-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଟାଇକୋଣ୍ଡୋ ଚମ୍ପିୟାନଶିପ ୨୦୨୪ ରେ ବରଗଡ଼ର ସଫଳତା 

03-Sep-2024



 ବରଗଡ:(ନିରଞ୍ଜନ ତ୍ରିପାଠୀ)-ଓଡ଼ିଶା ଟାଇକୋଣ୍ଡୋ ଆସୋସିଏସନ ( ଓଟିଏ ) ଆନୁକୂଲ୍ୟରେ ଅଗଷ୍ଟ ୩୦ ରୁ ତିନି ଦିବସୀୟ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମ ରେ ଚାଲିଥିବା ଓଡ଼ିଶା ରାଜ୍ୟ କ୍ୟୁରୋଗୀ ଓ ପୁମ୍ସା ଚମ୍ପିୟାନସିପ ରବିବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି।ଉକ୍ତ ଚମ୍ପିୟାନସିପରେ ବରଗଡ଼ ଜିଲ୍ଲାର ବିଜୟ ଟାଇକୋଣ୍ଡୋ ଅସୋସିଏସନର କୋଚ୍ ଶ୍ରୀ ବିଜୟ କୁମାର ଭୋଇଙ୍କ ନେତୃତ୍ବରେ ୨୫ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।ବରଗଡ଼ ଜିଲ୍ଲାରୁ ଅଂଶଗ୍ରହଣ କରିଥିବା ୨୫ ଜଣଙ୍କ ମଧ୍ୟରୁ ୧୦ ଜଣ ସ୍ୱର୍ଣ୍ଣ ପଦକ, ୧୦ ଜଣ ରୌପ୍ୟ ଏବଂ ୧୪ ଜଣ କାଂସ୍ୟ ପଦକ ହାସଲ କରିଛନ୍ତି।ଉଦଯାପିତ ଦିବସରେ ଓଡ଼ିଶାର ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ତଥା କ୍ରୀଡ଼ା ମନ୍ତ୍ରୀ ଶ୍ରୀ ସୁରଜ ସୂର୍ଯ୍ୟବଂଶୀ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ଟ୍ରଫି ଓ

ମେଡାଲ ପ୍ରଦାନ କରି ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।ବିଜୟ ଟାଇକୋଣ୍ଡୋ ଆସୋସିଏସନ ଛାତ୍ରଛାତ୍ରୀ ଅଭ୍ୟାସ କରୁଥିବା ନିଶାମଣି ପଡ଼ିଆରେ ଜିଲ୍ଲାର ସଭାପତି ଶ୍ରୀ ନବକିଶୋର ପାଣିଗ୍ରାହୀ ସମସ୍ତ କୃତି ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣେଇବା ସହିତ ଆଗାମୀ ଦିନରେ ଅନେକ ସଫଳତା ହାସଲ କରିବା ପାଇଁ ଆହୁରି ପରିଶ୍ରମ କରିବାକୁ ଉତ୍ସାହିତ କରିଥିଲେ । ଏକ୍ରମରେ କୃତି ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଅବସରରେ କୋଚ୍ ବିଜୟ କୁମାର ଭୋଇ,ଆଶୁତୋଷ ରଥ,ଶ୍ରୀୟା ମିଶ୍ର ଏବଂ ରାଜଶ୍ରୀ ବଗର୍ତ୍ତି ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like