-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସର୍ଭିକାଲ କ୍ୟାନ୍ସର ପାଇଁ ସଚେତନତା ରାଲି

03-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସର୍ଭିକାଲ କ୍ୟାନ୍ସର ପାଇଁ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି।ଏହି ରାଲିରେ ବରଗଡ଼ ମହିଳା ମହାବିଦ୍ୟାଳୟ ଛାତ୍ରୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଙ୍କ ସହ ସ୍ଵେଚ୍ଛାସେବୀ ଓ ଡାକ୍ତର ସାମିଲ ହୋଇଥିଲେ l ଯେ ହେତୁ ବରଗଡ ଜିଲ୍ଲା କେନ୍ସର ପ୍ରବଣ ଅଞ୍ଚଳ ଭାବେ ପରିଚିତ, ତେଣୁ ବର୍ତ୍ତମାନ ବିଶେଷ ଭାବରେ ମହିଳାମାନଙ୍କ କ୍ଷେତ୍ରରେ  ସର୍ଭିକାଲ କ୍ୟାନ୍ସର ଏକ ବଡ଼ ସମସ୍ୟା ଭାବେ ଦେଖିବାକୁ ମିଳୁଛି l ହେଲେ ସର୍ଭିକାଲ କ୍ୟାନ୍ସର ପାଇଁ ଭ୍ୟାକ୍ସିନ ଉପଲବ୍ଧ ଥିବାରୁ ଏହାକୁ ରୋକାଯାଇ ପାରିବ l ଏଥିପାଇଁ ୯ ରୁ

୧୪ ବର୍ଷ ବୟସର ପିଲା H p p ବା (ହ୍ୱିଉମାନ ପାଇପିଲୋମା ଭାଇରସ )ଭ୍ୟାକ୍ସିନ ନେଲେ ଆଗକୁ ଯୌନ ସମ୍ପର୍କିତ ସମସ୍ୟା ଜନିତ ସର୍ଭିକାଲ କ୍ୟାନ୍ସରରୁ ରକ୍ଷା ପାଇପାରିବେ ବୋଲି

ଡାକ୍ତର କହିଛନ୍ତି l ସେହିପରି ଏହି ଭ୍ୟାକ୍ସିନ ସର୍ବାଧିକ ୨୬ବର୍ଷ ବୟସ ମଧ୍ୟରେ ନେବାକୁ ପରାମର୍ଶ ଦିଆଯାଇଛି l ଆଗକୁ ସରକାରୀ ସ୍ତରରେ ମଧ୍ୟ ଏହି କାର୍ଯ୍ୟକ୍ରମ କରାଯିବା ସହ ଭ୍ୟାକ୍ସିନ ଉପଲବ୍ଧ ହେବ ବୋଲି  ସୂଚନା ଦେଇଛନ୍ତି ବରଗଡ଼ ସିଡିଏମଓ ଡା.ନିରୁପମା ଷଡଙ୍ଗୀ l ଏହା ସହ ଏହି ଭ୍ୟାକ୍ସିନ ପୁରା ସୁରକ୍ଷିତ ଥିବା ସୂଚନା ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like