-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୧୩ତମ ଖରମୁଣ୍ଡା ଗ୍ରାମାଞ୍ଚଳିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁଭାରମ୍ଭ 

04-Sep-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ପବିତ୍ର ନବାନ୍ନ ଉପଲକ୍ଷେ ୧୩ତମ ଗ୍ରାମାଞ୍ଚଳିକ ଫୁଟବଲ ଟୁର୍ଣ୍ଣାମେଣ୍ଟ ଖରମୁଣ୍ଡା ଠାରେ ଆୟୋଜିତ ହୋଇଛି।ଏ ଅବସରରେ ଖରମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀ ମନୋଜ ପଧାନ ଏବଂ ବାପୁଜୀ ଉଚ୍ଚ ବିଦ୍ୟାଳୟ ଖରମୁଣ୍ଡାର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମହେନ୍ଦ୍ର ଆଚାର୍ଯ୍ୟ ଅତିଥି ଭାବେ ଯୋଗଦାନ କରି ଆୟୋଜକ ତଥା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ।ଖେଳ ମଣିଷର ଦୈନନ୍ଦିନ କାର୍ଯ୍ୟରେ ଏକ ଅଙ୍ଗ ଭାବେ ରହିବା ଉଚିତ, ଯଦ୍ୱାରା ମନ ଫ୍ରଫୁଲ୍ଲିତ ରହିବା ସହ ସ୍ୱାସ୍ଥ୍ୟ ଭଲ ରହେ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଅତିଥି ଶ୍ରୀ ପଧାନ ଏବଂ ଶ୍ରୀଯୁକ୍ତ ଆଚାର୍ଯ୍ୟ ଫୁଟବଲ ଖେଳକୁ ଉଦଘାଟନ କରିଥିଲେ। ଆଜି ପ୍ରଥମ ଦିବସରେ ବିଭିନ୍ନ ଅଞ୍ଚଳର ସମୁଦାୟ ୪ ଟି ଦଳ ଅଂଶଗ୍ରହଣ କରିଥିଲେ।ଆଇମାଲ ,ପତେଇପାଲି,ଅମାପତ୍ରା ଏବଂ ବିଜେପୁର ମଧ୍ୟରୁ ପତେଇପାଲି ସେମିଫାଇନାଲ କୁ ଉତ୍ତୀର୍ଣ୍ଣ ହୋଇଥିଲାବେଳେ, ଖେଳକୁ ପରିଚାଳନା କରିଥିଲେ ସଚିତାନନ୍ଦ ପଧାନ,ତରଣୀ ଲୁହା, ଗୈାରାଙ୍ଗ ପାଣ୍ଡେ, ସ୍ୱାଧୀନ ମଲ୍ଲିକ,ଅଜୟ ପଧାନ ଓ ଧରମ ବୁଡେକ। ଆସନ୍ତାକାଲି ଘମାଘୋଟ ଫୁଟବଲ ଖେଳର ଲଢେଇ ହେବାର ସମ୍ଭାବନା ରହିଛି ବୋଲି ଆୟୋଜକ ମାନଙ୍କ ଠାରୁ ପ୍ରକାଶ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like