-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ଜମରତଲା ରେ ଗୁରୁଦିବସ ପାଳନ 

05-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମତିଥି ଅଵସରରେ ସ୍ଥାନୀୟ ଜମରତଲା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜେଶ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l  ପ୍ରଥମେ ମୂଖ୍ୟ ଅତିଥି ଅବସର ପ୍ରାପ୍ତ ଶିକ୍ଷକ କୁଞ୍ଜରାଜ ବରିହା,ଅନ୍ୟତମ ଅତିଥି ଅବସର ପ୍ରାପ୍ତ ଶିକ୍ଷକ ଜଳଧର ବିଶ୍ୱାଳ, ସୁରେଶ ସାହୁ,ପ୍ରଧାନ ଶିକ୍ଷକ ଓ ସମସ୍ତ ସହକାରୀ ଶିକ୍ଷକ ରାଧାକ୍ରିଷ୍ଣନଙ୍କ ତୈଳ ଚିତ୍ରରେ ମାଲ୍ୟlର୍ପଣ  କରିଥିଲେ l ସୋହାନି, ଶ୍ରଦ୍ଧାଞ୍ଜଳୀ ଗ୍ରୁପ ଗୁରୁ ବନ୍ଦନା ଗାନ କରିଥିଲେ l ଶ୍ରୀ ରଘୁନାଥ ପୁରୀ ପରିଚୟ ପ୍ରଦାନ ଓ ସଂଯୋଜନା କରିଥିଲେ l ପ୍ରଥମେ ମୂଖ୍ୟ ଅତିଥିଙ୍କୁ ବନ୍ଦନ କରି ସମ୍ବର୍ଦ୍ଧନା ଦିଆଯାଇଥିଲା l ପ୍ରଥମେ ପ୍ରଧାନ ଶିକ୍ଷକ ଉଧେଶ୍ୟ ଜ୍ଞାପନ ସହ ଗୁରୁଦିବସ ଉପରେ ଅଭିଭାଷଣ ପ୍ରଦାନ କରି ପିଲାଙ୍କୁ ଉଚିତ ମାର୍ଗଦର୍ଶନ କରିଥିଲେ l ଉପସ୍ଥିତ ସମସ୍ତ ଅତିଥି ପିଲାଙ୍କୁ ଗୁରୁଦିବସ ପାଳନର ତାତ୍ପର୍ୟ ଗୁରଙ୍କୁ ଭଗବାନ ସ୍ୱରୂପ ସମ୍ମାନ ପ୍ରଦାନ କରିବାକୁ ଉଦବୋଧନ ଛଳରେ ପରାମର୍ଶ ଦେଇଥିଲେ l ସୋହନି ସାହୁ ପ୍ରିୟଙ୍କା ବିଶ୍ଵାଲ, ଶ୍ରଦ୍ଧାଞ୍ଜଳି, ହିତାକାଂକ୍ଷୀ ଆଦି ଛାତ୍ର ଛାତ୍ରୀ ବତ୍କୃତା ଓ ପ୍ରାଚୀ, ଡାଇନାମିଷ୍ଟି ସଂଗୀତ,ଆସ୍ତା ପ୍ରମୁଖ ସଂଗୀତ ପରିବେଷଣ କରିଥିଲେ l ଶିକ୍ଷକ ଘନଶ୍ୟlମ ସାହୁ, ସାନନ୍ଦ ମହାନନ୍ଦ, ବୈଷ୍ଣବ ସୁନା, କିରାଣୀ ଉପେନ୍ଦ୍ର ପାତ୍ର, କୁଳମଣି ପ୍ରଧାନ, ରୂପଧର ନାୟକ, ଭୀଷ୍ମଦେବ ବାରିକ ମଂଚାସୀନ ଥିଲେ l ରଘୁନାଥ ପୁରୀ ଧନ୍ୟବାଦ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like