-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପ୍ରଦୂଷଣମୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବରଗଡ଼ ଇମ୍ପରିଆଲ୍ କଲେଜର ଅଭିନବ ପ୍ରୟାସ :  ପରିବେଶ ଅନୁକୂଳ ଗଣେଶ ମୂର୍ତ୍ତି ବିତରଣ 

05-Sep-2024



ବରଗଡ଼ (ନିରଞ୍ଜନ ତ୍ରିପାଠୀ): ପରିବେଶକୁ ଆକର୍ଷଣୀୟ କରିବା ସହିତ ଏକ  ପ୍ରଦୂଷଣମୁକ୍ତ ପରିବେଶ ସୃଷ୍ଟି କରିବା ଆଭିମୁଖ୍ୟ ନେଇ ବରଗଡ଼ ସ୍ଥିତ ଇମ୍ପରିଆଲ୍ କଲେଜଠାରେ ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତିର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରୋନକ ଅଗ୍ରୱାଲଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ସାଇନ୍ସ ଇନଷ୍ଟିଚ୍ୟୁଟ, ସଂସ୍କାର ଇଣ୍ଟରନେସନାଲ ସ୍କୁଲ, ସତିହାରୀ ବାଳିକା ବିଦ୍ୟାଳୟ, ନିଲଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଆଇଆଇଏଚଟି ବରଗଡ଼, ଭଟଲି ଶାନ୍ତି ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ତେଜାଗୋଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଟୁକୁର୍ଲ୍ଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଝାଙ୍କରପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନୂଆଗଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭଟଲି ଦଧିବାମନ ମହାବିଦ୍ୟାଳୟ, ଭଟଲି ନିବେଦିତା ପବ୍ଲିକ ସ୍କୁଲ, ବରଗଡ଼ ପାର୍ବତୀଗିରି ମହିଳା ମହବିଦ୍ୟାଳୟ, କୁଇଶିରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଲେହିନିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ, ଖରସଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କୁଲତାପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଙ୍କ ସମେତ ୨୧ ଟି ଶିକ୍ଷାନୁଷ୍ଠାନକୁ ପରିବେଶ ଉପଯୋଗୀ ଗଣେଶ ମୂର୍ତ୍ତି ବିତରଣ କରାଯାଇଥିଲା। କଲେଜର ଚେୟାରମେନ୍ ଦୀପକ ଗୋୟଲ ଓ ଅଧ୍ୟକ୍ଷ ଦୁର୍ଗେଶ ଶତପଥୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ପରିବେଶବିତ୍ ସଂଜୟ ଖମାରୀ ଯୋଗ ଦେଇ ସାଂପ୍ରତିକ ପରିସ୍ଥିତିରେ ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି ପୂଜନର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ।ଅତିଥିଙ୍କ ଗହଣରେ କଲେଜର ଅଧ୍ୟାପକ ଅଧ୍ୟାପିକାଙ୍କ ସମେତ ପ୍ରଗତି କ୍ଲବ୍,ଅଭିବ୍ୟକ୍ତି କ୍ଲବ, ସଂସ୍କୃତି କ୍ଲବ, ସୁଦିତି କ୍ଲବର ସଦସ୍ୟ ସଦସ୍ୟା ଉପସ୍ଥିତ ରହି ପରିବେଶ  ଅନୁକୂଳ ଗଣେଶ ମୂର୍ତ୍ତି ବଣ୍ଟନ କରିଥିଲେ।  ଅଭିବ୍ୟକ୍ତି କ୍ଲବର  ସଂପାଦିକା ଛାତ୍ରୀ ସଞ୍ଚିତା ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କଲେଜର ଚେୟାରମେନ୍ ଦୀପକ ଗୋୟଲ ଧନ୍ୟବାଦ ଅର୍ପଣ କରିଥିଲେ।ପରିବେଶ ଅନୁକୂଳ ଏତାଦୃଶ ଉଦ୍ୟମ ନିମନ୍ତେ ଇମ୍ପରିଆଲ୍ କଲେଜକୁ ବୁଦ୍ଧିଜୀବି ମହଲରୁ ପ୍ରଶଂସାର ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like