-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା: ପବିତ୍ର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରବେଶ ଓ ସ୍ବାଗତ ସମାରୋହ

02-Sep-2024



ଉଲୁଣ୍ଡା (ପ୍ରେରଣା ଖବର): ଉଲୁଣ୍ଡା ବ୍ଲକ  ସ୍ଥିତ ପବିତ୍ର ମୋହନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରବେଶ ଓ ସ୍ବାଗତ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମେହେର ସଭାପତିତ୍ଵ କରି ବିଦ୍ୟାଳୟର ଇତିହାସ, ନୀତିନିୟମ ବିଷୟରେ କହିବା ସହିତ  ଶୃଙ୍ଖଳା ଉପରେ ଆଲୋକପାତ କରିଥିଲେ।  ଅଧ୍ୟାପିକା ପିଙ୍କି ସାହୁ ପାଠ୍ୟସୂଚୀ, ପରୀକ୍ଷା

ପଦ୍ଧତି ଉପରେ ଆଲୋଚନା କରିଥିଲେ । ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଆଇଟି  ଅଧ୍ୟାପକ ଉଦ୍ଧବ ପଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୈତିକ ଶିକ୍ଷା ଓ ଶୃଙ୍ଖଳା ଉପରେ ଆଲୋକପାତ କରିବା ସହ ମ୍ୟାଜିକ ଦେଖାଇ ଅନ୍ଧବିଶ୍ୱାସ ରେ ନିଜେ ନ ପଡି ଅନ୍ୟକୁ ସଚେତନ କରିବା ପାଇଁ ଆହ୍ୱାନ କରିଥିଲେ । ଯୁକ୍ତ ଦୁଇ ଦ୍ୱତୀୟ ବର୍ଷ

ଛାତ୍ରୀଛାତ୍ରମାନେ ନୂତନ ଛାତ୍ର/ଛାତ୍ରୀ ମାନଙ୍କୁ ସ୍ବାଗତ କରିବା ସ‌ହିତ ନିଜ ନିଜର ଅନୁଭୁତି ବର୍ଣ୍ଣନା କରିଥିଲେ। ନୂତନ ଛାତ୍ରୀଛାତ୍ରମାନେ ଶୃଙ୍ଖଳିତ ହୋଇ ଶିକ୍ଷାନୁଷ୍ଠାନର ସମସ୍ତ ନୀତିନିୟମ ମାନି ଚଳିବା ସହିତ ଭଲ ପାଠ ପଢି ନାଁ ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଦ୍ୱିତୀୟ ବର୍ଷ ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ l କାର୍ଯ୍ୟକ୍ରମ ରେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମକର୍ତ୍ତା ସହଯୋଗ କରିଥିଲେ ଶେଷରେ ଛାତ୍ରୀ ଶିବାନୀ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like