-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (28-Jul-2026)       ||      ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||     

HOME   ଜିଲ୍ଲା

ତିନି ଦିନିଆ ଗୋ ପରିଚାଳନା ତାଲିମ ଶିବିର

05-Sep-2024



ହରଭଙ୍ଗା(ସାଶ୍ୱତ କୁମାର ଦାସ): ଗୋ ସୁରକ୍ଷା, ଗୋ ବଂଶ ରକ୍ଷା ଓ ଗୋ ପାଳନ କରି ସ୍ୱାବଲମ୍ବୀ ହେବା ପାଇଁ ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ରାମଗଡ ପଂଚାୟତ କାର୍ଯ୍ୟାଳୟ ସଭାଗୃହ ଠାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଆନୁକୂଲ୍ୟରେ ମା ବୁଢ଼ୀ ବାଉରୀ ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଲିଃ କୁ ନେଇ ତିନି ଦିନିଆ ଗୋ ପରିଚାଳନା ଦକ୍ଷତା ତାଲିମ ଶିବିର ଆଜି  ଉଦଘାଟିତ ହୋଇଯାଇଛି l ଉଦ୍ଘାଟନୀ ଦିବସରେ ରାମଗଡ ପଂଚାୟତ ସରପଞ୍ଚ ପ୍ରବାସିନୀ ଯୋଶୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ସମ୍ବଲପୁର, ବରଗଡ଼, ଝାରସୁଗୁଡା, ଦେବଗଡ, ସୋନପୁର ଓ ବୌଦ୍ଧ ଆଦି 6ଗୋଟି ଜିଲ୍ଲାର ଦାୟିତ୍ୱ ନିଭାଉଥିବା   ଓମଫେଡ଼ ଜୋନାଲ ମ୍ୟାନେଜର ଡା. ସରୋଜ କୁମାର ସାହୁ, ହରଭଙ୍ଗା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ପ୍ରିୟବ୍ରତ ବେହେରା ଉପସ୍ଥିତ ରହି ଥିଲେ l ଏହି ତାଲିମ ଶିବିର ଚାରିଛକ ଓମଫେଡ଼ ର ମାର୍ଗ ଦର୍ଶକ ଅମୁଲ୍ୟ ଓଝା ମଞ୍ଚ ପରିଚାଳନା କରିଥିଲେ l ଡା. ବେହେରା ଦୁଧିଆଳୀ ଗାଈ ସୁରକ୍ଷା ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି, ଗାଈ ର ଯତ୍ନ ଉତ୍ତମ ମାନର କ୍ଷୀର ଉପରେ ତାଲିମ ଦେବା ସହ ଗୋ ପାଳନ କରି ଆର୍ଥିକ ଅଭିବୃଦ୍ଧି ସ୍ୱଚ୍ଛଳ ଉପରେ ମତ ରଖିଥିବା ବେଳେ ଡା. ଶ୍ରୀ ସାହୁ ଚାଷୀଙ୍କୁ ସରକାରୀ ଯୋଜନା ଉପରେ ତାଲିମ ଦେବା ସହିତ ଚାଷୀ ଙ୍କ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ୱl ରୋପ ମତ ଦେଇଥିଲେ l ମା ବୁଢ଼ୀ ବାଉରୀ ଦୁଗ୍ଧ ଉତ୍ପାଦକ ସମବାୟ ସମିତି ଲିଃ 2021ମସିହା ଜାନୁୟାରୀ ମାସ ଏକ ତାରିଖ ରେ ଗଠିତ ହୋଇଥିବା ବେଳେ ଏହି ସମବାୟ ସମିତି ରୁ ପ୍ରତିଦିନ ପ୍ରାୟ 400ଲିଟର କ୍ଷୀର ଉତ୍ପାଦନ ହେଉଥିବା ସହିତ ଚାରିଛକ ଦୁଗ୍ଧ ସିଲତ ଭଣ୍ଡାର ରେ ଏକ ନଂ ସ୍ଥାନ ଅଧିକାର କରିଛି l ଏହି ଶିବିରରେ ସମିତିର 50ରୁ ଉର୍ଦ୍ଧ ଚାଷୀ ତାଲିମ ନେଇଥିବା ବେଳେ ସମିତିର ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ଯୋଶୀ ସମ୍ପୂର୍ଣ ସାହାଯ୍ୟ ସହଯୋଗ କରିଥିଲେ ଓ ଏହି ତାଲିମ ଶିବିର ତିନିଦିନ ଧରି ଚାଲିବା ନେଇ ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଲକ ଠାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   28-Jul-2026
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026

You Might Also Like