-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କେବେ ସରିବ ‘ସୁଭଦ୍ରା ଯୋଜନା’ ପାଇଁ ଆବେଦନ, ଉପ-ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା….

04-Sep-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳ): 'ସୁଭଦ୍ରା’ ଯୋଜନା ପାଇଁ ସେପ୍ଟେମ୍ବର ୧ ତାରିଖଠାରୁ ଆବେଦନ ଆରମ୍ଭ ହୋଇଛି। ଏହି ଯୋଜନାର ଲାଭ ପାଇବା ପାଇଁ ଅଙ୍ଗନବାଡି କେନ୍ଦ୍ର, ବ୍ଲକ୍‌ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ଦେଖିବାକୁ ମିଳୁଛି ଅସମ୍ଭାଳ ଭିଡ଼। ଆଉ ଏହାରି ମଧ୍ୟରେ ଗତକାଲି ମଧ୍ୟ ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରାଯାଇଛି।

ତେବେ ଲୋକମାନେ ଫର୍ମ ପୂରଣ କରୁଥିଲେ ମଧ୍ୟ ଏବେ ଦାଖଲ ଆରମ୍ଭ ହୋଇନାହିଁ। ଯାହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଆସନ୍ତାକାଲି ଅର୍ଥାତ ୪ ସେପ୍ଟେମ୍ୱର ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ ହେବ। ସୁଭଦ୍ରା ଯୋଜନା ଫର୍ମ ପୂରଣ ପରେ ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ। ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ଦ୍ୱାରା ନିରୂପିତ ସ୍ଥାନ ଓ କାର୍ଯ୍ୟାଳୟରେ ଫର୍ମ ଦାଖଲ କରାଯିବ।ଅନ୍ୟପଟେ ଏହି ଯୋଜନାର ଲାଭ ପାଇବା  ପାଇଁ ଲୋକମାନେ ଭିଡ ଜମାଉଥିବା ବେଳେ କିଛି ଲୋକ ଆବେଦନ ଶେଷ ହୋଇଯିବ ବୋଲି କହି ଅଧିକ ଭୟଭିତ କରୁଥିବା ନଜର ଆସିଛି। ଯାହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ ପର୍ଯ୍ୟନ୍ତ ଶେଷ ହିତାଧିକାରୀ ପଇସା ପାଇ ନାହାନ୍ତି ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲୁ ରହିବ। ଏନେଇ ଲୋକ ଚିନ୍ତିତ ହୁଅନ୍ତୁ ନାହିଁ। ସେପଟେ ସୁଭଦ୍ରା ଯୋଜନାର ୱେବସାଇଟ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like