-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀରେ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ପ୍ରଦାନ

05-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରେ ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜଙ୍କ ଆଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ଭୋଇଙ୍କ ଉପସ୍ଥିତିରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ କନ୍ଧମାଳ ଓ ଜିଲ୍ଲା ପ୍ରଶାସନ କନ୍ଧମାଳ ପକ୍ଷରୁ କନ୍ଧମାଳ ଜିଲ୍ଲାର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଏକ ସହାୟତା ରାଶି ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ଭୋଇ, ଜିଲ୍ଲା ଶ୍ରମ ଅଧିକାରୀ, କଲ୍ୟାଣ, କନ୍ଧମାଳ, ଶ୍ରୀମତୀ ମୋନାଲିସା ଜେନା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ, କନ୍ଧମାଳ, ଶ୍ରୀ ପ୍ରଭାକର ମହାରଣା ଉପସ୍ଥିତରହି ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ପ୍ରଦାନ କରିଥିଲେ | ଏହି ପରିପ୍ରେକ୍ଷୀରେ ଜିଲ୍ଲାର ବିଭିର୍ଣ୍ଣ ଶ୍ରେଣୀର ୫୪ ଜଣ ନିର୍ମାଣ ଶ୍ରମିକଙ୍କୁ ୭୬,୨୫,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି | ସେଥ୍‌ମଧ୍ୟରୁ ୨୧ ଜଣ ହିତାକାରୀଙ୍କୁ ବିବାହ ସହାୟତା ବାବଦକୁ ୧୦,୨୫,୦୦୦ ଟଙ୍କା, ୩୩ ଜଣ ନିର୍ମାଣ ଶ୍ରମିକ କାର୍ଡ ଧାରୀଙ୍କ ପରିବାର ବର୍ଗଙ୍କୁ ମୃତ୍ୟୁ କାଳୀନ ସହାୟତା ବାବଦକୁ ୬୬,୦୦,୦୦୦ ଟଙ୍କା ଏବଂ ୨୮ ଜଣ ପରିବାର ବର୍ଗଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦକୁ ୧, ୪୦,୦୦୦ ଟଙ୍କା ସହାୟତା ପ୍ରଦାନ କରଯାଇଛି | ଏହାକୁ ଜମି ଚେକ ଜରିଆରେ ପ୍ରଦାନ କରାଯାଇଛି ଏବଂ ଉକ୍ତ ସହାୟତା ରାଶି ଖୁବ ଶୀଘ୍ର ସେମାନଙ୍କ ବ୍ୟାଙ୍କ ଖାତା କୁ ଡି. ବି. ଟି ମାଧ୍ୟମରେ ପଠାଇଦିଆଯିବ ବୋଲି ଜିଲ୍ଲା ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like