-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟାନ୍ବୟନ ପାଇଁ ଜିଲ୍ଲା ପ୍ରଶାସନ ସବୁବେଳେ ତତ୍ପର,  ରାୟଗଡ଼ ଜିଲ୍ଲାପାଳଙ୍କ ପ୍ରେସ ମିଟ /ସାମ୍ବାଦିକ ସମ୍ମିଳନୀ 

06-Sep-2024



ରାୟଗଡ଼(ସୁପ୍ରିୟା ଷଡଙ୍ଗୀ): ସ୍ଥାନୀୟ   ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ସୁଭଦ୍ରା ଯୋଜନା ସମ୍ପର୍କିତ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଥିଲେ । ଏହି ସମ୍ମିଳନୀରେ ଜିଲ୍ଲାପାଳ ଶ୍ରୀମତୀ ପଟାୱରୀ ସୁଭଦ୍ରା ଯୋଜନା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରି କହିଥିଲେ ଯେ ପ୍ରତ୍ୟେକ ଅଙ୍ଗନବାଡି କର୍ମୀ, ପଞ୍ଚାଯତ ଓ ବ୍ଲକସ୍ତରରେ ଏହି ଫର୍ମ ଉପଲବ୍ଧ କରାଯାଇଛି । ଜିଲ୍ଲାସ୍ତରରେ ୪ ଲକ୍ଷ ଫର୍ମ ଆବଶ୍ୟକ ବୋଲି ଏକ ଆକଳନ କରାଯାଇ ୭୨୭ଟି ଜନସେବା କେନ୍ଦ୍ରରେ, ୧୦୦ଟି ମୋ ସେବା କେନ୍ଦ୍ରରେ ଓ ୨୦୮୩ଟି ଅଙ୍ଗନବାଡି କେନ୍ଦ୍ରରେ ଏହି ଫର୍ମ ପୂରଣ ମିଳିବାର ବ୍ୟବସ୍ଥା କରାଯାଇଛି । ଏଥି ନିମନ୍ତେ ଜିଲ୍ଲାରେ ପ୍ରାଥମିକ ସ୍ତରରେ ୧୪୧୨ ଜଣ ସି ଆର ପି , ୧୭୧ ଜଣ ଏମ ବି କେ, ୨୦୮୩ ଜଣ ଅଙ୍ଗନବାଡି କର୍ମୀ, ୭୨ ଜଣ ଆଇ ସି ଡି ଏସ ସୁପରଭାଇଜର, ୮୨୭ ଜଣ ଜନ ସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରର କର୍ମୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି  । 
୧୧ଟି ବ୍ଲକ ଓ ୩ଟି ସହରାଞ୍ଚଳର ପ୍ରତ୍ୟେକ ଗ୍ରାମ ଓ ୱାର୍ଡ ସ୍ତରରେ ସରକାରୀ ବ୍ୟବସ୍ଥା ଦ୍ଵାରା ଲୋକ ମାନଙ୍କୁ ଫର୍ମ ପୂରଣ କରିବାର ପ୍ରକ୍ରିୟା ଓ ଯୋଗ୍ୟ ହିତାଧିକାରୀ ମାନଙ୍କ ବିଷୟରେ ସଚେତନ କରାଯାଉଛି । ଜିଲ୍ଲା ସ୍ତରରେ ଓ ବ୍ଲକ ସ୍ତରରେ ତଦାରଖ କରିବା ପାଇଁ ଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ତତ୍ବାବଧାନରେ ଗୋଟିଏ ଗୋଟିଏ ତଦାରଖ କମିଟିର ବ୍ୟବସ୍ଥା କରାଯାଇଛି । ତାଲିମ ବ୍ୟବସ୍ଥା ନିମନ୍ତେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ସିଡିପିଓ ମାନେ ସୂଚାରୁ ରୂପେ ଦାୟିତ୍ଵ ନିର୍ବାହ କରୁଛନ୍ତି । ଯଦି କୌଣସି ଅଭିଯୋଗ ଆସୁଛି ସେଥିପାଇଁ ତୁରନ୍ତ ଘଟଣାକୁ ବୁଝି ଓ ତାହାର କାରଣ ଖୋଜି ତୁରନ୍ତ ସମାଧାନ କରିବା ନିମନ୍ତେ ପଦକ୍ଷେପ ନିଆ ଯାଉଛି । ଯଦି କାହାର କିଛି ଅଭିଯୋଗ ଥାଏ କିମ୍ବା କୌଣସି ବିଷୟରେ ଜାଣିବାକୁ ଚାହୁଁଛନ୍ତି ସେମାନେ ୧୪୬୭୮ଦେୟ ମୁକ୍ତ/ ଟୋଲ ଫ୍ରି ହେଲ୍ପ ଲାଇନ ମଧ୍ୟରେ ଯୋଜନା ସମ୍ପର୍କରେ ଯୋଗାଯୋଗ କରି ପାରିବେ । 
ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟ ମାନଙ୍କ ମଧ୍ୟରେ ସୁଭଦ୍ରା ଯୋଜନା ନିମନ୍ତେ ଜିଲ୍ଲାର ନୋଡାଲ ଅଧିକାରୀ ନିହାର ରଞ୍ଜନ କହଁର, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନ, ମିଶନ ଶକ୍ତି ଜିଲ୍ଲା ପରିଚାଳକ ହେମନ୍ତ ବାଗ, ମମତା ଯୋଜନାର ଜିଲ୍ଲା ସଂଯୋଜକ ଜିତେନ୍ଦ୍ର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026

You Might Also Like