-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||     

HOME   ଜିଲ୍ଲା

ଫୁଲବାଣୀ ସଦଭାବନା କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି କଲେ ଜିଲ୍ଲାପାଳ

03-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ )  କନ୍ଧମାଳ ଜିଲ୍ଲାରେ ପୂର୍ବତନ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ବଦଳି ପରେ ନୂତନ ଜିଲ୍ଲାପାଳ ଅମୃତ ଋତୁରାଜଙ୍କ ଦାୟିତ୍ୱ ଗ୍ରହଣ କରିବା ଦିନ ଠାରୁ ଆଜିପଯ୍ୟନ୍ତ ବିଭିର୍ଣ୍ଣ ଅଂଚଳ କୁ କେତେବେଳେ ସ୍କୁଟିରେ ଗସ୍ତ କରୁଛନ୍ତି ତ ଆଉ କେତେବେଳେ କେଉଁ ବ୍ଲକ କାର୍ଯ୍ୟାଳୟ ରେ ଯାଇ ଜନ ଶୁଣାଣି କରି ଲୋକଙ୍କ ସମାସ୍ୟାର ସମାଧାନ କରୁଛନ୍ତି  | ସେହିପରି ଆଜି ଜିଲ୍ଲାପାଳ କାର୍ଯ୍ୟାଳୟର  ସଦଭାବନା ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କରିଥିଲେ |  ଏଥ୍‌ରେ ନୂତନ ଜିଲ୍ଲାପାଳ ଅମ୍ରିତ ଋତୁରାଜ, ଏସପି ଶୁଭେନ୍ଦୁ କୁମାର ପାତ୍ର, ଅତିରିକ୍ତ ଜିଲ୍ଲାପାଳ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟଅଧିକାରୀ ମାନେ ଯୋଗ ଦେଇଥିଲେ | ଆଜିର ଜନ ଶୁଣାଣିରେ ମୋଟ ୧୦୯ ଟି ଅଭିଯୋଗର ଶୁଣାଣି ହୋଇଥିଲା ଓ ବ୍ୟକ୍ତିଗତ ଭାବେ ୯୩ ଟି ଓ ସାମୁହିକ ଭାବେ ୧୬ଟି ଅଭିଯୋଗ ର ଶୁଣାଣି କରିଥିଲେ  ଜିଲ୍ଲାପାଳ ଅମୃତ ଋତୁରାଜ | ଚାରିଜଣ ହିତାକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୋଟ ୩୫ ହଜାର ଟଙ୍କା ଓ ରେଡ କ୍ରସ ପାଣ୍ଠିରୁ ତିନିଜଣ ହିତାଧୂକାରୀଙ୍କୁ ୨୫ ହଜାର ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନକରାଯାଇଛି  | ନୂତନ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଲୋକଙ୍କ ସମସ୍ୟା ପ୍ରତିଦୃଷ୍ଟି ଦେଉଥ‌ିବାରୁ  ବିଭିର୍ଣ୍ଣ ସମସ୍ୟା ନେଇ ଜିଲ୍ଲାପାଳ ଓ ଏସପି ନିକଟକୁ ଆସୁଥିବା ଆବେଦନ କାରୀମାନେ ଜିଲ୍ଲାପାଳଙ୍କର ତୁରନ୍ତ ପଦକ୍ଷେପ ଗ୍ରହଣ କରି ସମସ୍ୟାର ସମାଧାନ କରି ଆବେଦନକାରୀଙ୍କୁ ଉଚିତ ନ୍ୟାୟ ପ୍ରଦାନ କରୁଥିବା ଯୋଗୁଁ ବେଶ ଖୁସି ବ୍ୟକ୍ତ କରୁଥ‌ିବା ଦେଖିବାକୁ ମିଳିଛି |

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026

You Might Also Like