-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷଙ୍କ ଦୁଇ ଦିନିଆ ବଲାଙ୍ଗିର ଗସ୍ତ

03-Sep-2024



ବଲାଙ୍ଗିର: ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଇଂ ଅବନୀକାନ୍ତ ସାହୁ ଦୁଇ ଦିନିଆ ବଲାଙ୍ଗିର ଗସ୍ତରେ ଆସିଛନ୍ତି | ଆଜି ପୂର୍ବାହ୍ନରେ ସେ ପୁଇଁତଳା ବ୍ଲକରେ ବିଭିନ୍ନ ଗ୍ରାମାଞ୍ଚଳରେ ଅଙ୍ଗନୱାଡି, ସ୍କୁଲ ଗସ୍ତ କରି ଜନହିତକର ଯୋଜନାର ସମୀକ୍ଷା କରିଛନ୍ତି । ପୁଇଁତଳା ବ୍ଲକ ଅଧୀନ  ବିଭିନ୍ନ କାର୍ଯ୍ୟଳୟ ପରିଦର୍ଶନ ସମୟରେ ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟ ଶ୍ରୀ ପ୍ରିୟବ୍ରତ ସାମନ୍ତରାୟ ,ଶ୍ରୀ ପ୍ରଭାସ କୁମାର ନାୟକ ଉପସ୍ଥିତ ଥିଲେ । ବୁବେଲ ଗ୍ରାମ ପଞ୍ଚାୟତ ବାହଳବୁକା ଗ୍ରାମ କୁ ଯାଇ ହିତାଧିକାରୀଙ୍କୁ ଚାଉଳ ଯୋଗାଣ ସମୟରେ ହଉଚି ନା ନାହିଁ ନିଜେ ପଚାରି ତଦନ୍ତ କରିଥିଲେ । ମଧ୍ୟାନ ଭୋଜନ ପ୍ରସ୍ତୁତି ଓ ମାନ ଯାଞ୍ଚ କରିବା ସହ ବିଭିନ୍ନ ଅଙ୍ଗନବାଡି ମାନଙ୍କରେ ମା ଏବଂ ଛୁଆ ଙ୍କ ସୁବିଧା ଓ ସମସ୍ୟା ପଚାରି ବୁଝିଥିଲେ ।   ଏହା ସହ ଏକଲବ୍ୟ ମଡେଲ ରେସିଡେନସିଆଲ ସ୍କୁଲ ଯାଇ ପ୍ରଧାନ ଶିକ୍ଷକ  ଏବଂ ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ସେ ଠେଲକମୁଣ୍ଡା ସ୍କୁଲ ଏବଂ

ଅଙ୍ଗନବାଡି ବୁଲିଦେଖିଥିଲେ ।  ଏହି ଗସ୍ତ ସମୟରେ ସେଠାରେ ଉପସ୍ଥାନ ରେଜିଷ୍ଟର, ପିଲାଙ୍କ ଖାଦ୍ୟର ମାନ , ପାରିପାର୍ଶ୍ଵିକ ସ୍ଥିତି ସମୀକ୍ଷା କରିଥିଲେ ।   ଅପରାହ୍ନ ରେ ବ୍ଲକ ଅଫିସରେ ସମସ୍ତ ଲାଇନ ଡିପାର୍ଟମେଣ୍ଟ ଙ୍କୁ ନେଇ ବୈଠକରେ ବ୍ଲକ ସ୍ତରୀୟ ସମୀକ୍ଷା କରିଥିଲେ । ବ୍ଲକ ଶିକ୍ଷା ବିଭାଗ, ମଙ୍ଗଳ ଅଧିକାରୀ , ସାମାଜିକ ମଙ୍ଗଳ ଅଧିକାରୀ ଦ୍ୱାରା ପରିଚାଳିତ ବିଦ୍ୟାଳୟମାନଙ୍କରେ ଚାଲୁଥିବା ମଧ୍ୟାହ୍ନ  ଭୋଜନ ସଂପର୍କରେ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ । ବ୍ଲକ, ଗ୍ରାମ ପଂଚାୟତ,

ହିତାଧିକାରୀଙ୍କ ରେସନ୍ କାର୍ଡ଼ ସଂପର୍କରେ ଯେ କୌଣସି ସମସ୍ୟାର ଆଶୁ ସମାଧାନ ନିମନ୍ତେ ଏକ ଟୋଲ ଫ୍ରି ନମ୍ବର ବ୍ୟବସ୍ଥା ଏବଂ ଏହି ପରିପ୍ରେକ୍ଷୀରେ ନିର୍ବାଚିତ ଲୋକ ପ୍ରତିନିଧିଙ୍କ ସହିତ ସମନ୍ନୟ ରକ୍ଷା ନିମନ୍ତେ ଓଡ଼ିଶା ଖାଦ୍ୟ ଆୟୋଗ ଅଧ୍ୟକ୍ଷ ଶ୍ରୀଯୁକ୍ତ ସାହୁ ଗୁରୁତ୍ୱାରୋପ କରିଥିଲେ । ଏହି ସମୀକ୍ଷା ବୈଠକରେ ମୁଖ୍ୟ ଖାଉଟି ଯୋଗାଣ ଅଧିକାରୀ ଶ୍ରୀଯୁକ୍ତ ବେଣୁଧର ପାଣିଗ୍ରାହୀ , ବି.ଡି.ଓ ଅମରେନ୍ଦ୍ର ସ୍ଵାଇଁ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା ପ୍ରମୁଖ ଉପସ୍ଥିତ ଥିଲେ  ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like