-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ, ୧୫୬୬ ଜଣଙ୍କୁ ମିଳିଲା ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

06-Sep-2024



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା  ସମାରୋହ  ସ୍ଥାନୀୟ ଟାଉନ ବଏଜ ହାଇସ୍କୁଲ ଖେଳପଡିଆଠାରେ ଅନୁଷ୍ଠିତ ହେଇଛି । ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉତ୍ସବ ଅନୁଷ୍ଠିତ କରା ଯାଇଥିଲା I ଏହି ଉତ୍ସବରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଜିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ , ପୌରାଧ୍ୟକ୍ଷା ଶ୍ରୀମତୀ ଲିକା  ସାହୁ, ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ , ଅତିରିକ୍ତ ଜିଲ୍ଲା ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର, ପ୍ରିନ୍ସିପ୍ଯାଲ ଡିଆଇଇଟ ଜୟପ୍ରକାଶ ଦାସ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟତ୍ରୀ, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ଶିକ୍ଷା କମିଟି ଙ୍କୁ ପୁରସ୍କାର ଦେବା ସହ ଅଭିନନ୍ଦନ ଜଣାଇ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ I ଏହି ଅବସରରେ ୧୨୩ ଜଣଙ୍କୁ ଜିଲ୍ଲାସ୍ତରୀୟ ଛାତ୍ର ଛାତ୍ରୀ ପୁରସ୍କାର, ୧୪୨୧ ଜଣ ବ୍ଲକସ୍ତରୀୟ ଛାତ୍ରଛାତ୍ରୀ  ପୁରସ୍କାର, ୧୩ ଜଣଙ୍କୁ ଓଡିଆ ଭାଷାବୃତି ପୁରସ୍କାର ଏବଂ ୦୯ ଜଣଙ୍କୁ ମେଧା ବୃତି ପୁରସ୍କାର ପ୍ରଦାନ କରାଗଲା I ୧୪ ଟି ବ୍ଲକ ରୁ କୃତୀ ଛାତ୍ର ଛାତ୍ରୀ ତଥା ଶିକ୍ଷକ ଶିକ୍ଷୟତ୍ରୀ ଏହି ଉତ୍ସବ ରେ ପୁରସ୍କୃତ ହେଇଥିଲେ । ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସ୍ୱାଗତ ସଂଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ I ଅତିଥି ମାନେ  ପୁରସ୍କାର ବିତରଣ କରିବା ସହ ଛାତ୍ରଛାତ୍ରୀ ମାନଙ୍କର ଜୀବନରେ ସଫଳତା କାମନା କରିଥିଲେ I ଅତିଥି ମାନେ  ଛାତ୍ରଛାତ୍ରୀ ମାନଙ୍କ ସଫଳ ଜୀବନଯାତ୍ରା ପାଇଁ ପ୍ରେରଣାତ୍ମକ ଉପଦେଶ ଏବଂ ଗୁରୁଙ୍କ ମହତ୍ଵ ବିଷୟରେ ଜଣାଇଥିଲେ I ଉତ୍ସବଟି ବି ଇ ଓ, ଏ ବି ଇ ଓ, ସମସ୍ତ ସି ଆର ସି ସି, ଶିକ୍ଷକ /ଶିକ୍ଷୟତ୍ରୀ ଙ୍କ ସହଯୋଗ ରେ ସଫଳତା ପୂର୍ବକ ଶେଷ ହୋଇଥିଲା I


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like