-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

02-Sep-2024



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଆଜି  ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ  ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି, ଖଣ୍ଡିୟ ବନ ଅଧିକାରୀ ସଚିନ ଆନ୍ନା ସାହେବ ଓହୋଲ,ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ରାୟଗଡ

କଲ୍ୟାଣୀ ସଂଘମିତ୍ରା ଦେଵୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଲାଲମୋହନ ରାଉତରାୟ , ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ  ଅଭିଯୋଗ ଶୁଣାଣି କରିଥିଲେ l
         ଆଜି ମୋଟ ୮୨ଟି ଅଭିଯୋଗ  ଆସିଥିଲା ସେଥି ମଧ୍ୟରୁ ୬୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୭ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ  ଥିଲା l ଜିଲ୍ଲାପାଳ ୦୮  ଜଣକୁ  ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ୭୫ହଜାର ଟଙ୍କା ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ମଧୁବାବୁ ପେନସନ ଯୋଜନାରେ ୫ଜଣକୁ ଏବଂ ଓଡିଶା ଜୀବିକା ମିଶନ ତରଫରୁ ମା ମଝିଗୌରୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ମାଛ ଚାଷ ଓ ଛେଳି ପାଳନ ପାଇଁ ୪ଲକ୍ଷ, ଶ୍ରୀ ଲକ୍ଷ୍ମୀ ସ୍ୱୟଂ ସହଯୋକ ଗୋଷ୍ଠୀକୁ ପନିପରିବା ଓ ମାଣ୍ଡିଆ ଚାଷ ପାଇଁ ୩ଲକ୍ଷ, ମା ମାଝୀ ଗୌରୀ ସ୍ୱୟଂ ସହାୟକ ଗୋଷ୍ଠୀକୁ ଧାନ ଓ ପନିପରିବା ଚାଷ ପାଇଁ ତଳଗୁରୁଟି, ହାଲୁଆ ଗ୍ରାମ ପଂଚାୟତକୁ ୧ଲକ୍ଷ୫୯ହଜାର ଟଙ୍କା, ମେରିମାତା ସ୍ୱୟଂ ସହଯୋକ ଗୋଷ୍ଠୀ ବୈଶିଙ୍ଗକୁ ୫୦ହଜାର ଟଙ୍କା ଓ ପରିବl ଚାଷ ପାଇଁ ୧ଲକ୍ଷ ୫୦ହଜାର ଟଙ୍କା ମେରିମାତା ଜରାବଡୁ, ବୈସିଙ୍ଗକୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ lଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ ନାୟକ, ରାୟଗଡ, ଜିଲ୍ଲା ମଙ୍ଗଳ ଅଧିକାରୀ, ଭରତ ଭୂଷଣ ବିଶ୍ୱାଳ,   ରାୟଗଡ ପିଡି ୱାଟରସେଡ, ଡ଼ଃ ଦୟାନିଧି ବାଗ,ଉଦ୍ୟାନ କୃଷି ଉପନିର୍ଦ୍ଧେଶକ ଦୟାନିଧି ରାଉତ ,  ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ କୋଠାବାଡି, ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ସହକାରୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ,ଜିଲ୍ଲା ଜରୁରୀକାଳୀନ ଅଧିକାରୀ, ଲଳିତ ମଣ୍ଡଳ,   ସହକାରୀ ଜିଲ୍ଲାପାଳ ସସ୍ମିତା ପଟ୍ଟନାୟକ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ଜିଲ୍ଲlକ୍ରୀଡା ଅଧିକାରୀ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ,ଶ୍ରୀକାନ୍ତ ପାଣିଗ୍ରାହୀ,ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଜ୍ଞାନରଞ୍ଜନ ସେଠୀ,ଓରମାସର ଡେପୁଟି ସିଇଓ ମନୋଜ କୁମାର

ପାତ୍ର,ଓଡିଶା ଜୀବିକା ମିଶନର ଡିପିଏମ ହେମନ୍ତ ବାଗ,  ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ  ଅଧିକାରୀ ମାନେ ଉପସ୍ଥିତ ରହି  ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏହାପରେ ଜିଲ୍ଲାପାଳ କଟପେଟା ଗ୍ରାମପଂଚାୟତର କମ୍ପୋ ମାଲିଗାଁ ଯାଇ ସେଠାରେ ପଲିରୁ ପ୍ରଶାସନ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ସହାୟତା ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like