-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ଆଇନସେବା ପ୍ରାଧିକରଣ ରୟଗଡା ଦ୍ବାରା ଆଇନ ସଚେତନତା ଶିବିର

05-Sep-2024



ରାୟଗଡା (ସୁପ୍ରିୟା ଷଡଙ୍ଗୀ): ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ସତ୍ୟନାରାୟଣ ଷଡଙ୍ଗୀଙ୍କ ପରାମର୍ଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ସୁବ୍ରତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଆଜି ଗୁରୁବାର ଅପରାହ୍ନ ଘ.୩.୦୦ମି ରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ ରାୟଗଡା ପରିସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ,ରାୟଗଡା ତରଫରୁ “NALSA Scheme, Acid Attack, POCSO Act & Victim Compensation Scheme” ଉପରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଟିତ  ହୋଇଯାଇଛି I ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ରାୟଗଡା ଥାନାର ଏ.ଏସ୍.ଆଇ ରବିନ୍ଦ୍ର କୁମାର ପଣ୍ଡା, ରାୟଗଡା ବାର ଆସୋସିଏସନର ଆଇନଜୀବି ଶ୍ରୀମତି ଶୁଭ୍ରା ପଣ୍ଡା, ଦେବରାଜ ନାଏକ, ରାୟଗଡା ଜିଲ୍ଲା ମୁଖ୍ୟ ଚିକିସାଳୟର ଡ. ଶୁଭଶ୍ରୀ ପାଣିଗ୍ରାହି, ମହିଳା ମହାବିଦ୍ୟାଳୟ ର ଅଧ୍ୟାପକ ଓ ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ ବିଷୟରେ ଅଂଶଗ୍ରହଣ କାରୀ ମାନଙ୍କୁ ବିସୃତ ଭାବରେ ଅବଗତ କରାଇଥିଲେ I  ଉପସ୍ଥିତ ଥିବା ଅନ୍ୟ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଏସିଡ ଆଟାକ, ପୋକ୍ସ ଆକ୍ଟ ଓ ଭିକ୍ଟିମ କମ୍ପେନ୍ସେସନ ସ୍କିମ  ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I  ସର୍ବୋପରି ଏହି କାର୍ଯ୍ୟକ୍ରମରେ ମହିଳା ମହାବିଦ୍ୟାଳୟର ର ଅଧ୍ୟାପକ, ଛାତ୍ରୀ ଓ କର୍ମଚାରୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like