-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ଗୁରୁଗ୍ରାମଠାରେ ଦୁର୍ଗାପୂଜା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ

03-Sep-2024



 ଜାତୀୟ ରାଜଧାନୀ କ୍ଷେତ୍ର ଅନ୍ତର୍ଗତ ଗୁରୁଗ୍ରାମଠାରେ ଚଳିତ ବର୍ଷ ମହାସମାରୋହରେ ଦୁର୍ଗାପୂଜା ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଥିବା ଜଣାପଡ଼ିଛି। ଏଠାକାର ସେକ୍ଟର ୪ ଠାରେ କଳିଙ୍ଗ କଲଚରାଲ ଏଣ୍ଡ  ୱେଲଫେଆର ଆସୋସିଏସନ (କେ.ସି.ଡବ୍ଲ୍ୟୁ.ଏ) ଦ୍ଵାରା ଆୟୋଜନ କରାଯାଉଥିବା ଦୁର୍ଗାପୂଜା ଚଳିତଥର ପନ୍ଦର ବର୍ଷରେ ପଦାର୍ପଣ କରିବାକୁ ଯାଉଛି। ଏହି ଦୃଷ୍ଟିରୁ ଏଥରର ପାର୍ବଣକୁ ଅଧିକ ଆକର୍ଷଣୀୟ ଏବଂ ଉଚ୍ଚକୋଟିର କରିବା ପାଇଁ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରୟାସ ଚାଲିଥିବ ପ୍ରାପ୍ତ ସୂଚନାରୁ ପ୍ରକାଶ। ଏହା ମଧ୍ୟରେ ଆସୋସିଏସନର ସଭାପତି ଗୋବିନ୍ଦ ଚନ୍ଦ୍ର ବେହେରାଙ୍କର ପୌରହିତ୍ୟରେ ଚାରିଦଫାରେ ପ୍ରସ୍ତୁତି କମିଟିର ବୈଠକ ଅନୁଷ୍ଠିତ ହୋଇ ଆୟୋଜନର ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯିବା ସହିତ ଏ ବର୍ଷର ଉତ୍ସବରେ କିଛି ନୂତନ ଧର୍ମୀ ମନୋରଞ୍ଜନ କାର୍ଯ୍ୟକ୍ରମକୁ ସାମିଲ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଆସନ୍ତା ଦୁର୍ଗାପୂଜାରେ ମୂର୍ତ୍ତି ନିର୍ମାଣଠାରୁ ଆରମ୍ଭ କରି ମଣ୍ଡପର ତୋରଣ ପ୍ରସ୍ତୁତି ତଥା ମେଢ଼ ଶୋଭାଯାତ୍ରାକୁ ଅତ୍ୟନ୍ତ ନିଆରା ଢଙ୍ଗରେ କରାଯିବ ବୋଲି ସଙ୍ଗଠନର ସଭାପତି ଶ୍ରୀ ବେହେରା ଗଣମାଧ୍ୟମ ନିକଟରେ ପ୍ରକାଶ କରିଛନ୍ତି। ମହୋତ୍ସବ ସମୟରେ ଦୈନିକ ଆଗନ୍ତୁକମାନଙ୍କର ସତ୍କାର ଉଦ୍ଦେଶ୍ୟରେ ପ୍ରସାଦ ସେବନ ଏବଂ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ଶ୍ରୀ ବେହେରା ସୂଚନା ପ୍ରଦାନ କରିଛନ୍ତି।ଚଳିତ ବର୍ଷର ପୂଜାରେ ଓଡ଼ିଶାର ଚଳଚ୍ଚିତ୍ର ଜଗତର ବହୁ ନାମିଦାମୀ ଅଭିନେତା, ଅଭିନେତ୍ରୀ, ଗାୟକ ଏବଂ ଗାୟିକା ବିଭିନ୍ନ ଦିବସର କାର୍ଯ୍ୟକ୍ରମରେ ଭାଗ ନେବେ ବୋଲି ମଧ୍ଯ ସେ ପ୍ରକାଶ କରିଛନ୍ତି । ଏହା ବ୍ୟତୀତ ପ୍ରତ୍ୟହ ସାଂସ୍କୁତିକ ସନ୍ଧ୍ୟାରେ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ, ସାଂସଦ, ରାଜ୍ଯମନ୍ତ୍ରୀ, ସ୍ଥାନୀୟ ବିଧାୟକ, ନିଗମ ପାର୍ଷଦ ତଥା ସରକାରଙ୍କର ବହୁ ବରିଷ୍ଠ  ପଦାଧିକାରୀଙ୍କୁ ନିମନ୍ତ୍ରଣ କରାଯାଇଥିବା ଶ୍ରୀ ବେହେରା ଉଲ୍ଲେଖ କରିଛନ୍ତି।

ଚଳିତ ବର୍ଷ ଦୁର୍ଗାପୂଜା କମିଟି ପକ୍ଷରୁ ମାଟିପୂଜା ରୀତିନୀତି ଓ ପରମ୍ପରା ଅନୁଯାୟୀ କର୍ତ୍ତା ହରେକୃଷ୍ଣ ମହାନ୍ତିଙ୍କର ବାସଭବନରେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସମ୍ପନ୍ନ କରାଯିବା ପାଇଁ ସ୍ଥିର ହୋଇଥିବା ଜଣାଯାଇଛି। ଏହି ଶାରଦୀୟ ମହୋତ୍ସବକୁ ଶାନ୍ତି, ଶୃଙ୍ଖଳା ଓ ସଦ୍ଭାବନାର ସହିତ ପାଳନ କରାଯିବା ପାଇଁ ପୂଜା କମିଟିର ଉପଦେଷ୍ଟା ଆଇନିଜୀବୀ ମୋନାଲିସା ମହାପାତ୍ର ଏବଂ ହରେକୃଷ୍ଣ ମହାନ୍ତି ସମସ୍ତଙ୍କର ସାହାଯ୍ଯ, ସହଯୋଗ ଓ ସଦିଚ୍ଛା କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like