-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   (24-Aug-2026)       ||      ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   (24-Aug-2026)       ||      *ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (24-Aug-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   (24-Aug-2026)       ||      ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   (24-Aug-2026)       ||      ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   (24-Aug-2026)       ||      ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (24-Aug-2026)       ||      ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||     

HOME   ଜିଲ୍ଲା

କଳିଙ୍ଗନଗର ଗୁଳିକାଣ୍ଡକୁ ପୂରିଲା ୧୫ ବର୍ଷ

03-Jan-2021



ଦାନଗଦୀ (ପ୍ରେରଣା ଖବର): ଯାଜପୁର ଜିଲ୍ଲା କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ଆଜି ୧୫ ବର୍ଷ ପୂରିଯାଇଛି। ଏହି ଘଟଣାର ସ୍ମୃତିଚାରଣ ପାଇଁ ଆଜି ଉଭୟ ବିସ୍ଥାପନ ବିରୋଧୀ ଜନମଞ୍ଚ ଓ ବିସ୍ଥାପିତ ଉନ୍ନୟନ ପରିଷଦ ପକ୍ଷରୁ ମିଳିତ ଭାବେ ସଭା କରାଯାଇଥିଲା। କରୋନା କଟକଣା ଯୋଗୁଁ ଆଜି ଶୋଭାଯାତ୍ରା ହୋଇ ନଥିଲା। ଗୁଳିକାଣ୍ଡସ୍ଥଳ ଚମ୍ପାକୋଇଲା ଠାରେ ସମସ୍ତେ ଏକାଠି ହୋଇ ପୂଜାର୍ଚ୍ଚନା ପରେ ଆମ୍ବଗଡ଼ିଆସ୍ଥିତ ବୀରଭୂମି ଠାରେ ସହିଦ ସ୍ତମ୍ଭରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଟାଟା କାରଖାନାର ପାଚେରି ନିର୍ମାଣ ପାଇଁ ଜମି ଅଧିଗ୍ରହଣକୁ ନେଇ ୨୦୦୬ ଜାନୁଆରି ୨ତାରିଖରେ ଆଦିବାସୀ ଓ ପୁଲିସ ସଂଘର୍ଷ ହୋଇଥିଲା। ସେତେବେଳେ ପୁଲିସ ଗୁଳିରେ ୧୩ଜଣ ଆଦିବାସୀ ଟଳି ପଡ଼ିଥିଲେ। ଏଭଳି ଦଃଖଦାୟକ ଘଟଣାର ସ୍ମୃତିଚାରଣ କରିବା ସହିତ ପ୍ରତିବାଦ କରିବା ପାଇଁ ପ୍ରତିବ‌ର୍ଷ ଏହି ଦିନରେ ସହିଦ ଦିବସ ପାଳିତ ହୋଇଆସିଛି। ଆଜି ଆମ୍ବଗଡ଼ିଆ ବୀରଭୂମିରେ ଆଦିବାସୀଙ୍କ ପାରମ୍ପରିକ ପୂଜାର୍ଚ୍ଚନା ପରେ ବିସ୍ଥାପନ ବିରୋଧୀ ଜନମଞ୍ଚର ସଭାପତି ଅମର ସିଂହ ବାନରାଙ୍କ ସଭାପତିତ୍ବରେ ସହିଦ ଦିବସ ଅନୁଷ୍ଠିତ ‌ହୋଇଥିଲା। ଆଦିବାସୀମାନଙ୍କୁ ଟାଟା କମ୍ପାନି ଠକିଥିବା ବେଳେ ଦୀର୍ଘ ୧୫ ବର୍ଷ ହେଲା ବିସ୍ଥାପିତଙ୍କୁ ଚାକିରି ମିଳିନି କିମ୍ବା ଘରଡିହପଟ୍ଟା ମଧ୍ୟ ମିଳିନାହିଁ ବୋଲି ଅଭିଯୋଗ କରାଯାଇଥିଲା। ଯାହା ବି ମିଳିଛି ସବୁ ଲିଜ୍ ପଟ୍ଟା ବୋଲି ଆଦିବାସୀ ନେତା ଚକ୍ରଧର ଆଲଦା ଅଭିଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ - ରାମଧୂନ କ୍ଳବ୍ ଫାଇନାଲ କୁ ପ୍ରବେଶ   24-Aug-2026
  ଜିଲ୍ଲା  
ରାଜ୍ୟ ସ୍ତରିୟ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଇଁ ଚିତ୍ରାଙ୍କନ ଓ ସଙ୍ଗୀତ ପ୍ରତିଯୋଗିତା   24-Aug-2026
  ଜିଲ୍ଲା  
*ଶ୍ରାବଣ ଶେଷ ସୋମବାର ଅବସରରେ କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   24-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ଉଦଯାପିତ   24-Aug-2026
  ଜିଲ୍ଲା  
ବଲାଙ୍ଗିର ସ୍ୱାଭିମାନ ମଂଚ ଗଠନ♦️ ନରସିଂହଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ କଲେ ଆଲୋଚନା♦️ ତୃଣମୁଳ ସ୍ତରର ସମସ୍ୟା ଲୋକଲୋଚନକୁ ଅଣାଯିବ   24-Aug-2026
  ଜିଲ୍ଲା  
ଅଧ୍ୟକ୍ଷାଙ୍କୁ ମିଳିଲା ନିମନ୍ତ୍ରଣ,ବଲାଙ୍ଗୀର ପୌର ପରିଷଦକୁ ୧ କୋଟି ଟଙ୍କା ପୁରସ୍କାର   24-Aug-2026
  ଜିଲ୍ଲା  
ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   24-Aug-2026
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026

You Might Also Like