-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ଗୁରୁଦିବସ ସହିତ ଅବସର ପ୍ରାପ୍ତ ଶିକ୍ଷକଙ୍କୁ ବିଦାୟ ସମର୍ଦ୍ଧନା

05-Sep-2024



ବରଗଡ଼/ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ କେ.ଆର୍.ପି.ଉଚ୍ଚ ବିଦ୍ୟାଳୟ, ବାଜେନମୁଣ୍ଡା ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଜାପତି ବାରିକଙ୍କ ସଭାପତିତ୍ବରେ ଗୁରୁଦିବସ ସହିତ ଅବସର ପ୍ରାପ୍ତ ଶିକ୍ଷକ ଦ୍ବୟଙ୍କ ବିଦାୟ ସମ୍ବର୍ଧନା ଉତ୍ସବ ପାଳିତ ହୋଇଯାଇଛି। ସର୍ବ ପ୍ରଥମେ ଅତିଥି ମାନଙ୍କଦ୍ୱରା ଦୀପ ପ୍ରଜ୍ଜ୍ୱଳନ ସହିତ ଡ . ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ସଭା କାର୍ଯ୍ଯ ଆରମ୍ଭ ହୋଇଥିଲା। ସହକାରୀ ଶିକ୍ଷକ ନବୀନ ଚନ୍ଦ୍ର ମେହେର ସଭା ପରିଚାଳନା କରିଥିବାବେଳେ ସ୍ଥାନୀୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଜାପତି ବାରିକ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ। ବରିଷ୍ଠ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ମେହେର ଗୁରୁଙ୍କ ମହିମା ଓ ଗୁରୁ ଶିଷ୍ୟ ପରମ୍ପରା ଉପରେ ବକ୍ତବ୍ୟ ରଖିଥିଲେ। ଉକ୍ତ ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ଜୟଦେବ ବେହେରା ଓ ଶ୍ରୀଯୁକ୍ତ ବିଦ୍ୟାଧର ସାହା, ସହକାରୀ ଶିକ୍ଷକ ଚନ୍ଦ୍ରଶେଖର ବାରିକ, ବିଜ୍ଞାନ ଶିକ୍ଷକ ବୁଦ୍ଧଦେବ ବଡଗୁଛିଆ,ମୁକେଶ ବଗର୍ତ୍ତି, ହିନ୍ଦୀ ଶିକ୍ଷକ ପ୍ରସନ୍ନ କୁମାର ମେହେର, ଖେଳ ଶିକ୍ଷକ ଜ୍ଞାନ ଚାନ୍ଦ ଲୋହର୍,କିରାଣୀ ପ୍ରେମାନନ୍ଦ ବାରିକ ମଞ୍ଚାଶିଲ ଥିଲେ । ଛାତ୍ରୀ ପୁଜା ସୁନା, କାୟଲ ବାଙ୍କ,ସୁନନ୍ଦା ସୁନା,ସୀମା ସୁନା  ବକୃତା ରଖିଥିବା ବେଳେ ବର୍ଷା କୁମ୍ଭାର,ଝୁମି ସୁନା,ସଙ୍ଗୀତ ପୂର୍ବକ ଗୁରୁ ବନ୍ଦନା କରିଥିଲେ । ସମ୍ମାନିତ ଅତିଥି ଦ୍ବୟ ଛାତ୍ର ଛାତ୍ରୀ ମାନଙ୍କୁ ଗୁରୁଦିବସ ପାଳନର ତାତ୍ପର୍ଯ୍ୟ,ଗୁରୁଙ୍କୁ ଭଗଵାନ ସ୍ୱରୂପ ସମ୍ମାନ ପ୍ରଦାନ ଓ ଉଚିତ୍ ମାର୍ଗ ଦର୍ଶକ ଆଦି ଉଦବୋଧନ ଶୈଳୀରେ ପରାମର୍ଶ ଦେଇଥିଲେ।ଏହାପରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଦ୍ବୟ ଶ୍ରୀଯୁକ୍ତ ଜୟଦେବ ବେହେରା ଓ ବିଦ୍ୟାଧର ସହାଙ୍କୁ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଜାପତି ବାରିକ ଓ ସହକାରୀ ଶିକ୍ଷକ ଚନ୍ଦ୍ରଶେଖର ବାରିକ ଉତ୍ତରୀୟ ଓ ହିନ୍ଦୀ ଶିକ୍ଷକ ପ୍ରସନ୍ନ କୁମାର ମେହେର ମାନପତ୍ର ପଠନ ପୂର୍ବକ ପ୍ରଧାନ କରିଥିଲେ । ବୁଦ୍ଧଦେବ ବଡଗୁଛିଆ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଶେଷରେ ଛାତ୍ର ଛାତ୍ରୀଗଣ ଏକ ସୁନ୍ଦର ଉପହାର ଗୁରୁଜନଙ୍କୁ ପ୍ରଦାନ କରି ଗୁରୁପୁଜନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like