-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଫେସବୁକରେ ମହିଳାଙ୍କ ଫୋଟୋ ସହ ଅଶାଳୀନ ମନ୍ତବ୍ୟ ଅଡ଼ୁଆରେ ତିଲେଶ୍ୱର ବିଜେଡ଼ି କୁଜି ନେତା

03-Sep-2024



ହରଭଙ୍ଗା(ଦେବବ୍ରତ ଦାଶ): ଏବେ ସୋସିଆଲ ମିଡ଼ିଆର ବହୁଳ ବ୍ୟବହାର ହୋଇ ଚାଲିଛି । ସମସ୍ତ ରାଜନୈତିକ ଦଳ ଏହାକୁ ବ୍ୟବହାର କରି ନିର୍ବାଚନ ବୈତରଣୀ ପାର ମଧ୍ୟ ହେଉଛନ୍ତି । ହେଲେ ଏହାର ଦୁରୂପଯୋଗ ବେଳେ ଏହି ରାଜନୈତିକ ଦଳକୁ ଅଡୁଆରେ ପକାଇ ଦେଉଛି । ଏମିତି ଏକ ଘଟଣା ସାରା ବୌଦ୍ଧ ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି । ହରଭଙ୍ଗା ବ୍ଲକ ତିଲେଶ୍ୱର ପଂଚାୟତ ବିଜେଡ଼ି ଫେସବୁକ ଗ୍ରୁପରେ ଏକ ମନ୍ତବ୍ୟ ରାଜନୈତିକ ମହଲକୁ ଚକିତ କରିଛି । ବିଜେଡ଼ିର ଏହି ସୋସିଆଲ ମିଡ଼ିଆ ଗୃପରେ ଜଣେ ମହିଳା ଜନପ୍ରତିନିଧିଙ୍କ ଫୋଟୋ ସହ ଜଣେ ସରକାରୀ କର୍ମଚାରୀଙ୍କ ଫୋଟୋ ଯୋଡ଼ି ଅଶାଳୀନ ଭାବେ ବ୍ୟାଖ୍ୟା କରି ପୋଷ୍ଟ କରାଯାଇଛି । ତେବେ ଏହା ସୋସିଆଲ ମିଡ଼ିଆରେ ଘୁରି ବୁଲିବା ପରେ ସଂପୃକ୍ତ ମହିଳା ଜନପ୍ରତିନିଧି ଏନେଇ ପୁରୁଣାକଟକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏଥିସହିତ ଘଟଣା ରେ ଜଡ଼ିତ ସଂଦିଗ୍ଦ ତିଲେଶ୍ୱରର ବିଜେଡି କର୍ମୀ ସୁଜ୍ଞାନ କର୍ଣ୍ଣ, ପ୍ରତାପ ବେହେରା, ବିକ୍ରମ ପ୍ରଧାନ, ପ୍ରକାଶ ବେହେରା, ସଂଗ୍ରାମ ପ୍ରଧାନ, ବାଲ୍ୟକୃଷ୍ଣ ପ୍ରଧାନ ଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । ଥାନାରେ ଏତଲା ପରେ ଉକ୍ତ ପୋଷ୍ଟ ଟି ସୋସିଆଲ ମିଡ଼ିଆରୁ କାଟି ଦିଆଯାଇଥିବା ବେଳେ କିଛି ସମୟ ପରେ ଉକ୍ତ ଆଇଡ଼ି ଟି ଡିଲେଟ କରାଯାଇଛି । ଏହାକୁ ନେଇ ବିଜେଡ଼ି ଅଡ଼ୁଆରେ ପଡିଥିବା ନେଇ ଚର୍ଚା ହେଉଛି । ଏନେଇ ପୁରୁଣାକଟକ ଥାନା ଅଧିକାରୀ ଶାରଦା ପ୍ରଶନ୍ନ ଦାସଙ୍କୁ ପଚାରିବାରୁ ଲିଖିତ ଅଭିଯୋଗ ହୋଇଛି । ଏନେଇ କେସ ନମ୍ବର ୧୩୦/୨୪ରେ ଏକ ମାମଲା ରୁଜୁ କରି ଭାରତୀୟ ନ୍ୟାୟ ସଂହିତା 79, 319(2),336(2),336(4) ଧାରା ଲଗାଇ ତଦନ୍ତ କରୁଛି ପୋଲିସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like