-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ଯାଳୟରେ ଗୁରୁଦିବସ ପାଳିତ

06-Sep-2024



ବରଗଡ଼/ଅମ୍ବାଭୋନା:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ  ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ଯାଳୟରେ ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପବିତ୍ର ଜନ୍ମତିଥି ଗୁରୁ ଦିବସ ଭାବରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ପ୍ରଥମେ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସମେତ ଛାତ୍ରଛାତ୍ରୀମାନେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ  ଫଟୋଚିତ୍ରରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହାପରେ ବିଦ୍ୟାଳୟର ଶିକ୍ଷାର୍ଥୀମାନଙ୍କଦ୍ବାରା ଗୁରୁ ପୂଜନ କରାଯାଇଥିଲା।ଏହି ଅବସରରେ ରାଧାକ୍ରିଷ୍ଣନଙ୍କ ଜୀବନୀ  ଉପରେ ଶିକ୍ଷାର୍ଥୀମାନଙ୍କ ମଧ୍ୟରୁ ହର୍ଷିତା ସାହୁ,ଜାଗୃତି ପଟେଲ,ପ୍ରିୟଦର୍ଶନୀ ଦେହେରୀ, ପିଆ ପଟେଲ ଶ୍ରୁତି ବଗର୍ତ୍ତି,ଗୋମତୀ ଗଡତିଆ, ନିକିତା, ହୀନା ସା, କରନ୍ ପଟେଲ, ଲିପସାମୟୀ ସା, ନିଜର ବକ୍ତବ୍ୟ ରଖିଥିଲେ। ଛାତ୍ରୀମାନଙ୍କ ମଧ୍ୟରୁ ରୋଶନୀ, ହୀନା, ଶ୍ବେତା, ତମନ୍ନା, ଯସ୍ମିନ, ମାନସୀ, ଦୀପାଞ୍ଜଳୀ, ସୁଲେଶା, ନିକିତା, ବିଜିତା, ପ୍ରକୃତି ଏବଂ ଶିବାନୀ ଗୁରୁ ଭକ୍ତି ଉପରେ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ମୁଖ୍ୟ ଅତିଥି ଭାବରେ ମହିମା ଧର୍ମର ସିଦ୍ଧ ସାଧୁ କାହ୍ନା ଦାସ ନିଜର ଭାବ ଗର୍ଭକ ବକ୍ତବ୍ୟ ଉପସ୍ଥାପନ କରିଥିଲେ।ବିଦ୍ଯାଳୟର ଶିକ୍ଷକ ଶ୍ରୀପତି ସାହୁ,ସଂଜୟ ଖମାରୀ, ତେଜରାମ ସା, ଜ୍ୟୋତିଶ୍ଚନ୍ଦ୍ର ପଧାନ ,ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ,ଅମୂଲ୍ୟ ଭୋଇ,ଈଶ୍ୱର ପଧାନ, ଆଶୁତୋଷ ଭୋଇ,ରଂଜିତ ସାହୁ ,ବୋଧରାମ ବିଶ୍ବାଳ, ଅଶୋକ ଦାସ, ଅମୂଲ୍ୟ ଭୋଇ,ପଦ୍ମଲୋଚନ ବିଶି, ପ୍ରଶାନ୍ତ ମହାପାତ୍ର,ଆଲୋକ ଭୋଇ,ସୌଦାମିନୀ ବାରିକ, ରାଜକୁମାରୀ ଭୁଏ, ସରିତା ପଟେଲ, ରଂଜୁ ବଣିଆ, ତାରାବତୀ ସାହୁ, ଭାରତୀ ସେଠ,ରୁକୁଣୀ ସେଠ, ଅନୀଲ ସିଦାର, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ସଂସ୍କୃତ ଶିକ୍ଷକ ଶ୍ରୀପତି ସାହୁ ସଭା କାର୍ଯ୍ଯ ପରିଚାଳନା କରିଥିବା ବେଳେ ବିଜ୍ଞାନ ଶିକ୍ଷକ ସଂଜୟ  ଖମାରୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like