-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଭଟଲି ରାସ୍ତା ପାଲଟିଛି ମରଣଯନ୍ତା, ପ୍ରତିକାର ହେବ କେବେ ?

02-Sep-2024



ବରଗଡ଼/ଭଟଲି:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଭଟଲି ଅମ୍ବାଭୋନା ରାସ୍ତାରେ ଉନ୍ନତି କରଣ କାର୍ଯ୍ୟ ପାଇଁ ରାଜ୍ୟ ନିର୍ମାଣ ବିଭାଗ ଦ୍ଵାରା ୪୦କୋଟି ୨୧ଲକ୍ଷ ଟଙ୍କା ମଞ୍ଜୁର ହୋଇ କାର୍ଯ୍ଯ ଚାଲୁରହିଛି। ସିଦ୍ଧି ବିନାୟକ କନଷ୍ଟ୍ରକସନ୍ ପ୍ରାଇଭେଟ୍ ଲିମିଟେଡ଼ ଦ୍ଵାରା ଏହିକାର୍ଯ୍ୟ ୩୧.୧୦.୨୦୨୪ ମଧ୍ୟରେ ସମ୍ପନ୍ନ ହେବାର ସମୟ ଧାର୍ଯ୍ୟ କରାଯାଇଛି। ବରଗଡ ଠାରୁ ଭଟଲି ଦେଇ ଛତିଶଗଡ ରାୟଗଡକୁ ସଂଯୋଗ କରୁଥିବା ଏହି ଏକମାତ୍ର ମୂଖ୍ୟ ରାସ୍ତା । ଯେଉଁ ରାସ୍ତାରେ ପ୍ରତ୍ୟହ ହଜାର ହଜାର ଭାରି ଯାନ, ଟ୍ରଲର, ଟ୍ରକ୍‌, ବସ ସହିତ ଚାରିଚକିଆ ଏବଂ ଦୁଇ ଚକିଆ ଯାନ ଗମନାଗମନ କରେ । ଭଟଲିର ବସଷ୍ଟାଣ୍ଡ ଛକ ନିକଟରେ ବଡବଡ ଗାତ ଖାଲ ମାନ ସୃଷ୍ଟି ହୋଇଅଛି ଯଦ୍ୱାରା ବାରମ୍ବାର ସେହି ସ୍ଥାନରେ ଦୁର୍ଘଟଣାର ସମ୍ମୁଖିନ ହେଉଥିବା ଦେଖାଯାଉଛି। ଏହି ଖବର ଗଣମାଧ୍ୟମରେ ବାରମ୍ବାର ପ୍ରକାଶିତ ହେବାପରେ ରଥଯାତ୍ରା ପୂର୍ବରୁ ରାତାରାତି ତରବରିଆ ଭାବେ ବସଷ୍ଟାଣ୍ଡ ଛକ ଯାଏଁ ଅଧାପନ୍ତରିଆ ରାସ୍ତା କାମ କରି ଦେଇ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। କୌଣସି କାରଣରୁ ବର୍ତ୍ତମାନ ରାସ୍ତା ନିର୍ମାଣ କାର୍ଯ୍ୟ  ଦେଢ଼ ମାସରୁ ଉର୍ଦ୍ଧ୍ବ ହେବ ପଡି ରହିଛି  । ବସଷ୍ଟାଣ୍ଡ ଛକଠାରୁ ବରଗଡ଼ ରାସ୍ତା ପଟକୁ ଛକ ନିକଟରେ ରାସ୍ତାରେ ହୋଇଥିବା ଗାତ ମାନ ବର୍ଷା ପାଣିରେ ଜଣା ପଡୁନଥିବା ବେଳେ ବିଶେଷ କରି ବାଇକ ଆରୋହୀ ମାନେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି । ଖାଲି ଏତିକି ନୁହଁ ଏହି ରାସ୍ତାରେ ପ୍ରଶାସନିକ ଉଚ୍ଚ ପଦାଧିକାରୀ ମାନେ ବାରମ୍ବାର ଯାତାୟତ କରୁଥିଲେ ମଧ୍ୟ ଅଣଦେଖା କରୁଥିବାର ଦେଖିବାକୁ ମିଳୁଛି । ଏହି ରାସ୍ତା ନିର୍ମାଣ କିପରି ଭାବରେ ସମ୍ପୂର୍ଣ ହେବ ସେଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like