-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା ଫର୍ମ ନମିଳିବାରୁ ଅଙ୍ଗନବାଡି କେନ୍ଦ୍ରରେ ତାଲାମାରି ପ୍ରତିବାଦ କଲେ ଗ୍ରାମବାସୀ

03-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା )  ସୁଭଦ୍ରା ଯୋଜନା ଫର୍ମ ନମିଳିବାରୁ ଉତ୍ୟକ୍ତ ଗ୍ରାମବାସୀ ଅଙ୍ଗନବାଡି କେନ୍ଦ୍ରରେ ତାଲା ପକାଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି କଣ୍ଟାମାଳ ବ୍ଲକ ଋଣ୍ଡିମହୁଲ ଗ୍ରାମପଞ୍ଚାୟତର ଡୁଙ୍ଗୁରିଗୋରା ଗ୍ରାମରେ  l  ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ଅଙ୍ଗନବାଡ଼ି କର୍ମୀ ଜ୍ୟୋତ୍ସ୍ନା ମହାଳିକ ବରପଦର୍ ଗ୍ରାମକୁ ବିବାହ ହୋଇ ଚାଲିଯିବା ପରେ ଅଙ୍ଗନବାଡ଼ି କେନ୍ଦ୍ରକୁ  ଆସୁନାହାନ୍ତି l କେନ୍ଦ୍ରର ସହାୟିକା ପ୍ରଜ୍ଞା ପରମିତା ପ୍ରଧାନ ହିଁ ଅଙ୍ଗନବାଡ଼ି କେନ୍ଦ୍ର ଚଳାଉ ଥିବା ଗ୍ରାମବାସୀ କହିଛନ୍ତି l ଏ ସମ୍ପର୍କରେ ଗ୍ରାମବାସୀ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁନାହିଁ l  ଗତକାଲି ଠାରୁ ରାଜ୍ୟର ସବୁ ଅଙ୍ଗନବାଡ଼ି କେନ୍ଦ୍ରରେ ସୁଭଦ୍ରା ଯୋଜନା ଫର୍ମ ବଣ୍ଟନ ଚାଲିଥିବା ବେଳେ ଅଙ୍ଗନବାଡି କର୍ମୀ କେନ୍ଦ୍ରକୁ ଆସୁ ନାହାନ୍ତି | ଯାହା ଫଳରେ ହିତାଧିକାରୀ ମାନେ ସୁଭଦ୍ରା ଫର୍ମ ପାଇ ପାରୁ ନାହାନ୍ତି | ଫର୍ମ ପାଇଁ ଅଙ୍ଗନୱାଡ଼ି କର୍ମୀଙ୍କୁ କହିବାରୁ ବରପଦର୍ ଆସି ନେବାକୁ  କହିଥିବା ହିତାଧିକାରୀ ମାନେ କହିଛନ୍ତି  | ତେବେ ଅଙ୍ଗନୱାଡ଼ି କେନ୍ଦ୍ର ରେ ଫର୍ମ ଦେବାର ସରକାରୀ ନିୟମ ଥିବା ବେଳେ ସଂପୃକ୍ତ କର୍ମୀ ଏହାର ଖୋଲାଖୋଲି ଉଲଂଘନ କରୁଥିବା ଅଭିଯୋଗ ହୋଇଛି | ପ୍ରଶାସନ ଏହାର ତଦନ୍ତ କରି କେନ୍ଦ୍ରରେ ଫର୍ମ ଯୋଗାଇ ଦେବାକୁ ଗ୍ରାମର ମେଣ୍ଡିଲି ମହାକୁଡ଼, ବଳରାମ କ୍ଷେତୀ, ବାବୁଲୁ କ୍ଷେତୀ, ସୁଦାମ ପ୍ରଧାନ, ସତ୍ୟନାରାୟଣ ପ୍ରଧାନ, ସୁରେନ୍ଦ୍ର ପାତ୍ର, ଗୋପୀନାଥ ଅମାତ, ପ୍ରଦୀପ କୁମାର କ୍ଷେତୀ, ପଞ୍ଚେଶ୍ୱର ନାୟକ, ମନବୁଦ୍ଧ ମହାଳିକ, ଟଙ୍କଧର କ୍ଷେ ତୀ ସମେତ ଗ୍ରାମବାସୀ ଦାବି କରଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like