-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଗୁରୁ ସମଗ୍ର ସମାଜ ନିମନ୍ତେ ମାର୍ଗଦର୍ଶକ

05-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିବାରର ସମସ୍ତ ସଦସ୍ୟ ସଦସ୍ୟା, ପରିଚାଳନା କମିଟିର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟ ସଦସ୍ୟା,   ତଥା ଅବସରପ୍ରାପ୍ତ ଗୁରୁବୃନ୍ଦ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଗୁରୁ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରା, ଅବସରପ୍ରାପ୍ତ ଶିକ୍ଷକ ଶରତ ଚନ୍ଦ୍ର ପାଣ୍ଡେ,  ଜୀବର୍ଦ୍ଧନ ସାହୁ, ଗଣପତି ପଧାନ, ଦିଲ୍ଲୀପ କୁମାର ଯୋଶୀ, ନିରଞ୍ଜନ ପଧାନ, ପରିଚାଳନା କମିଟି ଅଧ୍ୟକ୍ଷ ସୁଶାନ୍ତ ଗଡତିଆ ଓ ଶିକ୍ଷକ ମୋହନ ପଧାନ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୀବନର ସ୍ମୃତି ଚାରଣ କରିବା ସହ ଗୁରୁଙ୍କୁ ସମଗ୍ର ସମାଜର ମାର୍ଗଦର୍ଶକ ଭାବରେ ମତ ବ୍ୟକ୍ତ କରିଥିଲେ । ଶିକ୍ଷକ ପଞ୍ଚାନନ ମାଝୀ ସ୍ବାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ମାଗିଧର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ସୁବଳ ଠାକୁର, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ମନୋଜ କୁମାର ପାଢୀ, ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ, ନିହାରୀକା ଯୋଶୀ, ମୋନାଲିସା ଠାକୁର, ସ୍ଵପ୍ନାରାଣୀ ଭୋଇ, ସସ୍ମିତା ସାହୁ, କନିଷ୍ଠ ସହାୟକ ବୈଲୋଚନ ସେଠ ଏବଂ ଭୋଳାନାଥ ଛତର କାର୍ଯ୍ୟକ୍ରମରେ ସହାୟତା କରିଥିଲେ । ସ୍ଵଚ୍ଛତା ପକ୍ଷ ପାଳନ ଅବସରରେ ନିକଟସ୍ଥ ବଇଦପାଲି ଗ୍ରାମରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀଙ୍କ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like