-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ବାଘଛାଲ କାରବାର ବେଳେ ବନ ବିଭାଗର ଚଢ଼ାଉ: ବନ୍ଧୁକ ସହ ବାଇକ ଜବତ, ୩ ଗିରଫ

04-Sep-2024



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): ବାଘଛାଲ କାରବାର ସମୟରେ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି କନ୍ଧମାଳ ଜିଲା ଫୁଲବାଣୀ ବନ ବିଭାଗ। ଅଭିଯୁକ୍ତ ମାନଙ୍କ ଠାରୁ ବନ କର୍ମଚାରୀମାନେ ଏକ କଲରାପତରିଆ ବାଘ ଛାଲ, ବନ୍ଧୁକ, କୁଟୁରା ମୁଣ୍ଡ ଏବଂ ୨ଟି ବାଇକ୍‌ ଜବତ କରିଛି। ଗୁଦାରୀ ଗ୍ରାମ ନିକଟରେ ବାଘ ଛାଲ ଡିଲ୍ ଚାଲିଥିବା ବେଳେ ବନ ବିଭାଗ କର୍ମଚାରୀମାନେ ଅଭିଯୁକ୍ତ ମାନଙ୍କୁ ମାଡ଼ି ବସିଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ସଦର ଥାନା ଅନ୍ତର୍ଗତ ଦଡ଼ିକ ଅଞ୍ଚଳର ପ୍ରଭାତ ମଲିକ(୩୫) ,ଖଜୁରିପଡ଼ା ଥାନା ଅନ୍ତର୍ଗତ ପାକାଡ଼ାମ୍ବା ଗ୍ରାମର ତ୍ରିନାଥ କହଁର(୫୬) ଏବଂ ଗୁମୁରିଖୋଲ ଅଞ୍ଚଳର ସଂଜୟ ମଲିକ (୪୪)। ଏହି ଅଭିଯୁକ୍ତମାନେ ମାନେ ଜଣେ ଜଣେ ପେଶାଦାର ଶିକାରୀ ବୋଲି ସୂଚନା ମିଳିଛି। ଅଭିଯୁକ୍ତ ମାନଙ୍କ ନାମରେ ଅନ୍ୟ କେଉଁ ମାମଲା ରହିଛି ତାହାକୁ ନେଇ ମଧ୍ୟ ତଦନ୍ତ କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।ଏଥିରେ ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ୍‌, ଏସିଏଫ୍‌ ମଳୟରଂଜନ କାଲୋ ଏବଂ ସ୍ୱେତଲିନା ସାହୁ ଓ ବନାଞ୍ଚଳ ଅଧିକାରୀ ଶିବାନନ୍ଦ ଲେଙ୍କା, ବନପାଳ ସରୋଜ ମିଶ୍ର, ପ୍ରେମାନନ୍ଦ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଗତ ଜୁଲାଇ ୨୦ ତାରିଖରେ ମଧ୍ୟ ଟିକାବାଲି ଅଞ୍ଚଳରୁ ବନ କର୍ମଚାରୀମାନେ ବାଘଛାଲ ସହିତ ବନ୍ଧୁକ ଓ ଅନ୍ୟ ବହୁ ସାମଗ୍ରୀ ମଧ୍ୟ ଜବତ କରିଥିବା ବେଳେ ୬ ଜଣଙ୍କୁ ଗିରଫ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like