-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||     

HOME   ରାଜ୍ୟ

ପ୍ରାକ୍ ଐତିହାସିକ ସ୍ଥଳୀ ରାଣୀପୁର ଝରିଆଲ ପିଠର ଉନ୍ନତି ଓ ବିକାଶ ପାଇଁ ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ଆଲୋଚନା

06-Sep-2024



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ):  ଦେଶର ଅନନ୍ୟ ପ୍ରାକ୍ ଐତିହାସିକ ସ୍ଥଳୀ ରାଣୀପୁର ଝରିଆଲ ର ବିକାଶ ଓ ଉନ୍ନତି ପାଇଁ ପର୍ଯ୍ୟଟନ ମନ୍ତ୍ରୀଙ୍କ ସହ ଆଲୋଚନା ହୋଇ ଯାଇଛି।ଓଡିଶା ପର୍ଯ୍ୟଟନ ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଙ୍କ ସହ ଓଡିଶା ବିଧାନସଭା ସ୍ଥିତ ତାଙ୍କ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ତତ୍ତ୍ଵାବଧାନରେ ରାଣୀପୁର ଝରିଆଲ ମନ୍ଦିର ଟ୍ରଷ୍ଟ କମିଟିର ଆବାହକ ଅନିଲ କୁମାର ତ୍ରିପାଠୀ, ବଙ୍ଗୋମୁଣ୍ଡା ବ୍ଲକ ସାଂସଦ

ପ୍ରତିନିଧି ଅନିଲ ନାଏକ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର ଓ ସିନ୍ଧେକେଲା ମଣ୍ଡଲ ବିଜେପି ଯୁବମୋର୍ଚ୍ଚା ଉପ ସଭାପତି ହେମନ୍ତ ସାହୁ , ମୁକେଶ କୁମାର ବାଗ ପ୍ରମୁଖ ଭେଟି ପିଠର ଐତିହାସିକ ମହତ୍ଵ ଓ ଅଞ୍ଚଳର ଲୋକଙ୍କ ଆସ୍ଥା ଓ ବିଶ୍ବାସର ପ୍ରତିକ ଥିବା ପିଠର ବିକାଶ ଓ ଉନ୍ନତି ପାଇଁ ଦାବୀ ଜଣାଇବା ସହ ଆଲୋଚନା ହୋଇଯାଇଛି। ମନ୍ତ୍ରୀ ଶ୍ରୀମତୀ ପରିଡ଼ା ସରକାର ଙ୍କ ଫୋକସରେ ରାଣୀପୁର ଝରିଆଲ ଥିବା ପ୍ରକାଶ କରିବା ସହ ଶିଘ୍ର ବହୁତ ଭଲ ପଦକ୍ଷେପ ନିଆଯିବ ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026

You Might Also Like