-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ନୂଆଁଖାଇ ଭାର ପହଞ୍ଚିଲା ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିରରେ 

04-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁର ଉପଖଣ୍ଡ ଅଧିନସ୍ଥ ପାଇକମାଲ ବ୍ଲକ୍  ଝିଟିକି ଗ୍ରାମରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ନୁଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିରକୁ ଆସିଲା ସାଲିଆନା ଭାର । ଝିଟିକି ଗ୍ରାମର ଚାଷୀ ମାନଙ୍କ ସହ ସମଗ୍ର ଗ୍ରାମବାସୀ ପ୍ରାୟ ୩୦୦ ପରିବାର ଗାଁରେ ଘର ଘର ବୁଲି ସଂଗ୍ରହ ନୂଆଁଖାଇ ଭୋଗ ସଂଗ୍ରହ କରିଥିଲେ । ବୁଧବାର ପ୍ରାୟ ୪୦ ଜଣ ଗ୍ରାମବାସୀ ଚାଉଳ ୨ କୁଇଣ୍ଟାଲ ୫୧  କେଜି, ମୁଗ ସାଢେ ୫ କେଜି, ଘିଅ ଏକ କେଜି, ଗୁଡ ୨ କେଜି, ଲୁଣ ୫ କେଜି ମାଖନ ୧୦ ଗୋଟି ନଡ଼ିଆ ୫ଗୋଟି ଓ ଅନ୍ୟପନି ପରିବା ସହ ଅଙ୍ଗୁର କଦଳୀ ଭାରରେ ଆଣି ଶ୍ରୀଶ୍ରୀ ନୃସିଂହନାଥ ମନ୍ଦିରର ଭଣ୍ତାର ମହୁରୀ ସତ୍ୟ ପୁରୋହିତ ତଥା ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନଙ୍କ ପାଖରେ ଜମା ଦେଇଛନ୍ତି । ହରି ଧରୁଆ, ମେନେଜର ଧରୁଆ, ବ୍ରହ୍ମ ଧରୁଆ, ଅପିଁନ ଭୋଇ ପ୍ରମୁଖଙ୍କ ସହ ୪୦ ଜଣ ଗ୍ରାମବାସୀ ସାଲିଆନା ଭାର ସହ  ଆସିଥିଲେ । ସେମାନେ ସମସ୍ତେ ନୃସିଂହ ମହାପ୍ରଭୁଙ୍କୁ ଦର୍ଶନ କରି ଅନ୍ନ ପ୍ରସାଦ ଖାଇ ଖୁସିରେ ଘରକୁ ଫେରିଥିଲେ । ହରି ଧରୁଆଙ୍କୁ ଏନେଇ ପଚାରିବାରୁ ଆମେ ଆଣୁଥିବା ଜିନିଷ ନୂଆଁଖାଇ ଦିନ ଠାକୁରଙ୍କ ଠାରେ ଭୋଗ ଲଗାଯାଇ ଭକ୍ତ ମାନଙ୍କୁ ଅର୍ଣ୍ଣ ପ୍ରସାଦ ବଣ୍ଟା ଯାଉଥିବାରୁ ପ୍ରତିବର୍ଷ ଆମେ ସାଲିଆନା ଭାର ମନ୍ଦିରକୁ ଆଣିଥାଉ ବୋଲି ମତବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like