-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ଗୁରୁ ଦିବସ

05-Sep-2024



ବଲାଙ୍ଗୀର: ପୃଥ୍ବୀରାଜ ହାଇସ୍କୁଲ ବଲାଙ୍ଗିରର ଗୁରୁ ଦିବସରେ ଆଜି ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ସାମାଜିକ ସାଂସ୍କୃତିକ ସଂଘର ସଦସ୍ୟ ବୃନ୍ଦ ସହଭାଗୀ ହେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହ ପ୍ରଦାନ କରିଥିଲେ ଓ ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ଙ୍କୁ ସମ୍ମାନ ପ୍ରଦର୍ଶନ କରିଥିଲେ । ସଂଘ ଦ୍ବାରା ପ୍ରାୟୋଜିତ ରଚନା ଲିଖନ ଓ ତର୍କ ପ୍ରତିଯୋଗିତାର କୃତକାର୍ଯ୍ୟ ବରିଷ୍ଠ ଓ କନିଷ୍ଠ ବର୍ଗର ଛାତ୍ରମାନଙ୍କୁ ପ୍ରମାଣ ପତ୍ର ସହିତ ଟ୍ରଫି ପ୍ରଦାନ କରାଯାଇଥିଲା, ୨୦୦୨୩ ମସିହା ଉଚ୍ଚ ମାଧ୍ୟମିକ ୧୦ମ ଶ୍ରେଣୀରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହେଇଥିବା ଛାତ୍ର ରତିକାନ୍ତ ପଟେଲ ତଥା ଜାତୀୟ ସ୍ତରରେ ସମର ଶିକ୍ଷାର୍ଥୀ ବାହିନୀ ଦ୍ବାରା ସଂପନ୍ନ ଶିଳା ଆରୋହଣ ପ୍ରତିଯୋଗିତାରେ ପ୍ରଥମ ହେଇଥିବା ବଳରାମ ମେହେରଙ୍କୁ ପ୍ରଶସ୍ତି ପତ୍ର ଓ ସ୍ମାରକୀ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରଧାନ ଶିକ୍ଷକ

ଶ୍ରୀମତି ସନ୍ତୋଷିନୀ ସେଠୀ ସଭାପତିତ୍ବ କରିଥିଲେ,  ଶିକ୍ଷକ ବିକାଶ ସାହୁ ତଥା ସହକର୍ମୀ ବୃନ୍ଦ ସହଯୋଗ କରିଥିଲେ । ସଂଘର ସଭାପତି ରତନ କୁମାର ମହାରଣା,ଉପ ସଭାପତି ରାଜ କିଶୋର ଦାସ, ସମ୍ପାଦକ ଡ଼ଃ ସୁକାନ୍ତ ପୁରୋହିତ, କୋଷାଧ୍ୟକ୍ଷ ବ୍ରଜ ବନ୍ଧୁ ସାଏ ସହିତ ମୋହନ ଗୋପାଳ ପଣ୍ଡା,ସତ୍ୟ ନାରାୟଣ ପଣ୍ଡା, ଭଗବାନ ବଗର୍ତ୍ତି, ସୁରେନ୍ଦ୍ର ସେଠ୍,ସଲିମ୍ ଖାନ୍ ଓ ପ୍ରଦୀପ ମିଶ୍ର ପ୍ରମୁଖ ସଭାରେ ଉପସ୍ଥିତ ଥିଲେ ।
ସଭାରେ ସଂଘର ଦାୟିତ୍ବ ସମ୍ପନ୍ନ ହେଲା ଅନ୍ତେ ସମସ୍ତ ସଦସ୍ୟ ବୃନ୍ଦ ସେମାନଙ୍କୁ ଶିକ୍ଷା ଦାନ କରିଥିବା ଆଠ ଜଣ ଗୁରୁଙ୍କ ବାସ ଭବନକୁ ଯାଇ ସେମାନଙ୍କ ପଦ ବନ୍ଦନା ପୂର୍ବକ ଉପଢ଼ୌକନ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like