-+91-9937148622 |

prerana_bgr@rediffmail.com |

  Tuesday 25th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (24-Aug-2026)       ||      କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (24-Aug-2026)       ||      ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   (24-Aug-2026)       ||      ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   (24-Aug-2026)       ||      ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୋଷ୍ଟାଲ ଡିଭିଜନର ୬୨ତମ  ପ୍ରତିଷ୍ଠା ଦିବସ, ‘ପୋଷ୍ଟ ଅଫିସ ଉପରେ ସବୁବେଳେ ଲୋକଙ୍କ ଆସ୍ଥା ରହି ଆସିଛି’ 

02-Jan-2021



ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)-ଆଜି ବଲାଙ୍ଗୀର ପୋଷ୍ଟାଲ ଡିଭିଜନର ୬୨ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ଅମଲା ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ସଭା ପ୍ରାରମ୍ଭରେ ଅତିଥି ମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇ ସମାରୋହର ଉଦ୍‌ଘାଟନ କରାଯାଇଥିଲା ।  ସଭାରେ ବଲାଙ୍ଗୀର ପୋଷ୍ଟ ଅଫିସର ଏଏସ୍‌ପିଓ ଭରତ ଜେଲି ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏଥିରେ ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂହ ଲାଗୁରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଭାରତର ସବୁଠାରୁ ପୁରୁଣା ସଂସ୍ଥା ପୋଷ୍ଟ ଅଫିସର ଭବିଷ୍ୟତ ଉଜ୍ୱଳମୟ ବୋଲି କହିଥିଲେ । ଛାତ୍ର ଜୀବନରେ ହଷ୍ଟେଲରେ ରହୁଥିବା ସମୟରେ ମନିଅର୍ଡର ଟିଏ ପାଇଲା ପରେ ମନିଅର୍ଡର ତଳଏେ ଲେଖାଥିବା ବାପାମାଁ ଙ୍କ କିଛି ବାର୍ତ୍ତାକୁ କିପରି ଅମେ ବ୍ୟଗ୍ରତା ସହ ପଢ଼ୁଥିୁଲୁ ସେହି ପୁରୁଣା ସ୍ମୃତିକୁ ଶ୍ରୀ ଲାଗୁରୀ ମନେ ପକାଇଥିଲେ ।  ତେବେ ପୋଷ୍ଟଲ ଡିଭିଜନର ମାର୍କେଟିଂ ପାଇଁ  ଉପଯୁକ୍ତ ପ୍ରଚାର ପ୍ରସାରର ଆବଶ୍ୟକତା ଉପରେ ଶ୍ରୀ ଲାଗୁରି ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବରେ ପ୍ରଫେସର ରବିଶଙ୍କର ପାଣ୍ଡିଆ ଯୋଗ ଦେଇ ପୋଷ୍ଟାଲ ଡିଭିଜନର ଭିତ୍ତିଭୂମି ସବୁବେଳେ ସୁଦୃଢ଼ ରହିଛ ଏବଂ ଏହା ଉପରେ ସବୁବେଳେ ଲୋକଙ୍କ ଆସ୍ଥା ରହିଛି ବୋଲି ଦୃଢ଼ୋକ୍ତି ପ୍ରକାଶ କରିଥିଲେ । ସମ୍ମାନିତ ଅତିଥି ଭାବରେ ସମ୍ବଲପୁର ପୋଷ୍ଟାଲ ଡିଭିଜନର ସହ ନିର୍ଦ୍ଦେଶକ କମଳେନ୍ଦୁ ପଣ୍ଡା ଓ ବଲାଙ୍ଗୀର ମୁଖ୍ୟ ଡାକଘରର ଅଧୀକ୍ଷକ ସର୍ବେଶ୍ୱର ବଳିଆର ସିଂ ଯୋଗ ଦେଇ ଭାରତର ସର୍ବପୂରାତନ ସଂସ୍ଥା ପୋଷ୍ଟ ଅଫିସ ଲୋକଙ୍କ ସହ ସବୁବେଳେ ରହି ଆସିଛି ଏବଂ ଆଧୁନିକ ଟେକନୋଲୋଜି ସହ ତାଳ ଦେଇ ପୋଷ୍ଟ ଅଫସି କାମ କରୁୁଛି ବୋଲି କହିଥିଲେ । ଖୁବଶୀଘ୍ର ବ୍ୟାଙ୍କ ସହ ପୋଷ୍ଟ ଅଫିସ ସହ ଜୋଡି ହୋଇ ଗ୍ରାହକ ମାନଙ୍କୁ ବ୍ୟାଙ୍କ ଭଳି ସମସ୍ତ ସୁବିଧା ଯୋଗାଇ ଦେବ ବୋଲି କହିଥିଲେ ।  ଏହି ଅବସରରେ ବଲାଙ୍ଗୀର ପୋଷ୍ଟାଲ ଡିଭିଜନରେ ଉତ୍ତମ ପାରଫୋରମେନ୍ସ ପ୍ରଦର୍ଶନ କରିଥିବା କିଛି କର୍ମଚାରୀଙ୍କୁ ମୁଖ୍ୟ ଅତିଥି ମୁମେଣ୍ଟୋ ପ୍ରଦାନପୂର୍ବକ ସମ୍ବଦ୍ଧିତ କରିଥିଲେ । ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ରସରାଜ ଅଚ୍ୟୁତ ପୁରୋହିତ ପରିଚାଳନା କରିଥିଲେ । ଏହି ସମାରୋହରେ ବଲାଙ୍ଗୀର ପୋଷ୍ଟାଲ ଡିଭିଜନର ସମସ୍ତ କର୍ମଚାରୀ, ପୋଷ୍ଟାଲ ଏଜେଣ୍ଟ ଓ ସହରର ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ଶେଷରେ ବଲାଙ୍ଗୀର ମୁଖ୍ୟ ଡାକଘରର ପୋଷ୍ଟ ମାଷ୍ଟର ସୁବାଷ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁହୂରାମୁଣ୍ଡା ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   24-Aug-2026
କଲାହାଣ୍ଡି ଜିଲ୍ଲାରେ ପି, ଡି, ଏସ ଚାଉଳ ବଣ୍ଟନ ପ୍ରକ୍ରିୟା ବ୍ୟତିକ୍ରମ ଅଭିଯୋଗ ଯୋଗାଣ ଅଧିକାରୀ ଙ୍କ କାର୍ଯ୍ୟକଳାପ ଉପରେ ସାଧାରଣରେ ପ୍ରଶ୍ନ?   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   24-Aug-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଚିନ୍ଦାଗୁଡ଼ା ଗ୍ରାମ ଠାରେ ଦାଦନ ଶ୍ରମିକ ମୁକ୍ତ ସଚେତନ ଶିବିର ଆୟୋଜିତ,   24-Aug-2026
  ରାଜ୍ୟ  
ଆକାଶ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ଆନ୍ଥେ (ANTHE) ୨୦୨୬ ର ଭବ୍ୟ ଉନ୍ମୋଚନ   24-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026

You Might Also Like