ଯାଇଥିଲେ ସୁଦ୍ଧା କୌଣସି ଅସୁବିଧାର ସମାଧାନ ହେଲା ନାହିଁ । ଯାହାଫଳରେ ଆଜି ପୁଣି ବିନାୟକ ଯୁବକ ସଂଘ ,ରାମ ସେନା ଓ ମା ଦୁର୍ଗା ବଣିକସଂଘ ପକ୍ଷରୁ ସମସ୍ତ ସଦସ୍ୟମାନେ ମିଶି ପୁନଃ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର ରେ  ଆଉ ଏକ ଅଭିଯୋଗ ଦାଖଲ କରିଥିଲେ । ପରେ ଉପଜିଲ୍ଲାପାଳ ଜାତୀୟ ରାଜପଥ ବିଭାଗ ର ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ । କିନ୍ତୁ ଅଧିକାରୀ ଜଣକ ଅନ୍ୟକାମ ରେ ଵ୍ୟସ୍ତ ଥିବାରୁ ଜିଲ୍ଲାପାଳ ଙ୍କ ଜନ ଅଭିଯୋଗ ଶୁଣାଣି ଶିବିରକୁ

ଆସିପାରିନଥିଲେ ବୋଲି ଉତ୍ତର ରଖିଥିଲେ । ଅନ୍ୟପଟେ ଅଭିଯୋଗକୁ ଗୋଟିଏ ସପ୍ତାହ ମଧ୍ୟରେ ସମାଧାନ କରିବେ ବୋଲି ଜିଲ୍ଲାପାଳ କହିଥିଲେ । ଯଦି ସମାଧାନ ନ ହୁଏ ତେବେ ପୁନଃ ଉପଜିଲ୍ଲାପାଳଙ୍କୁ ଯୋଗାଯୋଗ କରିବା ପାଇଁ କହିଲେ । ତେବେ ଯଦି ଅଭିଯୋଗ ନେଇ ବାରମ୍ବାର ଆସିବା ପରେ ଅଭିଯୋଗକାରୀଙ୍କ ଅଭିଯୋଗର ସମାଧାନ ହେଉନାହିଁ ତେବେ କାହାସ୍ୱାର୍ଥ ରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବୋଲି ବୁଦ୍ଧିଜୀବୀ ମହଲ ରେ  ପ୍ରଶ୍ନସୃଷ୍ଟି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like