-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୁମାରକେଳି ସ୍କୁଲରେ ଏଚଆଇଭି ଏଡ଼ସ ସଚେତନ କାର୍ଯ୍ୟକ୍ରମ

04-Sep-2024



ଉଲୁଣ୍ଡା, ତା ୪/୯(ପ୍ରେରଣା ଖବର)  : ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଜୁନିଅର ରେଡ଼କ୍ରସ ୟୁନିଟ ଆନୁକୂଲ୍ୟରେ  ଏଚଆଇଭି /ଏଡ଼ସ ଓ ଡେଙ୍ଗୁ ରୋଗ ଉପରେ ଏକ ସଚେତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ହୃଷିକେଶ ଚାନ୍ଦ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଆଲୋକ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ୟ ରେ ଛାତ୍ର ଜୀବନ ରେ ଶୃଙ୍ଖଳା, ଉତ୍ତମ ବ୍ୟବହାର ଗଠନ ତଥା ଆତ୍ମ ସଚେତନ ର କୌଶଳ କିପରି ଜଣେ ଛାତ୍ରକୁ ଏକ ଉତ୍ତମ ବ୍ୟକ୍ତିତ୍ୱ ରେ ପରିଣତ କରିଥାଏ, ସେ ଉପରେ ଉପଦେଶ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗେଶ୍ୱର ଦାଶ ଓ ମୁକେଶ ଭୋଇ ଯୋଗଦାନ କରି ସ୍ୱାସ୍ଥ୍ୟ ହିଁ ଅମୁଲ୍ୟ ସମ୍ପଦ ଏବଂ ପ୍ରତ୍ୟେକ ଛାତ୍ର କୁ ଉପଯୁକ୍ତ ବାତାବରଣ ଯୋଗେଇଦେବା ଉପରେ ମତ ବ୍ୟକ୍ତ କରିଥିଲେ l ଜୁନିଅର ରେଡ଼କ୍ରସ ଅଫିସର ସୁବର୍ଣ୍ଣପୁର ଶ୍ରୀଯୁକ୍ତ ରବିଚନ୍ଦ୍ର ପଶାୟତ ସଚେତନ ହିଁ ନିରୋଗ ରହିବା ର ମୁଖ୍ୟ ଅସ୍ତ୍ର ବୋଲି ମତବ୍ୟକ୍ତ କରିବା ସହ, ଏଡ଼ସ ଭଳି ମାରାତ୍ମକ ରୋଗ ରୁ ନିଜକୁ ଦୁରେଇ ରଖିବା ପାଇଁ ବିଦ୍ୟାଳୟ ସ୍ତର ରୁ ପିଲାଙ୍କୁ ସଚେତନ କରିବା ର ଆବଶ୍ୟକତା ରହିଛି ଏବଂ ମହାବିଦ୍ୟାଳୟ ଭଳି ବିଦ୍ୟାଳୟ ସ୍ତର ରେ ମଧ୍ୟ ରେଡ ରିବନ କ୍ଲବ ଖୋଲାଯିବାର ଲକ୍ଷ୍ୟ ସହ, ଆଜି ଏହି ବିଦ୍ୟାଳୟ ରୁ ଏ କାର୍ଯ୍ୟକ୍ରମ କୁ ଆରମ୍ଭ କରାଯିବ ବୋଲି ସୂଚନା ପ୍ରଦାନ କରିଥିଲେ lସୋନପୁର BCC ଗୋପେଶ ପଣ୍ଡା ପ୍ରାଥମିକ ଚିକିତ୍ସା ତଥା ଜୀବନ କୌଶଳ ସମ୍ବନ୍ଧରେ ଉପସ୍ଥିତ ଛାତ୍ର ଛାତ୍ରୀ ଓ ଅଭିଭାବକ ଙ୍କୁ ନମୁନା ପ୍ରଦର୍ଶନ କରିଥିଲେ lଗ୍ରାମୋତ୍ଥାନ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରତାପ ପଧାନ ଗ୍ରାମାଞ୍ଚଳ ରେ ଶୈକ୍ଷିକ ଉନ୍ନତି ପାଇଁ ସଂସ୍ଥା ର କାର୍ଯ୍ୟଧାରା ଉପରେ ଆଲୋକପାତ କରିଥିବା ବେଳେ  ସ୍ଥାନୀୟ ମହଦା ସରପଞ୍ଚ ପ୍ରତିନିଧି ଶ୍ରୀଯୁକ୍ତ ପ୍ରଦୀପ ଶତପଥୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇବିଦ୍ୟାଳୟ ର ସର୍ବାଙ୍ଗୀନ ଉନ୍ନତି ପାଇଁ ପ୍ରତ୍ୟେକ ଅଭିଭାବକ ଙ୍କ ଗୁରୁଦାୟିତ୍ୱ ରହିଛି ବୋଲି ମତବ୍ୟକ୍ତ କରିଥିଲେ l ନିମନ୍ତ୍ରିତ ଅତିଥି ଙ୍କ ଦ୍ୱାରା ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ଲିଖିତ ସୃଜନାତ୍ମକ ପ୍ରାଚୀର ପତ୍ର 'ମହକ' ର ଉନ୍ମୋଚନ କରାଯାଇଥିଲା ତତ ସଙ୍ଗେସଙ୍ଗେ ସ୍କୁଲ ର ନାମ ଫଳକ ଉଦଘାଟନ ଏବଂ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା l ଅବିଭାବିକା ମାନଙ୍କ ମଧ୍ୟରେ ଏକ ରଙ୍ଗୋଲି ଓ ଝୋଟିଚିତ୍ର ର ପ୍ରତିଯୋଗିତା କରାଯାଇ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।

ଶେଷରେ ଛାତ୍ରଛାତ୍ରୀ ଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ବିଦ୍ୟାଳୟ ର ସହକାରୀ ଶିକ୍ଷକ ନରେନ୍ଦ୍ର ନାଗ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ଭରତ ହରିପାଲ ଧନ୍ୟବାଦ ଅର୍ପଣ କରିଥିଲେ l ଅଚ୍ୟୁତ ରଣା ଙ୍କ ନେତୃତ୍ୱ ରେ ସାଂସ୍କୃତିକ କାର୍ଯ୍ୟକ୍ରମ , ଖିରେନ୍ଦ୍ର ରଣା ଙ୍କ ନେତୃତ୍ୱ ରେ ପ୍ରାଚୀର ପତ୍ର, ଶିବରାମ ଚାନ୍ଦ, ଦିଲ୍ଲୀପ ପଣ୍ଡା ଓ ସତ୍ୟନାରାୟଣ ମେହେର ଙ୍କ ନେତୃତ୍ୱ ରେ ସଚେତନ ରାଲି ଅନୁଷ୍ଠିତ ହୋଇଥିଲା  l ବିଦ୍ୟାଳୟ ପରିଚାଳନା କମିଟି ର ପ୍ରତ୍ୟେକ ସଦସ୍ୟ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like