-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||     

HOME   ଜିଲ୍ଲା

ପ୍ରଦୀପ ଚାନ୍ଦ ଙ୍କ ବିୟୋଗରେ ଚାନ୍ଦ ରଥଯାତ୍ରା କମିଟି ର ଶୋକସଭା

04-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ଚାନ୍ଦ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠାତା ପ୍ରଦୀପ କୁମାର ଚାନ୍ଦଙ୍କ ଅକାଳ ବିୟୋଗରେ ଚାନ୍ଦ ମନ୍ଦିର ରଥଯାତ୍ରା ପାଳନ କମିଟି ସଦସ୍ୟ ମାନଙ୍କ ଏକ ଶୋକସଭା ଗତକାଲି ସଂଧ୍ୟା ୭ ଟା ରେ ମନ୍ଦିର ପ୍ରାଙ୍ଗଣରେ ସୁଧୀର କୁମାର ତ୍ରୀପାଠୀ ଙ୍କ ଆବାହକତ୍ଵ ରେ ଅନୁଷ୍ଟିତ ହେଇ ଯାଇଚି। ରଥ ଯାତ୍ରା ପାଲନ କମିଟି ସଦସ୍ୟ ଅଶୋକ କୁମାର ଚାନ୍ଦ, ଅନିଲ ଠାକୁର, ରାଜକୁମାର ମିଶ୍ର, ସୁଧାନିଧି ହୋତା, ଛୟାକାନ୍ତ ସହୁ , ସତ୍ୟନାରାୟଣ ଶତପଥି , ବୁଲୁ ବେହେରା, ଜୟଚନ୍ଦ୍ର ପଟେଲ, ରଞ୍ଜିତ ପଣ୍ଡା, ଗୋପବନ୍ଧୁ ଶତପଥୀ, କୃଷ୍ଣ ଚନ୍ଦ୍ର ମିଶ୍ର , ଦେବେନ୍ଦ୍ର ଶତପଥୀ , ବଳରାମ ବେହରା ପ୍ରମୁଖ ସ୍ବର୍ଗତ ଚାନ୍ଦ ଙ୍କ ବହୁ ମୁଖି ପ୍ରତିଭାକୁ ସ୍ମରଣ କରି ବକ୍ତବ୍ୟ ରଖିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ଆରମ୍ଭ କରିଥିବା ପ୍ରୟାସକୁ ଫଳବତୀ କରି ଅଗକୁ ମଧ୍ଯ ସହ ଯୋଗ କରିବାକୁ ନିଷ୍ପତ୍ତି ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026

You Might Also Like