-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୭ମ ରାଜ୍ୟ ପେନକାକ ସିଲାଟ ଚାମ୍ପିଅନସିପ୍ଅ ଅନୁଷ୍ଠିତ

03-Sep-2024



ବଲାଙ୍ଗୀର:- ୭ମ ପେନକାକ୍ ସିଲାଟ ରାଜ୍ୟ ଚାମ୍ପିଅନସିପ୍  ପ୍ରତିଯୋଗିତା ରାଉରକେଲା ସ୍ଥିତ ଭଞ୍ଜ ଭବନ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ପ୍ରତିଯୋଗିତା ଅଗଷ୍ଟ ୩୧ ତାରିଖରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା।ଏହି ଚାମ୍ପିଅନସିପ ରେ ମୁଖ୍ୟ ଅତିଥି ଭାବେ ବିଜ୍ଞାନ ଶେଖର ଦେଓ ଏବଂ ବିଧାୟକ ସାରଦା ପ୍ରସାଦ ନାୟକ ଯୋଗଦେଇ ଉପସ୍ଥିତ ପ୍ରତିଯୋଗୀ ମାନଙ୍କୁ ଆତ୍ମରକ୍ଷା କୌଶଳର ଉପକାରିତା ସମ୍ପର୍କରେ ସାରଗର୍ଭକ ଅଭିଭାଷଣ ଦେଇଥିଲେ।
ଓଡ଼ିଶାର ୨୦ ଗୋଟି ଜିଲ୍ଲାରୁ ୩୫୦ ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଏହି କାର୍ଯ୍ୟକ୍ରମରେ ଭାଗନେଇଥିଲେ।ସେଥି ମଧ୍ୟରୁ ବଲାଙ୍ଗୀର ପେନାକାକ ସିଲାଟ୍ ଆସୋସିଏସନ୍ ତାର ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିଥିଲା।ଗୁରୁ ପ୍ରଶାନ୍ତ ପାତ୍ରଙ୍କ ଅଧ୍ୟକ୍ଷତାରେ ବଲାଙ୍ଗୀର ୯ ଗୋଟି ବିଭିନ୍ନ ପଦକ ହାସଲ କରିଥିଲା। କୃତି ପ୍ରତିଯୋଗୀ ମାନେ ହେଲେ 

 କିର୍ତିକା ଅଗ୍ରୱାଲ ଏବଂ ଇଶାନି ଜୈନ ଟେଣ୍ଡିଂ ଇଭେଣ୍ଟ ରେ ଯଥା କ୍ରମେ ସ୍ଵର୍ଣ୍ଣ ଏବଂ ବ୍ରୋଞ୍ ପଦକ ହାସଲ କରିଥିବା ବେଳେ,ସୋମ ନାରାୟଣ ଦୀପ ଟେଣ୍ଡିଁ ରେ ବ୍ରୋଞ୍ଜ ପଦକ,ତ୍ରିଲୋଚନ ଶତପଥୀ      ଟେଣ୍ଡିଙ୍ଗ ଏବଂ ତୁଙ୍ଗଲ୍ ରେ ବ୍ରୋଞ୍ଜ୍ ଏବଂ ରୌପ୍ୟ ପଦକ,ସ୍ଥିତ ପ୍ରଜ୍ଞା ମିଶ୍ର ଟେଣ୍ଡିଂ ଏବଂ ତୁଙ୍ଗଲ ରେ ରୌପ୍ୟ ଏବଂ  ବ୍ରୋଞ୍ଜ ପଦକ ଏବଂ ଖୁସିରାମ ସେଠ୍ ତୁଂଗଲ ଏବଂ ଟେଣ୍ଡିଂ ଇଭେଣ୍ଟ ରେ ଦୁଇ ଗୋଟି ରୌପ୍ୟ ପଦକ ହାସଲ କରି ବଲାଙ୍ଗୀର ର ଗର୍ବ ଗୌରବ ଅକ୍ଷ୍ୟୁର୍ଣ୍ଣ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like